Latest Odisha News

BREAKING NEWS

Browsing Category

ଓଡିଶା

Odisha

କାଳ ସାଜିଲା ଘନ କୁହୁଡି, ଅକାଳରେ ଚାଲିଗଲା ୫ ଜୀବନ

ବ୍ରହ୍ମପୁର: କାଳ ସାଜିଲା ଘନ କୁହୁଡି । ଜିଲ୍ଲା ସୋରଡା ଥାନା ବରାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅକାଳରେ ଚାଲିଗଲା ୫ଜଣଙ୍କ ଜୀବନ । ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସୋରଡା ଡାକ୍ତରଖାନାରେ…

ଜାନୁଆରୀ ୨୨: କେନ୍ଦ୍ର ପରେ ରାଜ୍ୟ ଅଧା ଦିନ ଛୁଟି ଘୋଷଣା କଲା

ଭୁବନେଶ୍ୱର: ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନ ହେବାକୁ ଥିବା ବେଳେ ଓଡ଼ିଶା ସରକାର ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଅଧା ଦିନଛୁଟି ଘୋଷଣା କରିଛନ୍ତି। ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରଙ୍କ ଅତିରିକ୍ତ…

କୋଚିଂ ସେଣ୍ଟରର ମନମାନି ଉପରେ ଲାଗିବ ରୋକ୍, କେନ୍ଦ୍ରର ମାର୍ଗଦର୍ଶିକାକୁ ସବୁଠି ସ୍ବାଗତ

ଭୁବନେଶ୍ବର: କୋଚିଂ ସେଣ୍ଟରରେ ୧୬ ବର୍ଷରୁ କମ୍ ପିଲାଙ୍କ ନାମଲେଖା ଉପରେ କେନ୍ଦ୍ର ସରକାରଙ୍କ କଟକଣାକୁ ଅଭିଭାବକମାନେ ସ୍ୱାଗତ କରିଛନ୍ତି। ଓଡ଼ିଶା ଅଭିଭାବକ ମହାସଂଘର ସଭାପତି ବାସୁଦେବ ଭଟ୍ଟ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି କହିଛନ୍ତି ଯେ କୋଚିଂ ସେଣ୍ଟର ନିୟନ୍ତ୍ରଣ ପାଇଁ ଶିକ୍ଷା…

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ, ଖଣ୍ଡନ କଲା ଓସେପା

ଭୁବନେଶ୍ୱର: କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ କମ୍ପ୍ୟୁଟର ଭିତ୍ତିକ ପରୀକ୍ଷା (ସିବିଟି)ରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବହୁ ସଂଖ୍ୟକ ପରୀକ୍ଷାର୍ଥୀ ଗୁରୁବାର ଭୁବନେଶ୍ୱରସ୍ଥିତ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) କାର୍ଯ୍ୟାଳୟ ସମ୍ମୁଖରେ…

ଶିକ୍ଷା ବ୍ୟବସ୍ଥାକୁ ଘରୋଇକରଣ କରି ଛାତ୍ରଛାତ୍ରୀଙ୍କୁ ଶୋଷଣ କରୁଛି ବିଜେଡି ସରକାର: ବିଜେପି

ଭୁବନେଶ୍ୱର: ସରକାରୀ ବୈଷୟିକ ମହାବିଦ୍ୟାଳୟକୁ ଘରୋଇକରଣ କରିବା ପ୍ରସଙ୍ଗ ରେ ଆଜି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ମୁଖ୍ୟ ସଚେତକ ମୋହନ ମାଝୀ କହିଛନ୍ତି ଯେ, ସରକାରୀ ବୈଷୟିକ ମହାବିଦ୍ୟାଳୟକୁ ଘରୋଇକରଣ…

ଆହୁରି ସହଜ ହେବ ଜଗା ଦର୍ଶନ, ପୁରୀକୁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ ସେବା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟରେ ଆରମ୍ଭ ହେଲା ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ । ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବସ୍ ଗୁଡିକ ଜିଲ୍ଲା ସଦରମହକୁମା ରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମା’ ମାନଙ୍କ…

ଏପ୍ରିଲ ୩୦ ସୁଦ୍ଧା ସରିବ ଶ୍ରୀମନ୍ଦିର ନାଟ ମଣ୍ଡପ ମରାମତି କାମ

କଟକ: ଆସନ୍ତା ଏପ୍ରିଲ ୩୦ ସୁଦ୍ଧା ଶେଷ ହେବ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ମରାମତି କାର୍ଯ୍ୟ । ଏନେଇ ଆଜି ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି ଆମିକସ୍‌‌ କ୍ୟୁରି ଏନ୍‌‌.କେ ମହାନ୍ତି । ୧୦ ତାରିଖରେ ବିମ୍‌ ଡିଜାଇନ୍‌ ଚୂଡ଼ାନ୍ତ ହୋଇଥିବା ଆମିକସ୍‌ କ୍ୟୁରି ହାଇକୋର୍ଟଙ୍କୁ ଜଣାଇଛନ୍ତି ।…

ଧରାପଡିଲେ ଆପାର୍ଟମେଣ୍ଟ ଲୁଟେରା, ୨ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ଵର: କମିଶନରେଟ ପୋଲିସକୁ ମିଳିଲା ବଡ ସଫଳତା । ପୋଲିସର ନିଦ ହଜାଇଥିବା ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ୬ ରାଜ୍ୟରେ ଏମାନେ ଥିଲେ ମୋଷ୍ଟ ୱାଣ୍ଟେଡ୍‌ ଲୁଟେରା ‌। ଗୁଜରାଟ, ଓଡ଼ିଶା, ୟୁପି, ଆନ୍ଧ୍ରପ୍ରଦେଶ, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ ଅଞ୍ଚଳରେ…

ଶୌଚ ହେବାକୁ ନଦୀକୁ ଯାଇଥିବାବେଳେ ଦଳିଦେଲା ଦନ୍ତା, ଜଣେ ମୃତ

ଯାଜପୁର: ଯାଜପୁର ଜିଲ୍ଲା କୋରାଇ ବ୍ଲକ ତଣ୍ଡରା ଗ୍ରାମରେ  ହାତୀ ଆତଙ୍କ । ଶୌଚ ହେବାକୁ ନଦୀକୁ ଯାଉଥିବା ବେଳେ ଦନ୍ତା ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି l ମୃତ ବ୍ୟକ୍ତି ଜଣଙ୍କ ହେଲେ ଉପେନ୍ଦ୍ର କର । ସୂଚନା ମୁତାବକ, ଆଜି ସକାଳେ ଉପେନ୍ଦ୍ର ଶୌଚ ହେବାକୁ ଯାଉଥିବା ଏକ…

କୂଅରୁ ଦୁଇ ଶିଶୁଙ୍କ ମୃତଦେହ ଉଦ୍ଧାର ଘଟଣା: ନିଜେ ମାରିଦେଇଥିବା ସ୍ବିକାର କଲା ମା’

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବସଲା ପଞ୍ଚାୟତ ମୁଣ୍ଡାଢ଼ିପ ସାହିରେ କୁଅ ରୁ ଯାଆଁଳା ଶିଶୁ ଉଦ୍ଧାର ଘଟଣା । ଦୁଇ ଶିଶୁଙ୍କୁ ନିଜେ ମାଆ ହିଁ ମାରିଥିବା ପୋଲିସ ଆଗରେ ସ୍ବୀକାର କଲେ ମହିଳା । ମା’କୁ ଥାନାରେ ଅଟକ ରଖିଛି ପୋଲିସ । ଗତକାଲି ଘର ପଛପଟ କୂଅରୁ ୨ ଶିଶୁ ଙ୍କ…