Latest Odisha News

BREAKING NEWS

Browsing Category

ଓଡିଶା

Odisha

ଝାରପଡ଼ା ଗୁଳିମାଡ଼ ଘଟଣା: ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ ପ୍ରଭାତ ମାର୍ଥା

ଭୁବନେଶ୍ୱର: ଝାରପଡ଼ାରେ ଗାଡ଼ି ସାଇଡ଼୍ ମରା ଘଟ଼ଣାକୁ ନେଇ ହୋଇଥିବା ଗୁଳିମାଡ଼ ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଭାତ ମାର୍ଥା ଗିରଫ । ଅଭିଯୁକ୍ତ ପ୍ରଭାତ ମାର୍ଥା ସହ ଅନ୍ୟ ଏକ ସହଯୋଗୀକୁ ଗିରଫ କରିଛି ପୋଲିସ । ପୂର୍ବରୁ ପୋଲିସ ୨ଜଣଙ୍କୁ ଗିରଫ କରିଥିଲା । ଏହି ଦୁଇ ଜଣଙ୍କୁ ମିଶାଇ ଏପର୍ଯ୍ୟନ୍ତ ମୋଟ…

ଆସନ୍ତା ତିନି ଘଣ୍ଟା ପାଇଁ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭବନେଶ୍ୱର: ଆସନ୍ତା ତିନି ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ସମୟ ଭିତରେ  ରାଜ୍ୟର ୧୧ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି   । ଏହି ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦ୍ରାପଡା,ଜଗତସିଂହପୁର …

ଆକାଶଛୁଆଁ ପରିବା ଦର, ୫୦୦ ଟଙ୍କାରେ ବି ପୁରୁନି ବ୍ୟାଗ୍

ଭୁବନେଶ୍ୱର: ବଜାରରେ ହୁ ହୁ ହୋଇ ବଢ଼ି ଚାଲିଛି ପନିପରିବା ଦର । କାଲି ଯେଉଁଠି ୮୦ରୁ ଶହେ ଟଙ୍କା ଭିତରେ ଟମାଟୋ ବିକ୍ରି ହେଉଥିଲା, ସ୍ଥାନେ ସ୍ଥାନେ ଆଜି ତାହା ୧୨୦ ଛୁଇଁଛି । ଗ୍ରାହକଙ୍କ ପକେଟକୁ ମଧ୍ୟ ବାଧୁଛି ପରିବା ଦରବୃଦ୍ଧି । ଟଙ୍କା ସରୁଛି ସତ ହେଲେ ପରିବା ବ୍ୟାଗ୍‌ ପୁରୁନି । ସେପଟେ…

ଲାଲଗଡ଼ରେ ଲାଲବାହିନୀର ଲଙ୍କାକାଣ୍ଡ : ଜାଳିଦେଲେ ୯ଟି ମେସିନ

ରାୟଗଡ଼ା : ଗତ କିଛିଦିନର ବ୍ୟବଧାନ ପରେ ପୁଣି ସକ୍ରିୟ ହୋଇ ଉଠିଛି ଲାଲବାହିନୀ । ଲାଲଗଡ଼ରେ ପୁଣି ଆତଙ୍କ ଖେଳାଇଲା ଲାଲବାହିନୀର ଲଙ୍କାକାଣ୍ଡ । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଦେଓକୁପୁଲି ଛକ ନିକଟରେ ଥିବା କ୍ରସରରେ ଆତଙ୍କ ଖେଳାଇଛନ୍ତି ଲାଲବାହିନୀ । କ୍ରସରରେ ଥିବା ମୋଟ ୯ଟି ମେସିନ…

ଆଜି ରସଗୋଲା ଦିବସ : ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

ଭୁବନେଶ୍ୱର : ଆଜି ରସଗୋଲା ଦିବସ । ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ ଗୁରୁତ୍ୱ ରହିଛି । ରଥଯାତ୍ରା ସମୟରେ ଅଭିମାନିନୀ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଜଗନ୍ନାଥ ରସଗୋଲା ଖୋଇବା ବିଧି ହେଉଛି ବଡ଼ଦେଉଳର ୬୦୦ରୁ ଅଧିକ ବର୍ଷର ପୁରୁଣା ବିଧି । ସେଥିପାଇଁ ପ୍ରତିବର୍ଷ ନୀଳାଦ୍ରିବିଜେ ଦିନକୁ…

ଆଜି ନୀଳାଦ୍ରିବିଜେ: କ’ଣ ଏହି ପରମ୍ପରା ଜାଣନ୍ତୁ…

ପୁରୀ: ଆଜି ଶ୍ରୀଜିଉଙ୍କ ନୀଳାଦ୍ରିବିଜେ। ଏହାପରେ ରତ୍ନସିଂହାସନକୁ ଫେରିଯିବା ସହିତ ସହିତ ଶେଷ ହୋଇଯିବ ରଥଯାତ୍ରା। ତେବେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବା ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ମା'ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବାକୁ ହେବ। ଦେବୀ ଲକ୍ଷ୍ମୀ ତାଙ୍କୁ ଭିତରକୁ ଛାଡ଼ିବେ…

ଟ୍ରକକୁ ଧକ୍କା ଦେଲା ଓଏସଆରଟିସି ବସ୍: ୮ ଆହତ, ୩ ଗୁରୁତର

କୁଚିଣ୍ଡା: ରାତି ବେଳେ ପୁଣି ବସ ଦୁର୍ଘଟଣାର ଶିକାର। କେନ୍ଦୁଝରରୁ ବଲାଙ୍ଗୀର ଯାଉଥିବା ଯାତ୍ରୀବାହୀ ବସ ଦୁର୍ଘଟଣାର ଶିକାର ହୋଇଛି। ରାସ୍ତା କଡରେ ଟ୍ରକଟି ଛିଡା ହୋଇଥିବା ବେଳେ ବସଟି ପିଟି ହୋଇଯାଇଥିଲା। ତେଣୁ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଅନ୍ତର୍ଗତ ବାଇପାସ…

ବାହନାଗା ଦୁର୍ଘଟଣା: ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକ ଅର୍ଚ୍ଚନା ଯୋଶୀଙ୍କୁ ହଟାଇଲା କେନ୍ଦ୍ର

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଘଟିଥିହା ଲୋମହର୍ଷଣକାରୀ ଟ୍ରେନ୍ ଦୁର୍ଘଟଣାକୁ ମାସେ ପୂରିବାରୁ ଗୋଟିଏ ଦିନ ବାକି ରହିଛି। ଏହା ପୂର୍ବରୁ ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକ ଅର୍ଚ୍ଚନା ଯୋଶୀଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ଭାରତୀୟ ରେଳବାଇ ପକ୍ଷରୁ ଜାରି ବିଜ୍ଞପ୍ତିରେ…

ତିନି ରଥରେ ଲାଗିହେଲା ଅଧରପଣା, ଆଜି ନିଳାଦ୍ରୀ ବିଜେ

ପୁରୀ: ରଥଯାତ୍ରା ସହିତ ଜଡିତ ଆକର୍ଷଣୀୟ ରୀତିନୀତି ଗୁଡିକ ମଧ୍ୟରେ ରହିଛି 'ଅଧର ପଣା'। ଶୁକ୍ରବାର  ସିଂହଦ୍ୱାର ନିକଟରେ ଛିଡା ହୋଇଥିବା ତିନି ରଥରେ ଏହି ଅଧରପଣା ନୀତି ପାଳନ କରାଯାଇଛି। ଏହି ଅନନ୍ୟ ବିଧି ଆଷାଢ଼ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିରେ, ନୀଳାଦ୍ରି ବିଜେ ପୂର୍ବରୁ ଓ ସୁନାବେଶ ପରେ…

ଓଡ଼ିଶାକୁ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ଅନୁଦାନ ପଠାଇଲା କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାର ୧୯ଟି ରାଜ୍ୟ ସରକାରଙ୍କୁ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସଡିଆରଏଫ୍) ଅନ୍ତର୍ଗତ ୬,୧୯୪.୪୦ କୋଟି ଟଙ୍କା ପ୍ରଦାନ କରିବାକୁ ଅନୁମୋଦନ ଦେଇଛନ୍ତି। ଏହି ରାଶିରେ ୧ ହଜାର ୨୦୯ କୋଟି ଟଙ୍କା ସାମିଲ ରହିଛି। ଛତିଶଗଡ଼,…