Latest Odisha News
Browsing Category

ଓଡିଶା

Odisha

ଆକ୍ସନ ମୋଡ଼ରେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ନିର୍ଦ୍ଦେଶ

ବୌଦ୍ଧ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ୧୦ ଜଣ ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍ ଦେଲେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ । ୮ଟି ସ୍କୁଲର ୩ ଜଣ ପ୍ରଧାନଶିକ୍ଷକଙ୍କ ସମେତ ୧୦ ଜଣ ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ ବିରୋଧରେ ଗୋଷ୍ଠୀ…

SI Scam: ଜେଲ୍ ଫେରିଲେ ୪ ଅଭିଯୁକ୍ତ, ରିମାଣ୍ଡରେ ଯାଇପାରନ୍ତି ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଓ ସୁରେଶ ନାୟକ…

ଭୁବନେଶ୍ୱର: ପୋଲିସ ଏସଆଇ ଚାକିରି ମହାଘୋଟାଲା ମାମଲାରେ ଝାରପଡା ଜେଲ୍ କୁ ଫେରିଛନ୍ତି ୪ ଅଭିଯୁକ୍ତ । ତଫିନ ଅହମ୍ମଦ ଖାନ୍, ବିଶ୍ୱଜିତ୍ ହରିଚନ୍ଦନ, ବିଶ୍ୱରଞ୍ଜନ ବେହେରା ଓ ଲୋକନାଥ ସାହୁକୁ ୩ ଦିନିଆ ରିମାଣ୍ଡରେ ଆଣି ମାରାଥନ୍ ଜେରା କରିଛି ସିବିଆଇ । ସେମାନଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ…

୩୩ ଜଣ ୱାରେଣ୍ଟ ଆସାମୀଙ୍କୁ ପଳାତକ ଘୋଷଣା

କଟକ: କଟକ ଜିଲ୍ଲାରେ ବର୍ଷ ବର୍ଷ ହେଲା ଫେରାର୍ ଥିବା ୩୩ ଜଣ ୱାରେଣ୍ଟ୍ ଆସାମୀଙ୍କୁ କଟକ ଜିଲ୍ଲା ପୋଲିସ ପଳାତକ ଘୋଷଣା କରିଛି । ସମ୍ପୃକ୍ତ ୩୩ ଜଣଙ୍କ ୱାରେଣ୍ଟ୍ ଆସାମୀଙ୍କ ସ୍ଥାୟୀ ଠିକଣାରେ ଥାନା ଅଧିକାରୀମାନେ ପହଞ୍ଚିଛନ୍ତି । ଜାମିନ ବିହୀନ ଗିରଫ ପରୱାନା ଜାରି ହୋଇଥିବା ଆସାମୀଙ୍କ ଗାଁରେ…

BLO: ଦୁଇ ଗୁଣ ହେଲା ବୁଥ୍ ଲେଭଲ ଅଫିସରଙ୍କ ପାରିଶ୍ରମିକ

ଭୁବନେଶ୍ବର: ବୁଥ୍ ଲେଭଲ ଅଫିସର(BLO)ଙ୍କ ଦୁଇଗୁଣ ହେଲା ପାରିଶ୍ରମିକ । ନିର୍ବାଚନ କମିଶନଙ୍କ ପକ୍ଷରୁ ପାରିଶ୍ରମିକ ବୃଦ୍ଧି ନେଇ ଘୋଷଣା ହୋଇଛି । ବୁଥ୍ ଲେଭଲ ଅଫିସରଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାରକୁ ବଢାଇଲେ କମିଶନ । ଇଲେକ୍ଟୋରାଲ ରୋଲ ରିଭିଜନର ପ୍ରୋତ୍ସାହନ ରାଶି ୧୦୦୦ଟଙ୍କା…

Weather Update: ରାଜ୍ୟରେ ଆହୁରି ବଢିବ ଶୀତ, ୨ ରୁ ୩ ଡିଗ୍ରୀ କମିପାରେ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ଜାରି ରହିଛି । ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି । ୪ ଦିନ ପରେ ରାତି ତାପମାତ୍ରା ଆଉ ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ସହିତ ଶୀତ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ଅଧିକାଂଶ…

Paradip port: ପାରାଦୀପ ବନ୍ଦରରେ ଅଘଟଣ, ଜାହାଜରେ ଲାଗିଲା ନିଆଁ

ପାରାଦୀପ: ପାରାଦୀପ ବନ୍ଦରରେ ଅଘଟଣ । ପାରାଦୀପ ଇକୋ କୋଲୋନିଲ ଜାହାଜରେ ଲାଗିଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଘଟଣା । ନିଆଁକୁ ଆୟତ୍ତ କଲା ସିଆଇଏସଏଫ ର ଅଗ୍ନିଶମ ବିଭାଗ । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ଜଣାପଡିନାହିଁ । ଖବର ଅନୁଯାୟୀ, ଶନିବାର ବିଳମ୍ବିତ…

Children Missing: ରାଜ୍ୟରେ ଗତ ୨ ବର୍ଷରେ ଏତିକି ଶିଶୁ ନିଖୋଜ…

ଭୁବନେଶ୍ୱର: ରାଜ୍ୟରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ ରିପୋର୍ଟ ପଞ୍ଜୀକୃତ ହୋଇଛି। ସେମାନଙ୍କ ମଧ୍ୟରୁ ୮,୩୬୨ ଶିଶୁଙ୍କୁ ଉଦ୍ଧାର କରାଯାଇଥିବାବେଳେ ୨,୯୭୫ ଜଣ ନିଖୋଜ ଅଛନ୍ତି। ଏସବୁ ରିପୋର୍ଟକୁ ପଞ୍ଜୀକୃତ କରାଯାଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌(ଡିସିପିୟୁ)କୁ ହସ୍ତାନ୍ତର କରାଯାଇଛି…

୮୦ଫୁଟ୍ ଉପରେ ଗଡିବ ଟ୍ରେନ, ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ନୈସର୍ଗିକ ସୌନ୍ଦର୍ଯ୍ୟ ଉପଭୋଗ କରିବେ ଯାତ୍ରୀ

ବୌଦ୍ଧ: ୮୦ଫୁଟ ଉପରେ ଓ ୨୦୦ଫୁଟ ମାଟି ତଳେ ଚାଲିବ ଟ୍ରେନ । ଏଥିପାଇଁ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଜୋରସୋରରେ ଆଗେଇ ଚାଲିଛି । ଏହି ରେଳପଥରେ ‌ଟ୍ରେନ୍‌ ଗଡ଼ିବା ପାଇଁ ବୌଦ୍ଧ ଜିଲ୍ଲାରେ ୪ଟି ଟନେଲ୍‌ ସହ କରଞ୍ଜକଟା ଓ ତିଲକୂପ ଗ୍ରାମ ନିକଟରେ ଦୁଇଟି ବଡ଼ ଭାୟାଡକ୍ଟ ନିର୍ମାଣ ହେଉଛି ।…

ରାଜ୍ୟ ସରକାର ଗୋ-ମାତାର ସୁରକ୍ଷା ନେଇ କୌଣସି ପ୍ରକାର ସାଲିସ କରିପାରିବେ ନାହିଁ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଗୋ-ମାତାର ସୁରକ୍ଷା ସହ ବେଆଇନ କଂସେଇ ଖାନା ବନ୍ଦ ନେଇ କଠୋର ଆଭିମୁଖ୍ୟ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ରାଜ୍ୟ ସରକାର ଗୋ-ମାତାର ସୁରକ୍ଷା ନେଇ କୌଣସି ପ୍ରକାର ସାଲିସ କରିପାରିବେ ନାହିଁ I ଏଥି ସହିତ ରାଜ୍ୟରେ ବେଆଇନ କଂସେଇ ଖାନା ଓ ଗୋଚାଲାଣକୁ…

ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇଙ୍କ ସମେତ ଏହି ଦୁଇ ଅଧ୍ୟକ୍ଷା..

ଭଦ୍ରକ: ବିଜେଡି ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି ମନୋରଞ୍ଜନ ଘଡେଇ । ଭଦ୍ରକ ବନ୍ତ ବ୍ଲକ ଚେୟାରମ୍ୟାନ ମନୋରଞ୍ଜନ ବିଜେଡି ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତକାରଣ ଦର୍ଶାଇ ବିଜେଡି ସଭ୍ୟ ପଦରୁ ଇସ୍ତଫା ଦେଇଥିବା ଚିଠିରେ ଉଲ୍ଲେଖ କରିଛନ୍ତି । ତାଙ୍କର ଇସ୍ତଫା…