Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ

ଭୁବନେଶ୍ୱର: ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ ।  ଛାତ୍ର ଜଣକ ରାଗି ଘରୁ କୁଆଡେ ପଳାଇଥିବା ଜଣାପଡିଛି । ଏ ନେଇ ପରିବାର ଲାେକେ ମୈତ୍ରୀ ବିହାର ଥାନାରେ ଅଭିଯୋଗ କରିଛନ୍ତି । ନିଖୋଜ ଛାତ୍ରଙ୍କ ନାଁ  ଯୋଗେଶ ବାଲାଜ । ସ୍କୁଲ ଯିବାକୁ ନେଇ ପରିବାର ଲାେକେ ଏବଂ ଶିକ୍ଷକ ତାଙ୍କୁ ଗୁରୁବାର…

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ୩ ଜଣଙ୍କର ଦରମା ଓ ୬ ଜଣଙ୍କର ପେନସନ ବନ୍ଦ

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି  ରଖିଛନ୍ତି ।  ଏ ପର୍ଯ୍ୟନ୍ତ ୧୯୭ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ସାରିଲେଣି । ଏବେ ପୁଣି ୯ ଜଣଙ୍କ ବିରୋଧରେ କାାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।  ୩ ଜଣଙ୍କୁ…

ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର : ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ। ୧୩ ତାରିଖ ଯାଏ ନାମ ଲେଖାଇବେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ । ଗତକାଲି ପ୍ରଥମ ପର୍ଯ୍ୟାୟ ମେଧାତାଲିକାରେ ସିଟ ଆବଣ୍ଟନ ହୋଇଥିବା ଛାତ୍ରଛାତ୍ରୀ ଆଡମିଶନ କରିବେ । ଚଳିତବର୍ଷ ୪ ଲକ୍ଷ ୭୨…

କଲରାପତରିଆ ବାଘ ଆକ୍ରମଣରେ ୨ ଗୁରୁତର

ଅନୁଗୁଳ: ଛେଳି ଚରାଇବାକୁ ଯାଇଥିବା ବେଳେ ବାଘ ଆକ୍ରମଣରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଚିଛି ଅନୁଗୁଳ ଜିଲ୍ଲା ବନ୍ତଳା ରେଞ୍ଜ କୃଷ୍ଣଚକ୍ରଗଡ଼ରେ । ମିଳିଥିବା ସୂଚନା ଅନୁସାରେ, ଗାଁରେ ଜନକ ବେହେରା ଓ ନେକୁରି ବେହେରା ଛେଳି ଚରାଇବାକୁ ଯାଇଥିବା ବେଳେ ଆକ୍ରମଣ କରିଥିଲା…

ଡିଏନ୍ ଗ୍ରୁପ୍ ଉପରେ ଆୟକର ଚଢ଼ଉକୁ ନେଇ ବିଜେପି ଡାର୍ଟି ପଲିଟିକ୍ସ କରୁଛି: ବିଜେଡି

ଭୁବନେଶ୍ୱର: ସ୍ପର୍ଶକାତର ମାମଲାରେ ବିଜେଡି ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ବିଜେପିର ପୁରୁଣା ଅଭ୍ୟାସ। ତେଣୁ ଏବେ ଡିଏନ୍ ଗ୍ରୁପ୍ଉ ପରେ ଆୟକର ଚଢ଼ଉକୁ ନେଇ ଓଡ଼ିଶା ବିଜେପି ନେତାମାନେ ପୁଣିଥରେ ଡାର୍ଟି ପଲିଟିକ୍ସ କରିବା ଆରମ୍ଭ କରି ଦେଇଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।…

ଅନୁଗୁଳରେ ନକଲି ଔଷଧ; ମେଡିସିନ୍ ଷ୍ଟୋର ସହ ହୋଲସେଲ୍ ଦୋକାନ ସିଲ୍  

ଅନୁଗୁଳ: ଅନୁଗୁଳରେ ବିକ୍ରି ହେଉଛି ନକଲି ଔଷଧ । ନକଲି ଔଷଧ ବିକ୍ରି ଅଭିଯୋଗରେ ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ଗୋଟିଏ ମେଡିସିନ୍ ଷ୍ଟୋର ସହ ହୋଲସେଲ୍ ଦୋକାନକୁ ସିଲ୍ କରିଛି । ୨ଟି ଯାକ ଦୋକାନରେ ପାଣ୍ଟୋସିଡ ଡିଏସଆର ନାମକ ନକଲି ଔଷଧ ବିକ୍ରି ହେଉଥିବା ଅଭିଯୋଗ ହୋଇଛି । ସୂଚନା…

ରାଜ୍ୟର ୧୧୫ଟି ପୌରାଞ୍ଚଳର ୨୦୦୦ଟି ବୃହତ ଜଳାଶୟର କରାଯିବ ନବୀକରଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ପୌରାଞ୍ଚଳରେ ‘ଆମ ପୋଖରୀ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ରାଜ୍ୟର ସହରାଞ୍ଚଳ ଗୁଡିକରେ ଥିବା ଅବ୍ୟବହୃତ କିମ୍ବା ପୋତିହୋଇ ଯାଇଥିବା ଜଳାଶୟ ଗୁଡିକର ପୁନରୁଦ୍ଧାର କରାଯାଇ ଏହାକୁ ସ୍ୱଚ୍ଛ ଓ ନିର୍ମଳ କରାଯିବା…

ବିଚରୁ ଅସ୍ଥାୟୀ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ, ଦେହ ବ୍ୟବସାୟ ପାଇଁ ବ୍ୟବହାର କରୁଥିଲେ ମାଫିଆ

ବାଲେଶ୍ୱର: କାଲି ଜିଲ୍ଲାପାଳ ମନା କରିଥିଲେ । କହିଥିଲେ, ଦେହ ବ୍ୟବସାୟ ହେଉଥିବା କହି ପର୍ଯ୍ୟଟନସ୍ଥଳୀକୁ ବଦନାମ କରନ୍ତୁ ନାହିଁ, ପ୍ରମାଣ ଥିଲେ ଦିଅନ୍ତୁ । ଆଉ ରାତିକ ଭିତରେ ପ୍ରମାଣ ପାଇବା ପରେ ଆଜି ବାଲେଶ୍ୱ ଜିଲ୍ଲା ପ୍ରଶାସନ ଉଦୟପୁର ବିଚରେ ଥିବା ଅନେକ ଅସ୍ଥାୟୀ ନିର୍ମାଣକୁ ଉଚ୍ଛେଦ…

ମାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଣ୍ଠିର ଅପବ୍ୟବହାର, ପୂର୍ବତନ ମେଡିକାଲ ଅଫିସରଙ୍କୁ ୨ ବର୍ଷ ଜେଲ୍

ଭୁବନେଶ୍ୱର: କୋରାପୁଟର ପୂର୍ବତନ ମେଡିକାଲ୍ ଅଫିସର ଡାକ୍ତର କେ. ହରିବନ୍ଧୁ ରେଡ୍ଡୀଙ୍କୁ ୨ ବର୍ଷ ଜେଲ୍ । ଉନ୍ନତ ମାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଣ୍ଠିର ଅପବ୍ୟବହାର ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଜୟପୁର ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଜେଲ୍ ସହ ୧୦ ହଜାର ଟଙ୍କା ଜରିମାନା…

କାମ ଦେବ କି ବିଜେପିର ଗୌହାଟୀ ଗଣିତ?

ଭୁବନେଶ୍ୱର: ବଦଳୁଛି ବିଜେପିର ସାଙ୍ଗଠନିକ କଳେବର। ଦଳର ଜାତୀୟ ସଂଗଠନ ସହ ରାଜ୍ୟ ସଂଗଠନ ଗୁଡିକୁ ନୂଆ ରୂପ ଦେବା ପାଇଁ ଦଳ ପକ୍ଷରୁ ଜୋରଦାର କସରତ ଚାଲିଛି। ଏଥିସହିତ ଦେଶର ବିଭିନ୍ନ ଅଞ୍ଚଳକୁ ଜୋନରେ ଭାଗ କରି ଦଳ ବିଭିନ୍ନ ରାଜ୍ୟର ନେତାଙ୍କ ସହ ବୈଠକ ଆରମ୍ଭ କରିଛି। ଏହି ଅବସରରେ…