Latest Odisha News

BREAKING NEWS

Browsing Category

ଓଡିଶା

Odisha

ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୁର୍ବୃତ୍ତଙ୍କ ଆତଙ୍କରାଜ୍, ପ୍ରଧାନ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ: ବିଦ୍ୟାଳୟ ଭିତରେ ପଶି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ । ଏଭଳି ଘଟଣା ଘଟିଛି ପୁରୀ ଅସ୍ତରଙ୍ଗ ସରିପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ । ଶିକ୍ଷକଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ମେଡିକାଲ ନିଆଯାଇଛି । ଅବସ୍ଥା ଗୁରୁତର ହେବାରୁ ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ…

ନିଜ କାର୍ଯ୍ୟକୁ ଫେରି ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ସରପଞ୍ଚ ଚାମେଲୀ ଓଝା

କେନ୍ଦ୍ରାପଡ଼ା: ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ। ଆଜି ସେ ନିଜ କାର୍ଯ୍ୟକୁ ଫେରିଛନ୍ତି। ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା ମଧ୍ୟ କରିଛନ୍ତି। ସୂଚନା ଅନୁସାରେ ଗୁରୁବାର ପୂର୍ବାହ୍ନରେ…

ପାଲ ହାଇଟ୍ସ ଛକରେ ହୁତୁହୁତୁ ହୋଇ ଜଳିଗଲା ଚଳନ୍ତା କାର୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍। ଅଳ୍ପକେ ବର୍ତ୍ତିଲା ବଡ଼ ଅଘଟଣ। ପାଲ ହାଇଟ୍ସ ଛକ ଉପରେ ଜଳିଗଲା କାର୍। ସେଭେନ ସିଟର୍ କାରରେ ହଠାତ୍ ନିଆଁ ଲାଗି ଯାଇଥିଲା। ଫଳରେ ଯାତ୍ରୀ ତୁରନ୍ତ କାର୍ ଛାଡି ପଳାଇଥିଲେ। ଦେଖୁ ଦେଖୁ ସମ୍ପୂର୍ଣ୍ଣ କାରଟି ନିଆଁରେ…

ଜାମୁକୋଳି ଖାଇବାକୁ ଯାଇ ଦୁଇ ଗଛ ମଝିରେ ଫସିଗଲେ ଶିଶୁ

ବଲାଙ୍ଗୀର: ଗଛ ଉପରେ ଚଢିବା ପଡିଲା ମହଙ୍ଗା। ଦୀର୍ଘ ୨ ଘଣ୍ଟା ଧରି ଗଛ ସନ୍ଦିରେ ଫସି ରହିଥିଲେ ଶିଶୁ। ଗଛକୁ କାଟି ଶିଶୁକୁ କରାଗଲା ଉଦ୍ଧାର। ଜାମୁ କୋଳି ଖାଇବାକୁ ଯାଇ ଗଛ ସନ୍ଧିରେ ୨ ଘଣ୍ଟା ଧରି ଫସିଗଲେ ୧୦ ବର୍ଷର ଶିଶୁ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ସଇଁତଳା ଥାନା…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ

ଭୁବନେଶ୍ଵର: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ବାଲି ମାଫିଆ ଓ ପ୍ରଶାସନ ମୁହାଁମୁହିଁ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟ, ଆଜି ରାଜନଗର ଅତିରିକ୍ତ ତହସିଲଦାର ଆଶିଷ କୁମାର ଜେନା ରୁଟିନ ଏନଫୋର୍ସମେଣ୍ଟ ସମୟରେ ଏକ ବାଲି ବୋଝଇ ହାଇୱାକୁ ଅଟକାଇବାକୁ ଚେଷ୍ଟା କରିଥିଲେ।…

ପାଠ୍ୟପୁସ୍ତକ ତ୍ରୁଟିରେ ବଡ଼ ଷଡ଼ଯନ୍ତ୍ର! ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲା କମିଟି

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲା କମିଟି। ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉନ୍ନୟନ କମିଶନରଙ୍କ ନେତୃତ୍ବାଧୀନ ଟିମ୍। ୭ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହି ପ୍ରସଙ୍ଗରେ…

ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା ଜାଣନ୍ତୁ

ଭୁବନେଶ୍ୱର: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ପିଏସି କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିଛି। ସେହିପରି ଜୟନାରାୟଣ ମିଶ୍ରଙ୍କୁ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ, ଝଡବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବର୍ଷା। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ବିଜୁଳି ଘଡଘଡି ନେଇ ପୁରା ରାଜ୍ୟକୁ ସତର୍କ ସୂଚନା ଜାରି ହୋଇଛି। ୯ ଜିଲ୍ଲାକୁ ଅରେଞ୍ଜ, ୨୧ ଜିଲ୍ଲାକୁ ୟେଲୋ…

ହଷ୍ଟେଲରେ ରୋଷେଇ ପାଇଁ ଲାଗିବ ପିଏନଜି

ଭୁବନେଶ୍ବର: ହଷ୍ଟେଲରେ ରୋଷେଇ ପାଇଁ ଲାଗିବ ପିଏନଜି। ଏନେଇ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ଜାରି ରହିଥିବା LPG ସଙ୍କଟ ଯୋଗୁଁ ବିଭାଗ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ହଷ୍ଟେଲରେ ରୋଷେଇ ଯେପରି ବାଧାପ୍ରାପ୍ତ ନହୁଏ ସେନେଇ…

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୮ ଦୋକାନ

ବଲାଙ୍ଗିର: ବଲାଙ୍ଗୀର ଜିଲ୍ଲାର ଗାନ୍ଧୀନଗର ପଡ଼ାରେ ଥିବା ମାର୍କେଟ କମ୍ପ୍ଲେକ୍ସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଯେଉଁଥିରେ ପ୍ରାୟ ୮ଟି ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ରିପୋର୍ଟ ଅନୁଯାୟୀ, ଜାତୀୟ ରାଜପଥ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମାର୍କେଟ କମ୍ପ୍ଲେକ୍ସରେ ଦୋକାନଗୁଡ଼ିକ ଥିଲା।…