Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଥର ଅନୁଗୋଳରୁ ପ୍ରାର୍ଥୀ କିଏ ?

ଭୁବନେଶ୍ୱର: ବିଜେଡ଼ିର ଗଡ଼ ଅନୁଗୋଳ। ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ସରକାର ଆସିବା ପରଠାରୁ ହିଁ ଜିଲ୍ଲାରେ ବିଜେଡ଼ି ବାଜିମାତ କରି ଆସୁଛି। ୨୦୦୦ ଓ ୨୦୦୪ ମସିହା ନିର୍ବାଚନକୁ ବାଦ ଦେଲେ ଜିଲ୍ଲାର ୫ଟି ଯାକ ବିଧାନସଭା ଆସନ ଅନୁଗୋଳ, ଛେଣ୍ଡିପଦା, ଆଠମଲ୍ଲିକ, ପାଳଲହଡ଼ା ଓ ତାଳଚେରରେ…

ଧରା ପଡିଲେ ଜମତାରା ଗ୍ୟାଙ୍ଗ, ୪ ଅଭିଯୁକ୍ତଙ୍କୁ ଗିରଫ କଲା କେନ୍ଦୁଝର ପୋଲିସ

କେନ୍ଦୁଝର: କେନ୍ଦୁଝର ପୋଲିସର ବଡ ସଫଳତା । ସାଇବର କ୍ରାଇମ ପାଇଁ ବ୍ୟବହାର ହେଉଥିବା ନକଲି ୪ ହଜାର ସିମକାର୍ଡ଼ ବିକ୍ରି କରିଥିବା ୪ଜଣ ଅପରାଧୀଙ୍କୁ ଗିରଫ କରିଛି କେନ୍ଦୁଝର ଜିଲ୍ଲା ପୋଲିସ । ଏହି ୪ ହଜାରରୁ ଉର୍ଦ୍ଧ୍ଵ ନକଲି ସିମ୍ କାର୍ଡ଼ ଝାଡଖଣ୍ଡ, ବିହାର, ରାଜସ୍ଥାନ ଆଦି ରାଜ୍ୟର ସାଇବର୍…

ସାଧାରଣତନ୍ତ୍ର ଦିବସରେ ଦୁଇ ଓଡିଆଙ୍କୁ ମିଳିବ ରାଷ୍ଟ୍ରପତି ପୁରଷ୍କାର

ଭୁବନେଶ୍ଵର: ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଠତା ଏବଂ ସାହସିକତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଛି । ଗତକାଲି ୭୫ତମ ସାଧାରଣତନ୍ତ୍ର ଦିବସରେ ସେମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ପୋଲିସ, ଅଗ୍ନିଶମ,…

ଆସନ୍ତାକାଲିଠୁ ପାଗ ବଦଳିବ, ୩୧ ଯାଏଁ ରାଜ୍ୟରେ ଜାରି ରହିବ କୋହଲା ପାଗ ସାଙ୍ଗକୁ ଥଣ୍ଡା ପବନ

ଭୁବନେଶ୍ବର: ରାଜ୍ୟରେ ଏବେ ବର୍ଷା ସାଙ୍ଗକୁ ଲାଗି ରହିଛି କୋହଲା ପାଗ । ଯାହାଫଳରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ବର୍ତ୍ତମାନ ସମୟରେ ପଶ୍ଚିମ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଶୀତରେ ଥରୁଛି ଦକ୍ଷିଣ ଓଡ଼ିଶା । ଉପକୂଳ ଓଡ଼ିଶାରେ ସ୍ଥାନେ ସ୍ଥାନେ ବର୍ଷା ସାଙ୍ଗକୁ…

ନବରଙ୍ଗପୁରରେ ‘ନୂଆ-ଓ ‘କାର୍ଯ୍ୟକ୍ରମ, ଭିଡିଓ କନଫରେନ୍ସିଂରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର: ନବରଙ୍ଗପୁର ଠାରେ ନୂଆ-ଓ ଫେଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମଣ୍ଡେଇ ପଡିଆ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣେଇଥିଲେ ।…

ପୌଷ ପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହେବ ତୀର୍ଥରାଜ ମହୋଦଧିଙ୍କ ୧୮ ତମ ସନ୍ଧ୍ୟା ଆଳତୀ

ପୁରୀ: ଆଜି ତୀର୍ଥରାଜ ମହୋଦଧିଙ୍କ ସନ୍ଧ୍ୟା ଆଳତୀର ୧୮ତମ ବାର୍ଷିକ ଉତ୍ସବ ପୁରୀ ସ୍ବର୍ଗଦ୍ବାର ବେଳାଭୂମି ଠାରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହେବ | ପୌଷପୂର୍ଣ୍ଣିମା ଅବସରରେ ମହୋଦଧି ଆଳତୀର ୧୮ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯିବାକୁ ଥିବାବେଳେ ପୁରୀ ସ୍ୱର୍ଗଦ୍ୱାର ସମ୍ମୁଖ…

ଶ୍ରୀମନ୍ଦିରରେ ପୌଷପୂର୍ଣ୍ଣିମା: ରାଜରାଜେଶ୍ଵର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବା ସହ ରତ୍ନସିଂହାସନରେ ଶ୍ରୀଜୀଉମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ବିଭୂଷିତ ହେବେ। ପୂର୍ବଦିନରୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ…

ସମଲେଇ ପ୍ରକଳ୍ପ ଲୋକାର୍ପଣ: ୨୭ରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: ଆସନ୍ତା ୨୭ତାରିଖରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସେଦିନ ଚତୁର୍ଥ ଶନିବାର ଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ଥିବା ବେଳେ ସମସ୍ତ ଶିକ୍ଷାନୁଷ୍ଠାକୁ ବନ୍ଦ ଘୋଷାଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀ…

ଫେବୃଆରୀ ୧୬ରୁ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶ

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ତିନିଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀ ସଂପଦ ସମାବେଶ।ଜନତା ମଇଦାନଠାରେ ଚାଲିବ ଏହି ସମାବେଶ। ଏହା ପୂର୍ବରୁ ମତ୍ସ୍ୟ ଓ ପ୍ରାଣୀସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

5T ସ୍କୁଲ ରୂପାନ୍ତରଣ: ୨୮୬ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୮୬ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି । ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁରରରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ଖୋର୍ଦ୍ଧା…