Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିନ୍ଦୁସାଗରରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର:  ଭୁବନେଶ୍ୱର ସ୍ଥିତ ଐତିହ୍ୟ ସଂପନ୍ନ ବିନ୍ଦୁସାଗର ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମହିଳାଙ୍କ ପରିଚୟ ଜଣାପଡ଼ି ନାହିଁ। ମୃତଦେହ ଉଦ୍ଧାର କରି ପ୍ରଦୀପ ସେବା ଟ୍ରଷ୍ଟ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ । ମହିଳାଙ୍କ ବେଶଭୂଷା ସମ୍ଭ୍ରାନ୍ତ ଘରର ବୋଲି ଜଣା…

ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ଦେଖା, ୫୫ କେନ୍ଦ୍ରରେ ହେବ ମୂଲ୍ୟାୟନ

ଭୁବନେଶ୍ବର: ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ । ଏହା ସହିତ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆରମ୍ଭ ହେବ । ରାଜ୍ୟର ମୋଟ ୫୫ ଟି କେନ୍ଦ୍ରରେ ଖାତା ଦେଖା ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି…

ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ସେ ଗୁରୁତର ଆହତ ହୋଇ ସମ୍ୱଲପୁରର ଏକ ଘରୋଇ ଡାକ୍ତରଖାନାରେ  ଭର୍ତ୍ତି ହୋଇଛନ୍ତି । ତାଙ୍କ ମୁଣ୍ଡରେ ୩୦ଟି ଷ୍ଟିଚ୍ ପଡିଥିବା ବେଳେ ନାକ ଓ ଆଖିରେ ମଧ୍ୟ ଆଘାତ ଲାଗିଛି । ଏବେ ତାଙ୍କୁ…

ଶୃଙ୍ଖଳାଗତ କାରଣରୁ ନିଲମ୍ବିତ ହେଲେ ନାଲକୋ ନିର୍ଦ୍ଦେଶକ ରାଧାଶ୍ୟାମ ମହାପାତ୍ର

ନୂଆଦିଲ୍ଲୀ: ଖଣି ମନ୍ତ୍ରଣାଳୟ ପକ୍ଷରୁ ନାଲକୋର ନିର୍ଦ୍ଦେଶକ (ମାନବ ସମ୍ବଳ) ରାଧାଶ୍ୟାମ ମହାପାତ୍ରଙ୍କୁ ଶୃଙ୍ଖଳାଗତ କାରଣରୁ ନିଲମ୍ବିତ କରାଯାଇଛି। ଭୁବନେଶ୍ୱରସ୍ଥିତ ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ପକ୍ଷରୁ ଗୁରୁବାର କୁହାଯାଇଛି ଯେ ମହାପାତ୍ରଙ୍କୁ ତୁରନ୍ତ ନିଲମ୍ବିତ କରିବା ନେଇ…

ବସଷ୍ଟାଣ୍ଡ ଉଦଘାଟନ ବେଳେ ଲୋକେ ଦେଖିଲେ ବିଧାୟକ-ସରପଞ୍ଚ ବିବାଦ

ସାଲେପୁର: କଟକ ଜିଲ୍ଲା ସାଲେପୁରରେ ବସ୍ ଟର୍ମିନାଲ ଉଦଘାଟନ ଉତ୍ସବରେ ସ୍ଥାନୀୟ ସରପଞ୍ଚ ରଶ୍ମିତା ଦାସଙ୍କ ନାମ ସୂଚନା ଫଳକରୁ ବାଦ ପଡ଼ିବାରୁ ଏହାକୁ ତୀବ୍ର ବିରୋଧ କରିବା ସହ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଉଦଘାଟନ ପାଇଁ ଏକତ୍ରିତ ହୋଇଥିବା ଜନସମାଗମ ସମ୍ମୁଖରେ ସ୍ଥାନୀୟ ବିଧାୟକ…

ମେଣ୍ଟ ନେଇ କୌଣସି ଆଲୋଚନା ହୋଇନାହିଁ: ଦେବୀ ମିଶ୍ର

ଭୁବନେଶ୍ୱର: ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବୟାନକୁ ନେଇ ଆଜି ଦିନ ତମାମ ରାଜ୍ୟ ରାଜନୀତି ହଇଚଇ ହୋଇଥିଲା। ଏହାରି ମଧ୍ୟରେ ଶାସକ ବିଜେଡ଼ିର ଉଚ୍ଚସ୍ତରୀୟ ବୈଠକ ଆୟୋଜିତ ହୋଇଯାଇଛି। ଏହି ବୈଠକରେ ଶାସକ ଦଳର ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହିଥିଲେ। ଆଶା କରାଯାଉଥିଲା ବୈଠକରେ…

ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ଦୈନିକ ପାରିଶ୍ରମିକରେ ବୃଦ୍ଧି, ଉପକୃତ ହେବେ ୧୦ ହଜାର କର୍ମୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ…

ହାତ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ବିଧାୟକ ଅନାମ ନାୟକ ଏବଂ ପିସିସି ସଦସ୍ୟ ରାକେଶ ସିଂ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି । ରାଜ୍ୟରେ ଭାରତୀୟ ଜନତା ପାର୍ଟି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ । ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ…

ଯୁବ ଭାରତ କୃଷକ ସଙ୍ଗଠନ ପକ୍ଷରୁ ଦାବିପତ୍ର ପ୍ରଦାନ

ଯାଜପୁର: କୃଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଯୁବ ଭାରତ କୃଷକ ସଙ୍ଗଠନ ପକ୍ଷରୁ ୧୨ଦଫା ଦାବି ନେଇ ଏକ ଦାବିପତ୍ର ଯାଜପୁର ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଚାଷୀଙ୍କ ଉତ୍ପାଦିତ ସାମଗ୍ରୀର ଉଚିତ ମୂଲ୍ୟ ବୃଦ୍ଧି, କୃଷକ ମାନଙ୍କୁ ଭତା, ସ୍ୱାସ୍ଥ୍ୟ ସୁବିଧା ସମେତ ଅନ୍ୟାନ୍ୟ ଦାବି…

ବିଡିଏର ଭରତପୁର ନେଚର ପାର୍କ ଉଦଘାଟିତ

ଭୁବନେଶ୍ବର: ଭରତପୁରସ୍ଥିତ ପ୍ରକୃତି ଉଦ୍ୟାନକୁ ଆଜି ବିଧାୟକ (ଉତ୍ତର) ସୁଶାନ୍ତ କୁମାର ରାଉତ ଉଦ୍ଘାଟନ କରିଛନ୍ତି। ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ବାରା ପରିଚାଳିତ ଏହି ପାର୍କର ଉଦ୍ଘାଟନୀ ଉତ୍ସବରେ ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର ଓ ବିଡିଏ ଅଧିକାରୀମାନେ…