Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶୁଭାରମ୍ଭ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଆଜି ଅଙ୍କୁରପୂଜନ

ପୁରୀ: ଶ୍ରୀମଣ୍ଡିତ ହୋଇଛି ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜି ହେବ ଅଙ୍କୁରପୂଜନ। ଯଜ୍ଞ କାର୍ଯ୍ୟ ପାଇଁ ସରିଛି ଆଚାର୍ଯ୍ୟ ବରଣ । ଶ୍ରୀନଅର ଠାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆଚାର୍ଯ୍ୟ ବରଣ କରିବା ସହ ଗୁଆ ଟେକିଛନ୍ତି । ଏହା ପରେ ଅଙ୍କୁରରୋପଣ ହୋଇଛି । ଆଜି…

ପୋଖରୀରେ ଭାସୁଛି ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଛତାପୀପଳ ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଆଜି ସକାଳୁ ସକାଳୁ ଗାଁରେ ଥିବା ଏକ ପୋଖରୀରେ ଜଣେ ବୃଦ୍ଧାଙ୍କର ମୃତଦେହ ଭାସୁଥିବାର ଦେଖିବାକୁ ପାଇଥିଲେ ଗ୍ରାମବାସୀ । ମୃତ ବ୍ୟକ୍ତି ଜଣଙ୍କ ହେଲେ କାଲୁ ଦୀପ । ଖବର ମୁତାବକ,…

ପୂରଣ ହେବ ନୀଳଗିରିବାସୀଙ୍କ ସ୍ୱପ୍ନ: ଆଜିଠାରୁ ନୀଳଗିରରୁ ବାଲେଶ୍ୱରକୁ ଗଡ଼ିବ ପାସେଞ୍ଜର ଟ୍ରେନ

ବାଲେଶ୍ଵର: ବହୁ ଦିନର ଅପେକ୍ଷାର ଅନ୍ତ ଘଟିଲା । ପୂରଣ ହେଲା ନୀଳଗିରିବାସୀଙ୍କ ସ୍ୱପ୍ନ । ଆଜିଠାରୁ ନୀଳଗିରିରୁ ବାଲେଶ୍ୱରକୁ ଗଡ଼ିବ ପାସେଞ୍ଜର ଟ୍ରେନ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ସଙ୍କେତ ଦେଖାଇ ରେଳ ଚଳାଚଳର ଶୁଭାରମ୍ଭ କରିବେ । ନୀଳଗିରି ଗୋପୀନାଥପୁର ନିକଟରେ ନବ ନିର୍ମିତ ରେଳ…

ଶିଶୁ ଶ୍ରମିକ ରଖିବେନି ଉଠାଦୋକାନୀ, ଦେବାକୁ ପଡ଼ିବ ଅଣ୍ଡରଟେକିଂ

ଭୁବନେଶ୍ବର: ଶିଶୁ ଶ୍ରମିକ ନିରୋଧୀ ଆଇନ ଥାଇ ବି ଆମ ଦେଶରେ ଶିଶୁ ଶ୍ରମିକଙ୍କ ସଂଖ୍ୟା ଚିନ୍ତାଜନକ ସ୍ଥିତିରେ ରହିଛି । ଆଇନକୁ ଉଲ୍ଲଂଘନ କରି ଶିଶୁ ଶ୍ରମିକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ନିୟୋଜିତ କରାଯାଉଛି । ଫଳରେ ସେମାନେ ଶୋଷଣ ଓ ନିର୍ଯାତନାର ଶିକାର ହେଉଛନ୍ତି । ଏଣୁ ବଢ଼ୁଥିବା ଶିଶୁ…

ଓଏଏସ୍ ସ୍ତରରେ ଅଦଳବଦଳ, ୧୨ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ବର: ୧୨ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ରନାଥ କରଙ୍କୁ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଭାବେ ହୋଇଥିବା ବଦଳିକୁ ବାତିଲ କରାଯାଇଛି । ଝାରସୁଗୁଡ଼ା…

ଶ୍ରୀନଅରରେ ସମ୍ପନ୍ନ ହେଲା ଗଜପତିଙ୍କ ଆଚାର୍ଯ୍ୟବରଣ ନୀତି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯଜ୍ଞ କାର୍ଯ୍ୟ ପାଇଁ ସରିଲା ଆଚାର୍ଯ୍ୟ ବରଣ । ଆଜି ସନ୍ଧ୍ୟା ୫ ଟା ରୁ ୬ ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆଚାର୍ଯ୍ୟ ବରଣ କରିବା ସହ ଗୁଆ ଟେକିଛନ୍ତି । ସନ୍ଧ୍ୟା 6 ଟା ରୁ ରାତି 8 ଟା ମଧ୍ୟରେ ଅଙ୍କୁରରୋପଣ ହେବ ।…

ରାଜ୍ୟ ନିର୍ବାଚନ କମିଟି ଘୋଷଣା କଲା ଏଆଇସିସି

ଭୁବନେଶ୍ୱର: ଆସନ୍ତା ୨୦୨୪ ଲୋକସଭା ଓ ବିଧାନ ସଭା ନିର୍ବାଚନକୁ ଆଖି ଆଗରେ ରଖି ଆଜି ଏଆଇସିସି ତରଫରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରାଯାଇଛି । ଏଆଇସିସି ସଭାପତି ଶ୍ରୀଯୁକ୍ତ ମଲ୍ଲିକାର୍ଜୁନ ଖର୍ଗେ ଉକ୍ତ କମିଟିକୁ ଅନୁମୋଦନ କରିଛନ୍ତି । ଏନେଇ ଏଆଇସିସିର ସାଧାରଣ…

ପ୍ରତିଶୃତି ରକ୍ଷା କଲେ ରେଳମନ୍ତ୍ରୀ; କଟକ ରେଳ ଷ୍ଟେସନରେ ‘ଗୋଟିଏ ଷ୍ଟେସନ୍-ଗୋଟିଏ ଉତ୍ପାଦ ଷ୍ଟଲ୍’ ରେ…

କଟକ: କଥା ଦେଇ କଥା ରଖିଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କଟକ ରେଳ ଷ୍ଟେସନରେ ଥିବା 'ଗୋଟିଏ ଷ୍ଟେସନ୍-ଗୋଟିଏ ଉତ୍ପାଦ ଷ୍ଟଲ୍' ରେ ଉପଲବ୍ଧ ହେଲା ମାଣିଆବନ୍ଧ ଶୀଢୀ । ବର୍ତ୍ତମାନ କଟକ ରେଳ ଷ୍ଟେସନରେ ଥିବା ଯାତ୍ରୀମାନେ ଷ୍ଟେସନ ପରିସରରେ ପ୍ରସିଦ୍ଧ ମାଣିଆବନ୍ଧ ହ୍ୟାଣ୍ଡଲୁମ୍ ଉତ୍ପାଦ…

ଗୋଦାମ ଗୃହ ନିର୍ମାଣ ନିମନ୍ତେ ତ୍ରିପାକ୍ଷିକ ଚୁକ୍ତିନାମା ସ୍ଵାକ୍ଷରିତ

ଭୁବନେଶ୍ୱର: ରାଜ୍ୟରେ ସମବାୟ ସମିତି ଜରିଆରେ ବିଶ୍ଵର ବୃହତ୍ତମ ଶସ୍ୟ ଭଣ୍ଡାର ଯୋଜନାରେ ଗୋଦାମ ଗୃହ ନିର୍ମାଣ ନିମନ୍ତେ ଏକ ତ୍ରିପାକ୍ଷିକ ଚୁକ୍ତିନାମା ସ୍ଵାକ୍ଷରିତ ହୋଇଛି । ସମବାୟ ନିବନ୍ଧକ ଉଦ୍ଧବ ଚରଣ ମାଝିଙ୍କ ଉପସ୍ଥିତିରେ ନିର୍ମାଣକାରୀ ସଂସ୍ଥା ତଥା ଜାତୀୟ ନିର୍ମାଣ ନିଗମ (NBCC),…

ବଢୁଥିବା ସାଇବର ଅପରାଧକୁ ନେଇ କ୍ରାଇମବ୍ରାଞ୍ଚକୁ କଡ଼ା ସମାଲୋଚନା କଲେ ହାଇକୋର୍ଟ

ଭୁବନେଶ୍ୱର: ରାଜ୍ୟରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ହାଇକୋର୍ଟ ଗଭୀର ଉଦବେଗ ପ୍ରକାଶ କରିବା ସହ କ୍ରାଇମବ୍ରାଞ୍ଚକୁ କଡ଼ା ଚେତାବନୀ ଦେଇଛନ୍ତି। ଏକକ ଖଣ୍ଡପୀଠରେ ଅଧ୍ୟକ୍ଷତା କରି ଜଷ୍ଟିସ ଚିତ୍ତରଞ୍ଜନ ଦାଶ ସାଇବର ଅପରାଧ ମାମଲାର ତଦନ୍ତରେ ବିଭାଗର ଖରାପ ପ୍ରଦର୍ଶନକୁ କଡ଼ା ସମାଲୋଚନା…