Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ । ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା…

ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ଟିପିଏସ୍ଓଡିଏଲର ବଡ ନିଷ୍ପତି, ଲାଗୁ ହେଲା ଡ୍ରୋନ୍ ନିରୀକ୍ଷଣ ବ୍ୟବସ୍ଥା

ବ୍ରହ୍ମପୁର: ଚଳିତ ଗ୍ରୀଷ୍ମ କାଳରେ ଭରସାଯୋଗ୍ୟ ବିଜୁଳି ଯୋଗାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛି ଟିପିଏସଓଡିଏଲ୍ । ସୁରକ୍ଷା ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ପାଳନପୂର୍ବକ ବିଜୁଳି ଯୋଗାଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗକୁ ପ୍ରାଥମିକତା ଦେଇ କମ୍ପାନୀ ନିଜର…

ଯାଜପୁର ଯୁବ ଭାରତ କୃଷକ ସଙ୍ଗଠନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଯାଜପୁର: କୃଷକ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଯୁବ ଭାରତ କୃଷକ ସଙ୍ଗଠନ ପକ୍ଷରୁ ୧୨ ଦଫା ଦାବି ନେଇ ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯାଇଛି । ଚାଷୀଙ୍କ ଉତ୍ପାଦିତ ସାମଗ୍ରୀର ଉଚିତ ମୂଲ୍ୟ ବୃଦ୍ଧି, କୃଷକ ମାନଙ୍କୁ ଭତ୍ତା, ସ୍ୱାସ୍ଥ୍ୟ ସୁବିଧା ସମେତ ଅନ୍ୟାନ୍ୟ ଦାବି ନେଇ ରାଜ୍ୟ…

ଓଡ଼ିଶାରେ ବିଜେପି ସରକାର ହେବ: ମନମୋହନ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ହେବ । ଓଡ଼ିଶାର ଅସ୍ମିତା ନେଇ ନିର୍ବାଚନ ଲଢ଼ିବ ବିଜେପି । ଲୋକମାନଙ୍କ ଆଶୀର୍ବାଦ, ଶୁଭେଚ୍ଛାରେ ସରକାର କରିବୁ ବୋଲି  ବିଜେପି ସଭାପତି  ମନମୋହନ ସାମଲ ସୂଚନା ଦେଇଛନ୍ତି । ବିଜେପି-ବିଜେଡି ମେଣ୍ଟ ହେବ କି ନାହିଁ ପ୍ରଶ୍ନରେ ବିଜେପି ସଭାପତି …

ମୁଖ୍ୟମନ୍ତ୍ରୀଙ୍କ ହୋଲି ଭେଟି, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ଵର: ହୋଲି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି । କେନ୍ଦ୍ର ସରକାରଙ୍କ ପରେ ବର୍ତ୍ତମାନ ରାଜ୍ୟ ସରକାର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଜାନୁୟାରୀ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ…

ଦିଲ୍ଲୀରୁ ଫେରି ମେଣ୍ଟ ପ୍ରସଙ୍ଗରେ ମନମୋହନ କହିଲେ; ‘ସବୁ ଠିକ୍ ଚାଲିଛି, ବିଚାର ଆଲୋଚନା କରୁଛୁ’

ଭୁବନେଶ୍ୱର: ଓଡ଼ିଶାରେ ବିଜେପି- ବିଜେଡି ମେଣ୍ଟ ନେଇ ଆଲୋଚନା ଚାଲିଥିବା କଥାକୁ ଶେଷରେ ସ୍ୱୀକାର କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଆଜି ଦିଲ୍ଲୀରୁ ଫେରିବା ପରେ ମେଣ୍ଟ ଚର୍ଚ୍ଚା ନେଇ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନମୋହନ କହିଛନ୍ତି, ଆଲୋଚନା ଚାଲିଛି । ସବୁ ଠିକ୍…

୫ ଘଣ୍ଟାର ଜେରା ପରେ ଇଡିରୁ ବାହାରିଲେ ସାଗର ରାଏ ଏବଂ ବିନୀତ ଲଲାନୀ

ଭୁବନେଶ୍ବର: ଚିଟଫଣ୍ଡ କେଳେଙ୍କାରୀ ନେଇ ଚାଲିଛି ଇଡି ର ତନାଘନା । ୫ ଘଣ୍ଟାର ମାରାଥାନ ଜେରା ପରେ ଇଡିରୁ ବାହାରିଲେ ବିନୀତ ଲଲାନୀ ଏବଂ ସାଗର ରାଏ । ଅର୍ଥ ତତ୍ତ୍ଵ ଚିଟଫଣ୍ଡ ମାମଲାରେ ବିନୀତ ଲଲାନି ଏବଂ ସାଗର ରାଏଙ୍କୁ ଦ୍ବିତୀୟ ପର୍ଯ୍ୟାୟରେ ଜେରା କରିବାକୁ ଇଡି ଡାକିଥିଲା । ବିଲ୍ଡର…

ବିଜେଡି-ବିଜେପି ମେଣ୍ଚ ଚର୍ଚ୍ଚାକୁ ଖୋରାକା ଯୋଗାଇଲା ଗେରୁଆ ଦଳର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ରାଜ୍ୟରେ ବିଜୁ ଜନତା ଦଳ (ବିଜେଡି) ସହ ନିର୍ବାଚନୀ ମେଣ୍ଟ କରିବା ନେଇ ଚର୍ଚ୍ଚା ଚାଲିଥିବା ବେଳେ ଭାରତୀୟ ଜନତା ପାର୍ଟି (ବିଜେପି) ୧୧ଟି ରାଜ୍ୟର ୭୨ ଜଣ ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ଘୋଷଣା କରିଛି। ଏହି ତାଲିକାରେ କିନ୍ତୁ ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାମ ନାହିଁ। ଯାହା…

ଗୁରୁବାରଠୁ ଭିମସାରରେ ଜୁନିୟର ଡାକ୍ତରଙ୍କ ଆନ୍ଦୋଳନ, ପ୍ରଭାବିତ ହେବ ରୋଗୀ ସେବା?

ବୁର୍ଲା: ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ରିସର୍ଚ୍ଚ (ଭିମସାର)ର ସ୍ନାତକୋତ୍ତର, କନିଷ୍ଠ ଡାକ୍ତର ଓ ଆବାସିକ ଡାକ୍ତରଙ୍କ ସମେତ ଡାକ୍ତରୀ ଛାତ୍ରଛାତ୍ରୀମାନେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଷ୍ଟାଇପେଣ୍ଡ ନ ମିଳିବା ଓ ସୁବିଧା ସୁଯୋଗ ମିଳୁନଥିବା…

କାହାର ହେବ କନ୍ଧମାଳ, ମେଣ୍ଟ ହେଲେ କାହା ଖାତାକୁ ଯିବ ସିଟ୍?

ଭୁବନେଶ୍ୱର: କାହାର ହେବ କନ୍ଧମାଳ ? ମେଂଟ ହେଲେ କାହା ଖାତାକୁ ଯିବ ସିଟ୍ ? ବିଜେଡି ନା ବିଜେପି ? ଅଚ୍ୟୁତ ସାମନ୍ତଙ୍କୁ ରିପିଟ୍ କରିବ କି ବିଜେଡି ? ନା ସବୁଥର ପରି ନୂଆ ଚେହେରା ଉପରେ ଲଗାଇବ ବେଟ୍ ? ମୋଦିଙ୍କ ମିଶନ ୪ଶୋ ପାର ପାଇଁ କନ୍ଧମାଳରୁ ପ୍ରାର୍ଥୀ ଓହ୍ଲାଇବ କି ବିଜେପି ? ଯଦି ଲଢେ,…