Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଇଆରସିର ଜନଶୁଣାଣି, ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ନ କରିବାକୁ ଗ୍ରୀଡକୋର ପ୍ରସ୍ତାବ

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଓଇଆରସିଙ୍କ ଜନଶୁଣାଣିରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ନ କରିବା ପାଇଁ ଗ୍ରୀଡକୋ ନିଜର ପକ୍ଷ ରଖିଛି। ଏହା ସହିତ ୨୦୨୪-୨୫ ଆର୍ଥିକ ବର୍ଷରେ ସାମ୍ଭାବ୍ୟ ବର୍ଦ୍ଧିତ ବିଦ୍ୟୁତ୍ ଚାହିଦା ମେଣ୍ଟାଇବା ସହ ନିରନ୍ତର ବିଦ୍ୟୁତ୍ ଯୋଗାଣ ପାଇଁ ନିଜର ଯୋଜନା…

ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ଭାରତ ଯୋଡ ନ୍ୟାୟ ଯାତ୍ରାରେ ଦେବେ ଯୋଗ

ଭୁବନେଶ୍ବର: ଫେବୃଆରୀ ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଞ୍ଚିବେ ରାହୁଲ । ୬ ତାରିଖ ସନ୍ଧ୍ୟାରେ ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁରରେ ତାଙ୍କୁ ସ୍ୱାଗତ କରାଯିବ । ଏନେଇ ସୂଚନା ଦେଇଛନ୍ତି କହିଲେ ପିସିସି ସଭାପତି ଶରତ…

‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ…

ଭୁବନେଶ୍ଵର: ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ” । ଏହି ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ମିଳିବ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ । ଏହି ସମ୍ମିଳନୀ ଅବସରରେ ପଦ୍ମଶ୍ରୀ ଡକ୍ଟର…

ପହରିଆପଡ଼ା ପାଇଁ ସାତ ସପନ ପାଲଟିଛି ବିକାଶ, ଯୋଜନ ଦୂରରେ ସରକାରୀ ଯୋଜନା

ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ରୁ ମାତ୍ର କିଛି ଦୂର ରେ ଅବସ୍ଥିତ ବୋଇରଗାଁ ଗ୍ରାମପଞ୍ଚାୟତର ପହରିଆପଡ଼ା ଗାଁ । ପଞ୍ଚାୟତ ମୁଖ୍ୟାଳୟ ଠାରୁ ମାତ୍ର କିଛି ଦୂର ରେ ରହିଥିବା ଏହି ପଡ଼ା ରେ କାହିଁ କେଉଁ ଅମଳରୁ ବସବାସ କରି ଆସୁଛନ୍ତି ଆଦିମ ଜନଜାତି ପହରିଆ ସମ୍ପ୍ରଦାୟର ୧୦ ରୁ ୧୫ ପରିବାର ।…

ରାୟଗଡାରେ ଜିଲ୍ଲାପାଳ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ସତ୍ୟବାନ ମହାଜନ

ରାୟଗଡା: ଆଜି ରାୟଗଡା ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଯୋଗ ଦେଲେ ମନୋଜ ସତ୍ୟବାନ ମହାଜନ । ସେ ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲାରେ ପିଡି ଭାବେ ଥିଲେ । ଆଜି ତାଙ୍କୁ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ରାମେଶ୍ୱର ପ୍ରଧାନ ଗୋରାଚାନ୍ଦ ଗମାଙ୍ଗ ପ୍ରମୁଖ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।…

ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌, ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ…

ଗ୍ୟାସ୍ କଟରରେ କାଟି ଏଟିଏମ୍ ଲୁଟ୍, ଦୁର୍ବୁତ୍ତଙ୍କୁ ଖୋଜୁଛି ପୋଲିସ

ନବରଙ୍ଗପୁର: ପୁଣି ଏକ ଏଟିଏମ୍ ରୁ ଲୁଟ୍ ହୋଇଥିବା ଖବର ସାମ୍ନାକୁ ଆସିଛି । ନବରଙ୍ଗପୁର ସହର ବ୍ଲକ କାର୍ଯ୍ୟାଳୟ ପାର୍ଶ୍ୱରେ ଥିବା ଏସବିଆଇ ଏଟିଏମ ରୁ ଦୁର୍ବୁତ୍ତ ଲୁଟି ନେଇଥିବା ଦେଖିବାକୁ ମିଳିଛି । ଏଟିଏମ ମେସିନ କଟରରେ କାଟିଥିବା ସନ୍ଦେହ କରାଯାଉଛି l କଟରରେ କାଟିଥିବା କାରଣରୁ ଏଟିଏମ ରେ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଆଜି ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ସନ୍ଧ୍ୟାରେ ସମୟରେ ଭକ୍ତଙ୍କ ଲାଗି ୩ ଘଣ୍ଟା…

ୟୁଟ୍ୟୁବ ଦେଖାଇଲା ରୋଜଗାରର ବାଟ, ବଟନଛତୁ ଚାଷ କରି ଲାଭବାନ ହେଲେ ଚାଷୀ

ନବରଙ୍ଗପୁର: ଅବିଭକ୍ତ କୋରାପୁଟ ଜିଲ୍ଲାମଧ୍ୟରେ ପ୍ରଥମକରି ନବରଙ୍ଗପୁର ଜିଲ୍ଲାରେ ବଟନଛତୁର ଚାଷ କରାଯାଉଛି । ପ୍ରଥମକରି ବଟନଛତୁର ଚାଷ ଆରମ୍ଭ କରି ବେଶ ଲାଭବାନ ହେଉଛନ୍ତି ଚାଷୀ ସେପଟେ ରାୟପୁର ଠାରୁ କମ ଦରରେ ଏବଂ ସଜ ବଟନଛତୁ ପାଇ ଗ୍ରାହକ ବି ଖୁସ୍ । ଅବିଭକ୍ତ କୋରାପୁଟ ଜିଲ୍ଲାରେ ବଟନ ଛତୁ…

ରାଜ୍ୟପାଳ ରଘୁବର ଦାସ ଦେଖିବେ ଫିଲ୍ମ “ଶାନ୍ତି ଆପାର୍ଟମେଣ୍ଟ”

ଭୁବନେଶ୍ବର: ଫେବୃଆରୀ ୨ରେ ପରଦାକୁ ଆସିବ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ଶାନ୍ତି ଆପାର୍ଟମେଣ୍ଟ’ । ରାଜ୍ୟପାଳ ରଘୁବର ଦାସ ଏହି ସିନେମା ଦେଖିବେ । ଏଥିପାଇଁ ଚଳଚ୍ଚିତ୍ରର ନାୟିକା ରାଗିଣୀ ଓ ନିର୍ଦ୍ଦେଶକ ଅଶ୍ଵିନୀ ତ୍ରିପାଠୀ ରାଜଭବନରେ ରାଜ୍ୟପାଳଙ୍କୁ ଭେଟିବା ସହ ପ୍ରିମିୟରରେ ଯୋଗ…