Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭାରସାମ୍ୟ ହରାଇ ଟ୍ରେନ୍ ଲାଇନକୁ ମାଡ଼ିଗଲା ବସ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର: ଭାରସାମ୍ୟ ହରାଇ ଟ୍ରେନ ଲାଇନକୁ ମାଡ଼ିଗଲା ବସ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଆଜି ଭୋର ସମୟରେ ସମ୍ବଲପୁର ଜିଲ୍ଲା ଲକ୍ଷ୍ମୀଡୁଙ୍ଗୁରୀ ନିକଟରେ ରେଲୱେ ଟ୍ରାକ ନିକଟକୁ ବସ ମାଡ଼ି ଯାଇଥିବା ସୂଚନା ମିଳିଛି । ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ତେବେ ବଡ ଦୁର୍ଘଟଣାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ, ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ…

ନିଷିଦ୍ଧାଞ୍ଚଳରେ ମତ୍ସ୍ୟଜୀବୀ ମୃତ୍ୟୁ ଘଟଣା, ବାଲେଶ୍ବର ଏସପି ଓ ଜିଲ୍ଲାପାଳଙ୍କୁ ସମନ କଲା ଏନଏଚଆରସି

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ଡିଆରଡିଓର ନିଷିଦ୍ଧାଞ୍ଚଳରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିସନ୍ (ଏନଏଚଆରସି) ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କୁ ସମନ୍ ଜାରି କରିଛନ୍ତି। ଘଟଣା ସମ୍ପର୍କରେ ଆବଶ୍ୟକ ରିପୋର୍ଟ ଦେବାରେ ବିଫଳ ହୋଇଥିବାରୁ ଏହି ଦୁଇ ଅଧିକାରୀଙ୍କୁ…

ଛତୁ ଆଣିବାକୁ ଯାଇଥିବା ବେଳେ ଦିବ୍ୟାଙ୍ଗ ଝିଅଟିକୁ ଦଳି ଦେଲା ଦନ୍ତା ହାତୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଏକ ଜଙ୍ଗଲରେ ଶୁକ୍ରବାର ଜଣେ ଶ୍ରବଣ ଶକ୍ତି ହରାଇଥିବା ନାବାଳିକାକୁ ହାତୀ ଦଳି ଚକଟି ଦେବାରୁ ଝିଅଟିର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ତେଲକୋଇ ବ୍ଲକ୍ ଅନ୍ତର୍ଗତ ସିରିଆବାହାଲ ଗାଁ ଲୋକେ ନିକଟସ୍ଥ ଜଙ୍ଗଲରୁ…

‘ଓଡିଶାରେ ସରକାର ଗଠନ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ବିଜେପି’

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାରେ ସରକାର ଗଠନ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ଦିନ କହିଛନ୍ତି। ଗୌହାଟୀରୁ ଫେରି ୧୨ଟି ପୂର୍ବ ଓ ଉତ୍ତର-ପୂର୍ବ ରାଜ୍ୟର ବିଜେପି ନେତାଙ୍କ ବୈଠକରେ ଯୋଗ ଦେଇଥିବା ମନମୋହନ ସାମଲ…

୫ ଦିନିଆ ସିବିଆଇ ରିମାଣ୍ଡରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତଙ୍କୁ ସିବିଆଇ ରିମାଣ୍ଡରେ ନେଇଛି । ୫ ଦିନ ପାଇଁ ସିବିଆଇ ରିମାଣ୍ଡ ଆବେଦନ କରିଥିଲା, ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ପ୍ରଦାନ କରିଛନ୍ତି । ରେଳବାଇର ସେକ୍ସନ୍ ଇଞ୍ଜିନିୟର…

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‍

ଭୁବନେଶ୍ୱର: ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠତା ଅଚ୍ୟୁତ ସାମନ୍ତଙ୍କୁ ପୁରୀସ୍ଥିତ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‍ ପ୍ରଦାନ କରାଯାଇଛି । ଶୁକ୍ରବାର ବିଶ୍ୱବିଦ୍ୟାଳୟର ୯ମ ସମାବର୍ତନ ଉତ୍ସବ ଅବସରରେ ଶ୍ରୀ ସାମନ୍ତଙ୍କୁ…

ସୋଆ ସହିତ କ୍ୟାମେରୁନ୍ ଶିକ୍ଷାନୁଷ୍ଠାନର ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଆଫ୍ରିକାର କ୍ୟାମେରୁନ୍ ସ୍ଥିତ ହାନ୍‌ସିଆଟିକ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଆଣ୍ଡ ଆପ୍ଲାଏଡ୍ ସାଇନ୍‌ସେସ୍ (ହିଟାସ୍‌) ସହିତ ଗତ ଜୁନ୍ ମାସ ଶେଷରେ ଏକ କାର୍ଯ୍ୟକାରୀ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଜୁନ୍…