Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରୟାସକାନ୍ତି ସାମଲଙ୍କୁ ଇଡିର ଜେରା, ଡାଟା ଡିଲିଟ୍ କରିଥିବାରୁ ଗିରଫ ସମ୍ଭାବନା

ଭୁବନେଶ୍ୱର: ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଭଣ୍ଡାରିପୋଖରୀର ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପଚରାଉଚରା କରିଛି। ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରୟାସକାନ୍ତି ଇଡି…

ଆଜିଠୁ ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପଞ୍ଜୀକରଣର ଶୁଭାରମ୍ଭ, ଅଗଷ୍ଟ ୧୫ରେ ଛାତ୍ରଛାତ୍ରୀ ପାଇବେ ମ୍ୟାଜିକ କାର୍ଡ

ଭୁବନେଶ୍ବର: ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ଛାତ୍ରଛାତ୍ରୀଙ୍କ ନାମ ପଞ୍ଜୀକରଣ। ଆସନ୍ତା ଅଗଷ୍ଟ ୧୫ ତାରିଖରେ ଛାତ୍ରଛାତ୍ରୀଙ୍କୁ ଏହି ମ୍ୟାଜିକ କାର୍ଡ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ…

ବିଜେଡିର ନାଗରିକ କୈନ୍ଦ୍ରିକ ୱେବସାଇଟ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ନୂତନ ଭାବେ ପ୍ରସ୍ତୁତ ନାଗରିକ କୈନ୍ଦ୍ରିକ ୱେବସାଇଟ୍‌କୁ ଉନ୍ମୋଚନ କରିଛନ୍ତି । ଏହି ୱେବସାଇଟରେ ମହିଳା ସଶକ୍ତୀକରଣ, ଅନ୍ତର୍ଭୁକ୍ତି ବିକାଶ, ଆଦିବାସୀ କଲ୍ୟାଣ, ଯୁବ ଓ କ୍ରୀଡ଼ା,…

୧୯,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଲୋକାର୍ପଣ କଲେ ମୋଦି

ଭୁବନେଶ୍ୱର: ପାଖେଇ ଆସିଲାଣି ନିର୍ବାଚନ। ସମସ୍ତ ରାଜନୈତିକ ଦଳ ମଧ୍ୟରେ ଚାଲିଛି ଜୋରଦାର ପ୍ରଚାର ପ୍ରସାର। ହେଲେ ନିର୍ବାଚନ ପୂର୍ବରୁ ଓଡ଼ିଶାକୁ ୧୯,୬୦୦ କୋଟିରୁ ଅଧିକ ଟଙ୍କାର ଉପହାର ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆୟୋଜିତ କାର୍ଯ୍ୟକ୍ରମରେ ସମ୍ବୋଧନ କରି ମାନ୍ୟବର…

୫ ଲକ୍ଷ ଦେଲେ ୨୦ ଲକ୍ଷ ମିଳିବ କହି ବାଲି ବାକ୍ସ ଧରାଇ ଦେଲା ଠକ

ଭଦ୍ରକ: ୫ଲକ୍ଷ ଟଙ୍କା ନେଇ ପଇସା ବାକ୍ସ ବଦଳରେ ବାଲି ଓ ଗୋଡ଼ି ଥିବା ବାକ୍ସ ଧରାଇ ଦେଲା ଠକ। ଏପରି ଲୋଭନୀୟ ଅଫର ଦେଖାଇ ଜଣେ ବ୍ୟକ୍ତିଙ୍କୁ ଚୁନ ମାରିଦେଲା ଠକ। ଏପରି ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ। ଏହି ଘଟଣାରେ ୨ଜଣ ଲୁଟେରାଙ୍କୁ ଗିରଫ କରିଛି ପୋଲିସ। ଅଭିଯୋଗ ଅନୁସାରେ, ଗତ ଫେବ୍ରୁଆରୀ…

ମୋଦୀଙ୍କ ଗ୍ୟାରେଣ୍ଟି ସମାବେଶ, ‘ଅବକି ବାର୍ ୪୦୦ ପାର‘

ଯାଜପୁର: ଚଣ୍ଡିଖୋଲରେ ମୋଦୀ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜୟ ଜଗନ୍ନାଥ, ଜୟ ମା’ ବିରଜା,ଜୟ ଶ୍ରୀରାମ କହି ଅଭିଭାଷଣ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ମଂଚରେ ମୋଦି କହିଛନ୍ତି, ଆଜି ଦେଶ ପାଇଁ ଜୀବନ ସମର୍ପିତ କରିଥିବା ବିଜୁ ପଟ୍ଟନାୟକଙ୍କ…

ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଚଣ୍ଡିଖୋଲ ସମାବେଶରେ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି ଭାରତୀୟ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ । ମିଡିଆ ସେଲ ଚେୟାରମ୍ୟାନ ଏଆଇସିସି ପବନ ଖେରା ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ । ଓଡ଼ିଶା ଆସି ପ୍ରଶ୍ନର ଉତ୍ତର ଦିଅନ୍ତୁ ମୋଦୀ । ମୋଦୀଙ୍କ ସରକାରକୁ ୧୦ ବର୍ଷ,…

୧୪୮ କେଜି ଗଞ୍ଜେଇ ଜବତ, ୩ ଗିରଫ

ଭୁବନେଶ୍ବର: ବିହାରରେ ମଦ ବ୍ୟାନ୍ ପରେ ବିହାରୀଙ୍କ ପସନ୍ଦ ପାଲଟିଛି ଓଡ଼ିଶା ଗଞ୍ଜେଇ । ବିହାରରେ ବଢ଼ିଛି ଗଞ୍ଜେଇ ଚାହିଦା । ଭୁବନେଶ୍ବରରୁ ଧରାହେଲା ୧୪୮ କେଜି ଗଞ୍ଜେଇ ଭର୍ତ୍ତି ଟ୍ରକ୍ । ବ୍ୟାଟେରୀ ଚାଲାଣ ଗାଡ଼ି ଭିତରୁ ଏହାକୁ ଜବତ କରିଛି ଏସଟିଏଫ। ଗଞ୍ଜେଇ ଚୋରା ଚାଲାଣକାରି ବିହାରକୁ…

ଜନସାଧାରଣଙ୍କ ଟଙ୍କାରେ ନିର୍ମିତ ହେଲା ମନ୍ଦିର, କିନ୍ତୁ ବାହା ବାହା ନେଉଛନ୍ତି ରାଜ୍ୟସରକାର

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ବ୍ଲକର ସେଁପୂର୍ ପଞ୍ଚାୟତର ସେଁପୂର୍ ଗ୍ରାମରେ ରାଧାକୃଷ୍ଣ ମନ୍ଦିର ନିର୍ମାଣ ପାଇଁ ସରପଞ୍ଚ ଠାରୁ ଆରମ୍ଭ କରି ବିଡ଼ିଓ ପର୍ଯ୍ୟନ୍ତ ସମସ୍ତଙ୍କୁ ଲିଖିତ ଅନୁରୋଧ କରିଥିଲେ । ହେଲେ ପ୍ରଶାସନ କେହି ମଧ୍ୟ ମନ୍ଦିର ନିର୍ମାଣ ପାଇଁ କର୍ଣ୍ଣପାତ କଲେ…