Latest Odisha News
Browsing Category

ଓଡିଶା

Odisha

୭ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ଵ…

ଭୁବନେଶ୍ୱର: ଓଡ଼ିଶା ସରକାର ୭ ଜଣ ଓଏଏସ ଅଧିକାରୀଙ୍କୁ ବ୍ଲକ ଉନ୍ନୟନ ଅଧିକାରୀ (ବିଡ଼ିଓ) ଭାବରେ ନିଯୁକ୍ତି ଦିଆଯାଇଥିବା ନେଇ ଓଡ଼ିଶା ସରକାର ସୂଚନା ଦେଇଛନ୍ତି। ଏଥିସହିତ ଅନ୍ୟ ତିନି ଜଣଙ୍କୁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା (R&DM) ବିଭାଗକୁ ଫେରାଇ ଆଣିଥିବା ନେଇ ମଧ୍ୟ ସୂଚନା…

କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ; ସମ୍ପତ୍ତି ବିବରଣୀ ନଦେଲେ ହେବନି ପଦୋନ୍ନତି…

ଭୁବନେଶ୍ୱର: ରାଜ୍ୟ କର୍ମଚାରୀଙ୍କ ପଦୋନ୍ନତି ପାଇଁ ସେମାନଙ୍କର ବାର୍ଷିକ ସମ୍ପତ୍ତିର ବିବରଣୀ ଦାଖଲ କରିବାକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ବାରମ୍ବାର ମନେ ପକାଇବା ସତ୍ତ୍ୱେ ମଧ୍ୟ ନିର୍ଦ୍ଦେଶ ପାଳନ କରାଯାଉନଥିବାରୁ ସରକାର ଏହି ନିଷ୍ପତ୍ତି ନେଇଥିବା…

Odisha Industry Conclave 2025: ଓଡ଼ିଶା ହେବ ପୂର୍ବ ଭାରତର MSME ଗେଟ ୱେ: ମୋହନ ମାଝୀ

ଭୁବନେଶ୍ୱର: ଆଜି ସ୍ଥାନୀୟ ରେଳ ସଦନ ଠାରେ ଲଘୁ ଉଦ୍ୟୋଗ ଭାରତୀ ଓଡ଼ିଶା ଦ୍ୱାରା ଆୟୋଜିତ ଓଡିଶା ଶିଳ୍ପ ସମ୍ମିଳନୀ : ୨୦୨୫ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ସେ କହିଥିଲେ ଯେ ଏହି ସମାବେଶ ଆମର MSME କ୍ଷେତ୍ରରେ ଔଦ୍ୟୋଗୀକତା ନବସୃଜନକୁ (…

Barabati T20: କାଲିଠୁ ବାରବାଟୀ ପାଇଁ ଅନଲାଇନ୍ ଟିକେଟ ବିକ୍ରି; ଏତିକି ଟଙ୍କାରେ ମିଳିବ ଟିକେଟ…

କଟକ: ଆସନ୍ତା ଡ଼ିସେମ୍ବର ୯ ତାରିଖରେ ଆନ୍ତର୍ଜାତୀୟ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚ୍ ।ଏ ନେଇ ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଡିସେମ୍ବର ୧ ତାରିଖରେ ଅନଲାଇନରେ ଆରମ୍ଭ ହେବ ଟିକେଟ…

ରାଉରକେଲାରେ ଅନଲାଇନ ଫ୍ରଡ୍ ଗ୍ୟାଙ୍ଗର ପର୍ଦ୍ଦାଫାସ; ୪ ଗିରଫ

ରାଉରକେଲା: ବିଭିନ୍ନ ରାଜ୍ୟରେ ସକ୍ରିୟ ଥିବା  ଅନଲାଇନ୍ ଠକମାନଙ୍କୁ ବ୍ୟାଙ୍କ ଆକାଉଣ୍ଟ ବିକ୍ରୟ କରିବା ଅଭିଯୋଗରେ ରବିବାର ରାଉରକେଲା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କ ମଧ୍ୟରେ ତିନି ଜଣ ବ୍ୟାଙ୍କ କର୍ମଚାରୀ ଥିବା ନେଇ ମଧ୍ୟ ସୂଚନା ମିଳିଛି। ସେମାନଙ୍କ ସ୍ମାର୍ଟ ଫୋନରୁ…

ବାରବାଟୀ T-20 ମ୍ୟାଚ୍ ପାଇଁ କାଲିଠୁ ଅନଲାଇନ୍ ଟିକେଟ୍ ବିକ୍ରି, ମହାପ୍ରଭୁଙ୍କୁ ପ୍ରଥମ ଟିକେଟ ଲାଗି

ପୁରୀ: କଟକର ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯିବ। ଏହା ପୂର୍ବରୁ ମ୍ୟାଚ୍ ପାଇଁ ରବିବାର ପ୍ରଥମ ଟିକେଟ ପ୍ରଭୁ ଜଗନ୍ନାଥଙ୍କୁ ଦିଆଯାଇଥିଲା। ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ସମ୍ପାଦକ ସଞ୍ଜୟ ବେହେରା ପ୍ରଭୁ ଜଗନ୍ନାଥଙ୍କ…

Homeless families: ଯୋଗ୍ୟ ଭୂମିହୀନଙ୍କୁ ଘର ଦିଅ…ଜିଲ୍ଲାପାଳମାନଙ୍କୁ କଡ଼ା ନିର୍ଦ୍ଦେଶନାମା

ଭୁବନେଶ୍ବର: ଯୋଗ୍ୟ ଭୂମିହୀନ ପରିବାରକୁ ତୁରନ୍ତ ଘର ବଣ୍ଟନ ପାଇଁ ନିର୍ଦ୍ଦେଶ। ଏ ନେଇ ଜିଲ୍ଲାପାଳମାନଙ୍କୁ ରାଜ୍ୟ ପଞ୍ଚାୟତିରାଜ ବିଭାଗର କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି। ଭୂମିହୀନ ସମସ୍ୟାର ସମାଧାନ ପାଇଁ ପ୍ରତି ମାସର ପ୍ରଥମ ଶନିବାର ବିଡିଓ ଏବଂ ସମ୍ପୃକ୍ତ ତହସିଲଦାରଙ୍କ ସହିତ ଏକ…

ଭୁବନେଶ୍ୱର ସ୍କୁଲ ନିକଟରେ ବିସ୍ଫୋରଣ; ବନ୍ଧା ହେଲେ ୫

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର କେନ୍ଦ୍ରୀୟ ବିଦ୍ୟାଳୟ-୩ (କେଭି-୩) ନିକଟରେ ଗୁରୁବାର ସକାଳେ ଘଟିଥିବା ବୋମା ବିସ୍ଫୋରଣ ଘଟଣାରେ ମଞ୍ଚେଶ୍ୱର ପୋଲିସ ରବିବାର ୫ ଜଣଙ୍କୁ ଅଟକ ରଖିଛି। ସୂଚନା ଅନୁଯାୟୀ, ସିସିଟିଭି ଫୁଟେଜ୍ ଏବଂ କିଛି ବାସିନ୍ଦାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା…

Nandankanan Zoological Park: ଗୁଜୁରାଟରୁ ନନ୍ଦନକାନନ ଆସିବେ ନୂଆ ଅତିଥି

ଭୁବନେଶ୍ବର:ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଗୁଜରାଟର ସୁରଟସ୍ଥିତ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଚିଡ଼ିଆଖାନା ମଧ୍ୟରେ ଜୀବଜନ୍ତୁ ଅଦଳବଦଳ ହେବ। ନନ୍ଦନକାନନର ଦୁଇ ଜଣିଆ ଟିମ୍ ସୁରଟ ଯାତ୍ରା କରିଛନ୍ତି। ସେଠାକାର ଅଧିକାରୀଙ୍କ ସହ ଜନ୍ତୁ ଧରି…

ଶ୍ରୀମନ୍ଦିରକୁ ନେଇ ବିବାଦୀୟ ମନ୍ତବ୍ୟ; ଶୁଭଙ୍କର ମିଶ୍ରଙ୍କ ବିରୋଧରେ ଏତଲା

ଭୁବନେଶ୍ବର: କୋଟି ଓଡ଼ିଆଙ୍କ ମଉଡ଼ମଣୀ ଓ ଆରାଧ୍ୟ ଦେବତା ହେଉଛନ୍ତି ପ୍ରଭୁ ଶ୍ରୀ ଜଗନ୍ନାଥ। ଆଉ ସେହି ମହାବାହୁଙ୍କ ଶ୍ରୀମନ୍ଦିରକୁ ନେଇ ସୋସିଆଲ୍ ମିଡିଆରେ ଭୁଲ୍ ତଥ୍ୟ ଉପସ୍ଥାପନ କରି ବିବାଦକୁ ଆସିଛନ୍ତି ସାମ୍ବାଦିକରୁ ୟୁଟ୍ୟୁବର ପାଲଟିଥିବା ଶୁଭଙ୍କର ମିଶ୍ର। ସିଂହଦ୍ବାର ଥାନାରେ ଏତାଲା…