Latest Odisha News

BREAKING NEWS

Browsing Category

ଓଡିଶା

Odisha

ରତ୍ନଭଣ୍ଡାର ଖୋଲିବା ମାମଲା, ପୁରୀ ଗଜପତି ମହାରାଜାଙ୍କ ସହ ୩ ଜଣଙ୍କୁ ହାଇକୋର୍ଟଙ୍କ ନୋଟିସ୍

କଟକ: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ହୋଇଥିବା ମାମଲାରେ ୪ ଜଣଙ୍କୁ ନୋଟିସ୍ କରିଛନ୍ତି କୋର୍ଟ । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ୩ ଜଣ ପ୍ରତିପକ୍ଷଙ୍କୁ ହାଇକୋର୍ଟ ନୋଟିସ୍ କରିଛନ୍ତି । ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା…

ଲାଞ୍ଚ ନେଉଥିଲେ ଆରଆଇ; ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ୱର: ଲାଞ୍ଚ ନେବାବେଳେ ଧରାପଡିଲେ ରାଜସ୍ୱ ନିରୀକ୍ଷକ । ୨୫ ହଜାର ଟଙ୍କା ପାଇଁ ଏବେ  ଭିଜିଲାନ୍ସ ଜାଲରେ ପଡିଛନ୍ତି ସରକାରୀ ବାବୁ । ଲାଞ୍ଚ ନେବାବେଳେ  ମାଲକାନଗିରି ତହସିଲ ସିନ୍ଦ୍ରୀମାଳ ଆରଆଇ ସୀମାଞ୍ଚଳ ସାହୁଙ୍କୁ ଧରିଛି ଭିଜିଲାନ୍ସ। ତାଙ୍କଠାରୁ ଲାଞ୍ଚ ଟଙ୍କା ମଧ୍ୟ ଜବତ କରିଛି ।…

ରାଜଧାନୀରୁ ଛାତ୍ର ନିଖୋଜ: ଗତକାଲିଠୁ ସ୍କୁଲ ଯାଇ ଘରକୁ ଫେରି ନାହାନ୍ତି

ଭବନେଶ୍ୱର: ରାଜଧାନରୁ ଛାତ୍ର ନିଖୋଜ । ୨ ନାବାଳକ ଛାତ୍ର ସ୍କୁଲ ଯାଇ ନିଖୋଜ ହାଇ ଯାଇଛନ୍ତି  । ଗତକାଲିଠାରୁ ସ୍କୁଲ ଯାଇ ଘରକୁ ଫେରି ନାହାନ୍ତି ଏହି ଦୁଇ ଛାତ୍ର । ପିଲାଙ୍କୁ ଖୋଜି ଆଣିବା ପାଇଁ ପରିବାର ଲାେକେ ଚନ୍ଦକା ଥାନାର ଦ୍ୱାରସ୍ଥ ହୋଇ ନେହୁରା ହୋଇଛନ୍ତି । ନିଖୋଜ ଛାତ୍ର…

ବୌଦ୍ଧରେ ବିଜେପି କର୍ମୀଙ୍କ ନାରା-‘ପାଣ୍ଡିଆନ୍ ଫେରିଯାଅ’

ବୌଦ୍ଧ: ପ୍ରଥମେ ଜଗତସିଂହପୁର, ତା ପରେ ସୁବର୍ଣ୍ଣପୁର ଏବଂ ଆଜି ବୌଦ୍ଧରେ ୫ଟି ସଚିବଙ୍କୁ ବିରୋଧ ।  ଭାରତୀୟ ଜନତା ପାର୍ଟି (ବିଜେପି) କାର୍ଯ୍ୟକର୍ତ୍ତାମାନେ ବୁଧବାର କଳା ପତାକା ପ୍ରଦର୍ଶନ କରି ୫ଟି ସଚିବଙ୍କ ବୌଦ୍ଧ ଗସ୍ତକୁ ବିରୋଧ କରିଛନ୍ତି । ଏଥିସହିତ  ବିଜେପି…

ଦୁଇ ବସ ମୁହାଁମୁହିଁ ଧକ୍କା; ଡ୍ରାଇଭରଙ୍କ ସମେତ ୧୬ ଆହତ

ବାଲେଶ୍ୱର: ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ ବସ ମୁହାଁମିହିଁ ଧକ୍କା । ଉଭୟ ଗାଡିର ଡ୍ରାଇଭର ଗୁରୁତର । ସୋମାନଙ୍କୁ ମିଶାଇ ମୋଟ ୧୬ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ଘଟିଛି  ବାଲେଶ୍ୱର ଜିଲ୍ଲା ଟାମୁଳିଆ ଓଭର ବ୍ରିଜ ଉପରେ  ।  ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର…

ଭୁବନେଶ୍ୱରର ବ୍ୟାବସାୟିକ ପ୍ରତିଷ୍ଠାନ ଉପରେ ଆଇଟି ରେଡ: ଜବତ ହେଲାଣି ୩୦ କୋଟି

ଭୁବନେଶ୍ୱର:  ଭୁବନେଶ୍ୱରରେ ଆଇଟ ରେଡ । ଭୁବନେଶ୍ୱରର  ଏକ ବ୍ୟାବସାୟିକ ପ୍ରତିଷ୍ଠାନ  ଡିଏନ୍ ହୋମ୍ସ ପ୍ରା.ଲି.ରେ ଆଇଟି ପକ୍ଷରୁ ଆଜି ସକାଳୁ ସକାଳୁ ଚଢଉ ହୋଇଛି । ପ୍ରାୟ ୨୦ରୁ ଅଧିକ ସ୍ଥାନରେ ରେଡ୍ କରୁଛି ଆଇଟି  । ଏହି ବ୍ୟାବସାୟିକ ପ୍ରତିଷ୍ଠାନ ରେଡ୍ ବିରୋଧରେ ଟିକସ ଫାଙ୍କିବା ଅଭିଯୋଗ…

ମାଟ୍ରିକ ସାର୍ଟିଫିକେଟ୍ ତ୍ରୁଟି ସଂଶୋଧନ ଲାଗି ସୁଯୋଗ, ଆଜିଠାରୁ ୧୪ ମଧ୍ୟରେ ହେବ ତ୍ରୁଟି ସଂଶୋଧନ

କଟକ: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାସ କରିଥିବା ସ୍କୁଲର କିଛି ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟରେ ତ୍ରୁଟି ଥିବା ଅଭିଯୋଗ ହୋଇଛି। ଏହାକୁ ନଜରରେ ରଖି ବୋର୍ଡ ପକ୍ଷରୁ ମାଟ୍ରିକ ସାର୍ଟିଫିକେଟ୍ ତ୍ରୁଟି ସଂଶୋଧନ ଲାଗି ସୁଯୋଗ ଦିଆଯାଇଛି। ଜୁଲାଇ ୫ ତାରିଖରୁ ୧୪ ତାରିଖ ମଧ୍ୟରେ ବୋର୍ଡ ଦ୍ୱାରା…

ଆଜି ଧବଳେଶ୍ୱରକୁ ଖୋଲିବ କଂକ୍ରିଟ୍ ସେତୁ, ଶ୍ରଦ୍ଧାଳୁଙ୍କୁ ଯାତାୟତ ପାଇଁ ଅନୁମତି

ଆଠଗଡ଼: ଓଡ଼ିଶା ପ୍ରସିଦ୍ଧ ଶୈବକ୍ଷେତ୍ର ଧବଳେଶ୍ୱର ପୀଠକୁ ଯାତାୟତ ପାଇଁ ଆଜି ଖୋଲୁଛି କଂକ୍ରିଟ୍ ସେତୁ। ଦୀର୍ଘ ମାସ ଧରି ଲାଗିରହିଥିବା ସମସ୍ୟାର ସ୍ଥାୟୀ ସମାଧାନ ହେବ। ଏଣିକି ପୀଠକୁ ଭକ୍ତମାନେ ନିର୍ଭୟରେ ଯାତାୟତ କରିପାରିବେ। ପ୍ରଥମେ ପୀଠକୁ ଯିବା ପାଇଁ ଝୁଲା ପୋଲ ଲଗାଯାଇଥିଲା। ଏହାର…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ଠିକ୍ ସମୟରେ ଦରମା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ଅବସର ପ୍ରାପ୍ତ କର୍ମଚାରୀମାନଙ୍କୁ ଠିକ ସମୟରେ ପେନସନ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯାଉ। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଆବଶ୍ୟକ କାଗଜ ପତ୍ର ପୂରଣରେ…