Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ ୫୦୦ ଏକର ସରକାରୀ ଜମି ଜବରଦଖଲ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ଅଧୀନରେ ଥିବା ପ୍ରାୟ ୫୦୦ ଏକର ସରକାରୀ ଜମି ଜବରଦଖଲ କରାଯାଇଛି। ଏନେଇ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ରାଜ୍ୟ ବିଧାନସଭାରେ ସୂଚନା ଦେଇଛନ୍ତି। ବାପୁଜୀ ନଗର, ଅଶୋକ ନଗର, ଗଙ୍ଗା ନଗର, ସହିଦ ନଗର,…

ସେପ୍ଟେମ୍ବର ସୁଦ୍ଧା ୧.୬୯ ଲକ୍ଷ ଅପରାଧ ରେକର୍ଡ

ଭୁବନେଶ୍ୱର: ଚଳିତ ବର୍ଷ ଅପରାଧକୁ ଦୃଷ୍ଟିରେ ରଖି ଗୃହରେ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ସୋମବାର ଦିନ ଅପରାଧର ଏକ ତଥ୍ୟ ପ୍ରଦାନ କରିଥିଲେ। ସେ ଓଡ଼ିଶାର ଜିଲ୍ଲାୱାରୀ ତଥ୍ୟ ପ୍ରଦାନ କରି କହିଛନ୍ତି ଯେ ସେପ୍ଟେମ୍ବର ୨୦୨୫ ସୁଦ୍ଧା ଓଡ଼ିଶାର ବିଭିନ୍ନ ସ୍ଥାନରେ ମୋଟ ୧,୬୯,୨୦୦…

BJD in Bhadrak: ବିଜେଡିରୁ ବାସୁଦେବପୁର ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା; ଏପଟେ ନବୀନ ନିବାସରେ ବୈଠକ

ଭଦ୍ରକ:ଭଦ୍ରକରେ ବିଜେଡିକୁ ଝଟକା । ସୋମବାର ବିଜେଡ଼ିର ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ୱାଳ ଇସ୍ତଫା ଦେଇଛନ୍ତି । ସେ ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ସେ ନିଜ ଇସ୍ତଫା ପତ୍ର ଜିଲ୍ଲା ବିଜୁ ଜନତା ଦଳ ସଭାପତିଙ୍କୁ ପଠାଇଛନ୍ତି । ଦଳର…

ବଦଳିଲା ଭୁବନେଶ୍ବର ଓ ପୁରୀ ରାଜଭବନର ନାଁ

ଭୁବନେଶ୍ୱର: ଭୁବନେଶ୍ୱର ଏବଂ ପୁରୀରେ ଥିବା ରାଜଭବନଗୁଡ଼ିକୁ ସୋମବାର ଦିନ ଆନୁଷ୍ଠାନିକ ଭାବରେ ଲୋକଭବନ ଭାବେ ନାମିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ ଏହି ପରିବର୍ତ୍ତନ କରାଯାଇଛି। ଯାହା ଦେଶବ୍ୟାପୀ ରାଜଭବନଗୁଡ଼ିକୁ ଲୋକଭବନ ଏବଂ ରାଜ ନିବାସକୁ ଲୋକ ନିବାସ…

ପୋଲିସ ବାହିନୀରେ ମହିଳାଙ୍କୁ ନିର୍ଯାତନା ଘଟଣା; ୩ ବର୍ଷରେ ୧୮ ମାମଲା 

ଭୁବନେଶ୍ୱର: ୨୦୨୩ ରୁ ସେପ୍ଟେମ୍ବର ୨୦୨୫ ମଧ୍ୟରେ ଓଡ଼ିଶାରେ ପୋଲିସ ବାହିନୀରେ କାର୍ଯ୍ୟରତ ମହିଳାଙ୍କ ପ୍ରତି ନିର୍ଯାତନା ଜନିତ ୧୮ଟି ମାମଲା ରୁଜୁ ହୋଇଛି। ଏନେଇ ସୋମବାର ଦିନ ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ଏକ ଲିଖିତ ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ଆଇନ…

ଜିଲ୍ଲାପାଳଙ୍କ ଜନଶୁଣାଣୀ ବେଳେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ…

ବାଙ୍କୀ: କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ବାଙ୍କୀରେ ଅନୁଷ୍ଠିତ ଏକ ସାଧାରଣ ଅଭିଯୋଗ ସଭାରେ ଜଣେ ମହିଳା ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଛି। ବାଙ୍କୀ ବ୍ଲକର ବୈଦେଶ୍ୱର ଗ୍ରାମର ପୀଡିତା ମହିଳା ସସ୍ମିତା ମାଝୀ ନିଜ ଉପରେ…

Ind vs SA T20 at Barabati Stadium: ଟିକେଟ ଓ ପାସ୍ ବଣ୍ଟନ ବ୍ୟବସ୍ଥିତ ହେବା ଆବଶ୍ୟକ:ବିଜେଡି

ଭୁବନେଶ୍ୱର: ଆସନ୍ତା ଡିସେମ୍ୱର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ସାଉଥ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଓଡ଼ିଶାର ଅଗଣିତ କ୍ରିକେଟ ପ୍ରେମୀ ମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି । କିନ୍ତୁ ଏହି ଖେଳ ବିଶ୍ୱର ସମସ୍ତ କ୍ରିକେଟ…

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ ୨୦୨୫; ଓଡ଼ିଶା ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ଶ୍ରୀଲଙ୍କାର କଲମ୍ବୋରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି ଭାରତୀୟ ମହିଳା। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ ପ୍ରତିନିଧିତ୍ବ କରିଥିଲେ। ସେମାନେ ହେଲେ ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ…

କୋଣାର୍କ ମହୋତ୍ସବ ପାଇଁ ପୁରୀରେ ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁ ପଟେ ଯିବେ…

ପୁରୀ: କୋଣାର୍କ ମହୋତ୍ସବର ୩୬ତମ ସଂସ୍କରଣ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି। ଯାହାକୁ ନଜରରେ ରଖି ପୁରୀ ଜିଲ୍ଲା ପୋଲିସ ଯାନବାହାନର ସୁଗମ ଗତିବିଧି ସୁନିଶ୍ଚିତ କରିବା ପାଇଁ ପାଞ୍ଚ ଦିନିଆ କାର୍ଯ୍ୟକ୍ରମ ପାଇଁ ଏକ ବିସ୍ତୃତ ଟ୍ରାଫିକ୍ ପରାମର୍ଶ ଜାରି କରିଛି। କୋଣାର୍କ ମହୋତ୍ସବ…

୪୯ ଜଣଙ୍କୁ ବଂଲାଦେଶ ପଠାଗଲାଣି,୯ ଜେଲରୁ ୧୩ କଏଦୀ ଫେରାର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନ। ଗୃହରେ ବିଭିନ୍ନ ପ୍ରସଙ୍ଗରେ ହେଉଛି ଆଲୋଚନା । ରାଜ୍ୟରୁ ଏଯାବତ ତଡିପାର ହୋଇଛନ୍ତି ୪୯ଜଣ ବାଂଲାଦେଶୀ । ଏନେଇ ବିଧାନସଭାରେ ଆଜି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ନୂଆ ସରକାର ଆସିବା…