Latest Odisha News

BREAKING NEWS

Browsing Category

ଓଡିଶା

Odisha

Vigilance: ଭିଜିଲାନ୍ସ ପଞ୍ଝାରେ ଖଣି ଅଧିକାରୀ; ବିଭିନ୍ନ ସ୍ଥାନରେ ଚଢାଉ ଜାରି

କଟକ:କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ । ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । କଟକ ଅଫିସ୍, ଭୁବନେଶ୍ୱର ଶ୍ରୀବିହାର ଘର ସମେତ ଏକାଧିକ ସ୍ଥାନରେ ରେଡ୍ କରାଯାଇଛି । ବେଆଇନ ସଂପତ୍ତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ…

ମାର୍ଚ୍ଚରୁ ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା

ଭୁବନେଶ୍ବର: ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା ଆସନ୍ତା ମାର୍ଚ୍ଚ ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି । ମଙ୍ଗଳବାର ପୱନ ହଂସ କମ୍ପାନୀ ପକ୍ଷରୁ ଟ୍ରାଏଲ ରନ୍ ହୋଇଛି । ଏନେଇ ରାଜ୍ୟ ବାଣିଜ୍ୟ , ପରିବହନ ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଲୋଚନା କରାଯାଇଛି । ବାରିପଦା ପୋଲିସ…

Mohan Charan Majhi: ଲୋକାଭିମୁଖୀ ବଜେଟ ପାଇଁ ଜନସାଧାରଣ କଲେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ୱର୍ଦ୍ଧିତ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଭୁବନେଶ୍ୱର ରାଜ୍ୟ ଅତିଥିଭବନ ଠାରେ ଝାରସୁଗୁଡ଼ା, ପୁରୀ ଜିଲ୍ଲାର ପିପିଲି ଏବଂ ବଲାଙ୍ଗୀର ଜିଲ୍ଲାରୁ ପ୍ରାୟ ଏକ ହଜାରରୁ ଉର୍ଦ୍ଧ୍ୱ ଜନସାଧାରଣ ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକାଭିମୁଖୀ ବଜେଟରେ ସେମାନଙ୍କ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ଯୋଜନା…

World Record: ବିଶ୍ଵ ରେକର୍ଡ଼ କଲା ଓଡ଼ିଶା;ଆମେରିକାର ରେକର୍ଡକୁ ଭାଙ୍ଗିଲେ ୭ ଟେରାକୋଟା କାରିଗର

ଭୁବନେଶ୍ୱର: ଟେରାକୋଟା କୃତି ପ୍ରସ୍ତୁତିରେ ବିଶ୍ଵ ରେକର୍ଡ଼ କରିଛି ଓଡ଼ିଶା । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ “ଭବ୍ୟ ଟେରାକୋଟା କୃତି ପ୍ରସ୍ତୁତି” ପ୍ରତିଯୋଗିତାରେ ଦୁଇଟି ନୂଆ କୀର୍ତ୍ତିମାନ “ୱାର୍ଲ୍ଡ ବୁକ୍ ଅଫ୍ ରେକର୍ଡସ୍” ଲିପିବଦ୍ଧ ହୋଇଛି । ଏକକାଳୀନ ୧୦୦୦…

ବର୍ଷକରେ ସରକାର ବାଣ୍ଟିଲେଣି ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର

ଭୁବନେଶ୍ବର: ସରକାର ବର୍ଷକରେ ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର ବାଣ୍ଟିଲେଣି । ବିଧାନସଭାରେ ପଞ୍ଚାୟତିରାଜ ମନ୍ତ୍ରୀ ଲିଖିତ ଉତ୍ତର ଦେଇଛନ୍ତି । ୨୦୨୪-୨୫ ବର୍ଷରେ ମୋଟ ୨ ଲକ୍ଷ ୮୧ ହଜାର ୭୦୩ କୋଟି ଗ୍ରାମୀଣ ପରିବାରଙ୍କୁ ପକ୍କାଘର ଯୋଗାଇ ଦିଆଯାଇଛି ଓ ୩୦୬ ଭୂମିହୀନ ପରିବାରକୁ ଜମି ପ୍ରଦାନ…

ପାଚେରୀ କାନ୍ଥ ଭୁଶୁଡ଼ି ୨ ମୃତ, ୪ ଗୁରୁତର

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର ବଡ଼ଗଡ଼ ଅଞ୍ଚଳରେ ଡ୍ରେନ୍ ନିର୍ମାଣ କାର୍ଯ୍ୟ ସମୟରେ ଏକ ପାଚେରୀ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଅପରାହ୍ନରେ ରାଜଧାନୀ ସହରର ବଡ଼ଗଡ଼ ଅଞ୍ଚଳର ୱାର୍ଡ ନମ୍ବର-୪୪ ଅନ୍ତର୍ଗତ ଭୋଇ ସାହି ଅଞ୍ଚଳରେ…

ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ; ଶୁଭାରମ୍ଭ ହେଲା ‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍

ଭୁବନେଶ୍ୱର: ଓଡ଼ିଶା ହେବ ପୂର୍ବ ଭାରତର ପ୍ରମୁଖ ସାହସିକ ପର୍ଯ୍ୟଟନ କେନ୍ଦ୍ର । ମଙ୍ଗଳବାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଲୋକ ସେବା ଭବନରେ ‘ଗୋ-ଆଡଭେଞ୍ଚର’ ପୋର୍ଟାଲର ଶୁଭାରମ୍ଭ କରିବା ସହ ଇଣ୍ଡିଆନ୍ ମାଉଣ୍ଟେନିୟରିଂ ଫାଉଣ୍ଡେସନ (IMF) ଏବଂ ଏରୋ କ୍ଲବ୍ ଅଫ୍ ଇଣ୍ଡିଆ (ACI)…

ପ୍ରତିଷ୍ଠା ହେବ ଇଞ୍ଜିନିୟରିଂ କଲେଜ ଓ ବିଶ୍ବବିଦ୍ୟାଳୟ, ତ୍ବରିତ ପଦକ୍ଷେପ ନେବାକୁ ମନ୍ତ୍ରୀଙ୍କ ପତ୍ର

ଭୁବନେଶ୍ବର: ରାଜ୍ୟରେ ଉଚ୍ଚଶିକ୍ଷା ଓ ବୈଷୟିକ ଶିକ୍ଷାର ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ଚଳିତ ବଜେଟରେ ୪ଟି ନୂଆ ବିଶ୍ବବିଦ୍ୟାଳୟ ଏବଂ ୨ଟି ଇଞ୍ଜିନିୟରିଂ କଲେଜ ପ୍ରତିଷ୍ଠା ନେଇ ଘୋଷଣା କରାଯାଇଛି । ଏହା ରାଜ୍ୟର ଉଚ୍ଚଶିକ୍ଷା ଓ ବୈଷୟିକ ଶିକ୍ଷା ଇତିହାସରେ ଏକ…

ଫେବୃଆରୀ ୨୦୨୭ ପୂର୍ବରୁ ରାଜ୍ୟରେ ହେବନି ପଞ୍ଚାୟତ ନିର୍ବାଚନ: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଆଗୁଆ ପଞ୍ଚାୟତ ନିର୍ବାଚନ ନେଇ କଳ୍ପନାଜଳ୍ପନା ଚାଲିଥିବା ବେଳେ ରାଜ୍ୟ ସରକାର ମଙ୍ଗଳବାର ଦିନ ଏନେଇ ସ୍ପଷ୍ଟ କରିଛନ୍ତି। ରାଜ୍ୟ ବିଧାନସଭାରେ ସୂଚନା ପ୍ରଦାନ କରି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସ୍ପଷ୍ଟ କରିଛନ୍ତି ଯେ ଫେବୃଆରୀ ୨୦୨୭ ପୂର୍ବରୁ ପଞ୍ଚାୟତ…

‘ମାର୍ଚ୍ଚ ୩୧ ସୁଦ୍ଧା ସବୁ ଧାନ କିଣିବେ ସରକାର’

ଭୁବନେଶ୍ୱର:କୌଣସି ଟୋକନ ଲାପ୍ସ ହେବନି। ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ପ୍ରତିଶ୍ରୁତି ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ଧାନ କିଣିବେ ସରକାର। କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବାକୁ ସରକାର ନିର୍ବାଚନ ପ୍ରତିଶୃତି ଦେଇଥିଲେ, ସେହି ହିସାବରେ ସରକାର ଧାନ କିଣୁଛନ୍ତି ସରକା ।…