Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ, ଯୋଗଦେବେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଭାଷାବିତ୍

ଭୁବନେଶ୍ବର: ଆଜି ଠାରୁ ଆରମ୍ଭ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଭୁବନେଶ୍ବର ଜନତା ମଇଦାନରେ ୩ ଦିନ ଧରି ଚାଲିବ ବିଶାଳ ଭାଷା ମହାକୁମ୍ଭ । ଏହି ସମ୍ମଳନୀକୁ ଆଜି ଦିନ ୧୧ଟା ବେଳେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୟରେ ଦେଶ ତଥା ଦେଶ ବାହାରେ ଥିବା ସମସ୍ତ…

ଆଜି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ; ୬୮ ହଜାର କୋଟି ଟଙ୍କା ପ୍ରକଳ୍ପର କରିବେ ଶୁଭାରମ୍ଭ

ଭୁବନେଶ୍ବର: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମ୍ବଲପୁର ଗସ୍ତରେ ଯାଇ ନବନିର୍ମିତ ଆଇଆଇଏମ ସ୍ଥାୟୀ ନୂଆ କ୍ୟାମ୍ପସର କରିବେ ଲୋକାର୍ପଣ । ଏହାସହ ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ମଧ୍ୟ କରିବେ ମୋଦି । ଯେଉଁଥିରେ ସମ୍ବଲପୁର…

ପୁଣି ଏକ ଦନ୍ତାହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ 

ଖୋର୍ଦ୍ଧା: ରାଜ୍ୟରେ ହାତୀମୃତ୍ୟୁ ଉଦବେଗଜନକ ଭାବେ ବଢୁଛି । ଆଜି ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଛି। ବାଲୁଗାଁ ରେଞ୍ଜ ବରବରା ସେକ୍ସନ ଖରିଆପଲ୍ଲୀ ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଖୋର୍ଦ୍ଧା ଡିଏଫଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ପୁରୁଷ ଦନ୍ତା…

ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ କଲେ ବିଶ୍ଵ ରେକର୍ଡ 

ଭୁବନେଶ୍ୱର: ଓଡ଼ିଶାର ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ସୃଷ୍ଟି କଲେ ବିଶ୍ୱ ରେକର୍ଡ । ପ୍ରଥମ ବିଶ୍ୱ ଓଡି଼ଆ ଭାଷା ସମ୍ମିଳନୀ ଉଦ୍ଦେଶ୍ୟରେ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀମାନେ ସାହିତ୍ୟ ସୃଜନୀ କ୍ଲବ ମାଧ୍ୟମରେ ‘ମୋ କଥା ମୋ କହାଣୀ’ ପୁସ୍ତକ ରଚନା…

କାଲିଠୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲିଠାରୁ ତିନି ଦିନ ଧରି ଭୁବନେଶ୍ଵର ଜନତା ମଇଦାନରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଏହାକୁ ସ୍ମରଣୀୟ କରିବା ନିମନ୍ତେ କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଅକ୍ଷର ଭୂମିର ଲୋକାର୍ପଣ…

ଚାକିରି ନାଁରେ ଠକେଇ: ବହିଷ୍କୃତ ସେନା କର୍ମଚାରୀ ଗିରଫ 

ବ୍ରହ୍ମପୁର: ଚାକିରି ଦେବାକୁ କହି ଠକେଇ ଅଭିଯୋଗରେ ବହିଷ୍କୃତ ସେନା କର୍ମଚାରୀ ହୋଇଛନ୍ତି। ଗିରଫ ଅଭିଯୁକ୍ତ ଧରାକୋଟ ଥାନା ନନ୍ଦିଘର ଗ୍ରାମର ସନ୍ତୋଷ ସେଠୀ। ଜ​‌ଣେ ମହିଳାଙ୍କୁ ଗୋଲାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜରେ ଚାକିରି ଦେବାକୁ ଏକ ଲକ୍ଷରୁ ଅଧିକ ଟଙ୍କା ନେଇଥିବା ଅଭିଯୋଗ ହୋଇଛି ।…

ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ କନିଷ୍ଠ ଯନ୍ତ୍ରୀ ହେଲେ ଭବାନୀଶଙ୍କର ମହନ୍ତ। ଗତକାଲି ଭବାନୀଶଙ୍କର ଅଫିସ ଯାଇ ଘରକୁ ଫେରିନଥିଲେ। ଆଜି ସକାଳ ୧୦ଟା ସମୟରେ କେନାଲରେ ତାଙ୍କର ମୃତ ଦେହ…

ଶିମିଳିପାଳ ଅଭୟାରଣ୍ୟରୁ ୫ ଶିକାରୀ ଗିରଫ, ହରିଣ ଓ ସମ୍ବର ଶିଙ୍ଗ ଜବତ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ମାତିଛନ୍ତି ଶିକାରୀ । ପୋଲିସ ଓ ବନବିଭାଗକୁ ଚକମା ଦେଇ ଜଙ୍ଗଲ ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି । ତେବେ ଶିକାର ପାଇଁ ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବେଶ କରିଥିବା ୫ ଜଣ ଶିକାରୀକୁ ଧରିବାରେ ସଫଳ ହୋଇଛି ବନବିଭାଗ । ଏଥି ସହିତ ତାଙ୍କ ନିକଟରୁ…

5T ଅଧ୍ୟକ୍ଷଙ୍କ ଦିନିକିଆ ନୂଆପଡ଼ା ଗସ୍ତ; ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଲେ, ସରକାରଙ୍କ ଯୋଜନା ବିଷୟରେ ଅବଗତ କରାଇଲେ

ନୂଆପଡ଼ା: ଶୁକ୍ରବାର ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତ କରିଛନ୍ତି 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଜିଲ୍ଲା ଗସ୍ତରେ ଆସି ନୂଆପଡା ନ୍ୟାସନାଲ କଲେଜରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ। ଏହା ସହ ବୋଡେ଼ନ ବ୍ଲକ ବିନପୁର ଠାରେ ପହଂଚି…

ବିବାହ ବନ୍ଧନରେ ବାନ୍ଧି ହେଲେ କେନ୍ଦ୍ରାପଡା ଜିଲ୍ଲାପାଳ

କଟକ: ବିବାହ ବନ୍ଧନରେ ବାନ୍ଧି ହେଲେ ପୁଣି ଜଣେ ଜିଲ୍ଲାପାଳ । ଓଏଏସ୍‌ ଅଫିସ୍‌ର  ଅମୃତା ପ୍ରିୟମ୍ବଦା ମିଶ୍ରଙ୍କ ହାତ ଧରିଛନ୍ତି କେନ୍ଦ୍ରାପଡାର ପୂର୍ବତନ ଜିଲ୍ଲାପାଳ ତଥା ଆଇଏଏସ୍‌ ଅମ୍ରିତ୍ ଋତୁରାଜ୍ । ବୈଦିକ ରିତିନୀତିରେ କଟକର ହୋଟେଲ୍‌ ଆକବରୀରେ ମହା ଆଡମ୍ବର ସହକାରେ ଦୁଇ ଅଧିକାରୀଙ୍କ…