Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାଂସଦ ଜୁଏଲ ଓରାମଙ୍କ କାର୍ ଧକ୍କାରେ ଯୁବକ ମୃତ

କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ କାର୍ ଧକ୍କାରେ ଯୁବକ ମୃତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଏହି ଦୁର୍ଘଟଣା ହୋଇଛି । ମୃତ ବ୍ୟକ୍ତି ଜଣକ ହେଲେ କମଗରାପ।ଟଣା ଗାଁର ସର୍ବେଶ୍ବର ଚୌଧୁରୀ । ଖବର ମୁତାବକ,…

ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ

ସମ୍ବଲପୁର: ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ । ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆଜି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ ଉପସ୍ଥିତ ରହିଥିଲେ ।…

ସମ୍ବଲପୁର ଲୋକସଭା ଆସନ: ସୋସିଆଲ ମିଡ଼ିଆରୁ ବାହାରି ମୈଦାନରେ ଲଢିବେ କି ଧର୍ମେନ୍ଦ୍ର ଓ ବବି

ସମ୍ବଲପୁର: ରାଜନୀତି ଯୁଦ୍ଧ କ୍ଷେତ୍ରରେ ଉଭା ହେବେ କି ସୋସିଆଲ ମିଡି଼ଆରେ ଦୁଇ ଯୋଦ୍ଧା ବୋଲାଉଥିବା ବିଧାୟକ ପ୍ରଣବ ପ୍ରକାଶ ଦାସ ବା ବବି ଭାଇ ଓ କେନ୍ଦ୍ରମନ୍ଦ୍ରୀ ଧର୍ମେନ୍ଦ୍ର ପ୍ରଧାନ ବା ମୁକୁ ଭାଇ। ବବି ଭାଇ ଓ ମୁକୁ ଭାଇଙ୍କୁ ନେଇ ଏବେ ସମ୍ବଲପୁର ରାଜନୀତି ବେଶ ଉଷ୍ମ ହୋଇ ପଡ଼ିଛି।…

ଏଥର ବଜେଟରୁ କ’ଣ ଚାହୁଁଛି ମଧ୍ୟବିତ୍ତ ପରିବାର, ପ୍ରାତଃ ଭ୍ରମଣରେ ଦୁଇ ଚାକିରିଆଙ୍କ କଥା

ଭୁବନେଶ୍ୱର: ମୁଁ କ'ଣ ଆବଶ୍ୟକତା କରୁଛି, ମୁଁ ଘର ଚଳାଇବାକୁ କଣ କରିପାରିବି? ମୁଁ ଅନେକ ଥର ଦରମା ଗଣିବା ପରେ ଅନେକ ଥର ଅଭାବ ରହୁଛି। ଆଗକୁ ନିର୍ବାଚନ ଆସୁଛି, ତେଣୁ କେଇମାସ ପକେଟ ଉପରେ ବୋଝ କମିଯିବ ବୋଲି ଆଶା। ଏହା ହେଉଛି ଏକ ଚା ଖଟିରେ ସକାଳୁ ସକାଳୁ ଖବର କାଗଜ ପଢିବା ବେଳେ ଜଣେ…

ଫୋକସରେ ପଶ୍ଚିମ ଓଡ଼ିଶା: ଯେଉଁ ଦଳ ମନ ଜିିଣିବ; ତାକୁ ଜିତାଇବେ ଜନତା!

ଭୁବନେଶ୍ୱର: ୧୧ଟି ଲୋକସଭା ଆସନ ଓ ୩୫ଟି ବିଧାନସଭା ଆସନ ବିଶିଷ୍ଟ ପଶ୍ଚିମ ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି), ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେବ ବୋଲି ଜଣାପଡିଛି। ଶନିବାର ମା ସମେଲଇ ମନ୍ଦିର ପ୍ରକଳ୍ପର ଲୋକାର୍ପଣ କରି ରାଜ୍ୟ ସରକାର…

ନିର୍ବାଚନ ଆସନ୍ନ ବେଳେ ଦଳ ବଦଳ କରୁଥିବା ପରିବାରକୁ ଆକ୍ରମଣ? ବାଦ ପଡିଲେନି ଛୋଟ ପିଲା

ଭଦ୍ରକ: ଯଦିଓ ଏବେ ପାଗ ଶୀତୁଆ ରହିଛି ହେଲେ ନିର୍ବାଚନ ଆସନ୍ନ ବେଳେ ସାମାଜିକ ସ୍ଥିତି ଉଷ୍ମ ରହିଛି। କାରଣ ଦଳ ବଦଳ କରିବାକୁ ଯାଉଥିବା ଏକ ପରିବାର ରାଜନୈତିକ ଶତ୍ରୁତା କାରଣରୁ ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଯେଉଁଥିରେ ଦୁଇ ଜଣ ଛୋଟ ପିଲା ମଧ୍ୟ ଗୁରୁତର ଆହତ ହୋଇଛନ୍ତି।…

ବୋରିଗୁମ୍ମା ଦୁର୍ଘଟଣାରେ ୩ମୃତ, ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା 

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣା। ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଲେ । ଏଥିସହ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଓ ଆହତଙ୍କ…

ୟୁ.ଟି.ଆ କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି

ଭୁବେନଶ୍ଵର: ଦେଶ ପାଳିଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେଥିପାଇଁ ସାରା ରାଜ୍ୟରେ ଜାତୀୟ ଧ୍ଵଜା ସମ୍ମାନର ସହ ଉତ୍ତୋଳନ କାରଯାଇଛି । ଏହି ପରିପେକ୍ଷୀରେ ମିଳିତ ଶିକ୍ଷକ ଓ କର୍ମଚାରୀ ସଂଘ(ୟୁ.ଟି.ଆ) କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଛି । ଏହି ଉପଲକ୍ଷେ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ, ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ୫୦ ଜଣଙ୍କୁ ମିଳିଛି ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ। ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ…

ପାପର ପ୍ରାୟଶ୍ଚିତ ପାଇଁ ମହୋଦଧିରେ ସ୍ନାନ କଲେ କଂସ ମହାରାଜ, ମହାପ୍ରଭୁଙ୍କ କ୍ଷମା ମାଗିଲେ

ପୁରୀ: ସରିଲା ବିଶ୍ବ ପ୍ରସିଦ୍ଧ ବରଗଡର ଧନୁଯାତ୍ରା । କଂସ ବଧ ସହିତ ଶେଷ ହୋଇଛି ଧନୁଯାତ୍ରା । କଂସ ବଦ୍ଧ ପରେ ମଥୁରା ନଗରୀକୁ ଫେରିଛନ୍ତି କୃଷ୍ଣ ଓ ବଳରାମ । ସେପଟେ ଧନୁଯାତ୍ରା ସାରି ପୁରୀରେ ପହଞ୍ଚିଛନ୍ତି ମହାରାଜ କଂସ ଭୂମିକାରେ ଅଭିନୟ କରିବା ଥିବା ହୃଷିକେଶ ଭୋଇ । ଧନୁଯାତ୍ରାରେ…