Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏସଟିଏଫ ହାତରେ ନକଲି ଇଡି, ୨ ଠକ ଗିରଫ

ଭୁବନେଶ୍ଵର; ମହଙ୍ଗା ପଡିଲା ନିଜକୁ ଇଡି କହି ଲୋକଙ୍କୁ ଠକିବା । ୨ ନକଲି ଇଡି ଅଫିସରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ ୨ ଅଭିଯୁକ୍ତ ହେଲେ ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ୩୦୦ ସରକାରୀ କର୍ମଚାରୀଙ୍କୁ ଇଡି ଅଫିସର କହି…

ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି; ୨ ମୃତ, ୧୦ ଆହତ

ଜୟପୁର: ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୦ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। କୋରାପୁଟ ଜିଲ୍ଲା କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଲା ପିକ୍ ଅପ୍ ଭ୍ୟାନ୍। ଏହି ଘଟଣାରେ ୧୦ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା…

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ କୁମାର ପ୍ରତିହାରୀଙ୍କ ପରଲୋକ ଘଟିଛି । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ତାଙ୍କର ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର ବାଲିସାହି…

ତାତିରୁ ମିଳିବ ତ୍ରାହି: ୩ ଦିନ ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ଆଶିଂକ ଭାବେ ତାତିରୁ ମିଳିଛି ମୁକ୍ତି । ତେବେ ଆଜି ରାଜ୍ୟର ୧୪ ଜିଲ୍ଲାକୁ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର…

ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷ ନଷ୍ଟ କଲା ପୋଲିସ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରେ ଏକର ଏକର ଜମିରେ ଚାଲିଛି ଅଫିମ ଚାଷ । ଯାହା ଅଫିମ ଚାଷର ହବ୍ ପାଲଟିଛି । ଏହି ଫସଲ ବିଷୟରେ ଜାଣିବା ପରେ ଯଶିପୁର ଥାନା ଫୁଲବାଡ଼ି ଓ ଜୋଜଗୁଡ଼ା ଗାଁରେ ପୋଲିସ, ଅବକାରୀ ଓ ବନ ବିଭାଗର ମିଳିତ ଟିମ୍ ରେଡ୍ କରି ଅଫିମ ଚାଷକୁ ନଷ୍ଟ କରିଛନ୍ତି । ରେଡ୍…

ଲାଗୁ ହେଲା ନିର୍ବାଚନ ଆଚରଣ ବିଧି, ରାତାରାତି ହଟିଲା ହୋର୍ଡିଂ ଓ ପୋଷ୍ଟର

ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର ବାର୍ତ୍ତା…

ବିକଶିତ ଭାରତ ଗଠନ ପାଇଁ ମୋଦିଙ୍କ ଚିଠିକୁ ୧ କୋଟି ପରିବାର ପାଖରେ ପହଞ୍ଚାଇବା ପାଇଁ ଯୋଜନା

ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତକାଲି ପୂର୍ବାହ୍ନରେ ପ୍ରଥମେ  ରାଜ୍ୟ କୋର କମିଟି ଏବଂ ପରେ ରାଜ୍ୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିସ୍ତୃତ ଆଲୋଚନା…

ପାରଦର୍ଶୀ ପୋର୍ଟାଲରେ ୨୫% ମାଗଣା ସିଟରେ ଆଡ଼ମିସନ ଅବ୍ୟବସ୍ଥା ନେଇ ଅଭିଭାବକ ମହାସଂଘର ଆମରଣ ଅନଶନ

ଭୁବନେଶ୍ୱର: ଗଣଶିକ୍ଷା ବିଭାଗର ଅଧିକାରୀ ମାନଙ୍କର ବଡ଼ ବଡ଼ ସ୍କୁଲ ମାଲିକଙ୍କ ସହ ମୁନାଫାଖୋରୀ ମଧୁଚନ୍ଦ୍ରିକା ଓ ବିଭାଗୀୟ ଅଯୋଗ୍ୟତା ପାଇଁ ରାଜ୍ୟରେ ୩୦ ହଜାରରୁ ଉର୍ଦ୍ଧ୍ୱ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରଛାତ୍ରୀ ଏବର୍ଷ ଶିକ୍ଷା ଅଧିକାର ଆଇନ ଅନୁସାରେ ୨୫% ମାଗଣା ସିଟରେ ନାମ ଲେଖାରୁ…

ପୋଖରୀରେ ବୁଡି ୨ ଶିଶୁକନ୍ୟା ମୃତ

ଯାଜପୁର: ଯାଜପୁର ରୋଡ଼ ଥାନା ବାଳୁଙ୍ଗାବନ୍ଦୀ ଗାଁରେ ପୋଖରୀରେ ବୁଡି ୨ ଶିଶୁକନ୍ୟା ମୃତ। ବ୍ୟବଚ୍ଛେଦ ନିମନ୍ତେ ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି। ସୂଚନା ମୁତାବକ ୨ ଶିଶୁକନ୍ୟା ଖେଳିବାକୁ ଯାଇ ଦୀର୍ଘ ସମୟ ଧରି ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ…

ଚଳିତ ସାଧାରଣ ନିର୍ବାଚନ ପାଇଁ ଜିଲ୍ଲାପ୍ରଶାସନର ତାଲିମ ଓ ବ୍ୟାପକ ପ୍ରସ୍ତୁତି

ରାୟଗଡ଼ା: ଚଳିତ ସାଧାରଣ ନିର୍ବାଚନ ପାଇଁ ଜିଲ୍ଲାପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ଅବସରରେ ରାୟଗଡ଼ା ଜିଲ୍ଲାର ତିନୋଟି ବିଧାନସଭା ନିର୍ବାଚନ କ୍ଷେତ୍ର ପାଇଁ ପର୍ଯ୍ୟବେକ୍ଷକ ଏବଂ ପୋଲିଙ୍ଗ ଅଧିକାରୀଙ୍କୁ ନେଇ ଚାରି ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବରୁ…