Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉପକୃତ ହେବେ ୪ଲକ୍ଷ ଭିନ୍ନକ୍ଷମ, କୃତ୍ରିମ ଅଙ୍ଗ ଓ ସହାୟକ ଉପରଣ ଯୋଗାଇବେ ସରକାର

ଭୁବନେଶ୍ୱର: ମିଳିବ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ । ବିଭିନ୍ନ କେନ୍ଦ୍ର ଓ ଭାମ୍ୟମାଣ ଶିବିର ଜରିଆରେ ଜାରି ରହିବ ବିତରଣ । ରାଜ୍ୟରେ ପ୍ରାୟ ୪ଲକ୍ଷ ଭିନ୍ନକ୍ଷମଙ୍କୁ ଯୋଗାଇ ଦିଆଯିବ ଆବଶ୍ୟକୀୟ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ସହ ଅନ୍ୟାନ୍ୟ ସହାୟକ ସରଞ୍ଜାମ । ସାମାଜିକ ସୁରକ୍ଷା…

ସିବିଏସଇ ଦଶମ ବୋର୍ଡ୍ ପରୀକ୍ଷାରେ ଓଡ଼ିଆ ଭାଷାକୁ ଅସମ୍ମାନ, ଭୁଲ୍ ପ୍ରଶ୍ନ ପଢି ଉତ୍ତର ଲେଖିଲେ ପିଲା

ଭୁବନେଶ୍ୱର: ପୁଣି ଓଡ଼ିଆ ଭାଷାକୁ ଅସମ୍ମାନ ! ଓଡ଼ିଆ ଭାଷା ସମ୍ମିଳନୀରେ କାନ୍ତକବିଙ୍କୁ 'କଣ୍ଠକବି' କହି ଓଡ଼ିଆ ଭାଷାର ଯେପରି ଅପମାନିତ କରାଯାଇଥିଲା, ସେ କ୍ଷୋଭ ଏବେ ବି ମନରୁ ଯାଇନି । ଆଉ ଏହାରିଭିତରେ ଆଉ ଏକ ଭୟଙ୍କର ତ୍ରୁଟି ସାମ୍ନାକୁ ଆସିଛି । ତାହା ପୁଣି ସିବିଏସଇ ଦଶମ ବୋର୍ଡ…

ଓଡ଼ିଶା ସମେତ ଦେଶରେ ୨ ହଜାରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶବାସୀଙ୍କୁ ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସି ଜରିଆରେ ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି ।…

ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ବର: ବରମୁଣ୍ଡା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ । ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, 5-T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌…

ଗଦଗଦା ଶୈବପୀଠକୁ କେବେ ମିଳିବ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା

ରାୟଗଡା: ବଣ ପାହାଡ଼ ଘେରା ଅପରୂପ ସୌନ୍ଦର୍ଯ୍ୟ, ଆକର୍ଷଣୀୟ ଜଳପ୍ରପାତ, ନିୟମଗିରିର ସବୁଜିମା, ଡଙ୍ଗରିଆ ଓ ଲାଞ୍ଜିଆ ସଉରାଙ୍କ ବୈଭବପୂର୍ଣ୍ଣ ସଂସ୍କୃତିକୁ ନେଇ ପର୍ଯ୍ୟଟନ ମାନଚିତ୍ରରେ ରାୟଗଡ଼ାର ସ୍ଥାନ ନିଆରା । ରାୟଗଡା ଜିଲ୍ଲା ନିୟମଗିରି ପାହାଡ଼ ଅଞ୍ଚଳ ପାକୃତିକ ସୌନ୍ଧର୍ଯ୍ୟର ଗନ୍ତାଘର ।…

ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍

ଭୁବନେଶ୍ବର: ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଓଡିଶା ଗସ୍ତ ବେଳେ ବିଲ୍‌ ଗେଟସ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଓଡିଶା ଆସି ସେ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ କରିବେ । ସୂଚନାଯୋଗ୍ୟ ଯେ,…

୨୮ରେ ଓଡ଼ିଶା ଆସିବେ ମହାମହିମ, ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛି କମିଶନରେଟ ପୋଲିସର । ୪ ଦିନିଆ ଓଡ଼ିଶା ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ…

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ମାମଲା, ଏନେଇ କୌଣସି ଖବର ନାହିଁ କହିଲେ ବୋର୍ଡ କର୍ତ୍ତୃପକ୍ଷ

କଟକ: ଚାଲିଛି ମାଟ୍ରିକ ପରୀକ୍ଷା । ଏହାରି ଭିତରେ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ସାମ୍ନାକୁ ଆସିଛି । ଆଜି ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଛି ପ୍ରଶ୍ନପତ୍ର । ପ୍ରଶ୍ନ ସହ ଉତ୍ତର ମଧ୍ୟ ରହିଛି । ବୋର୍ଡର…

ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କ ମୃତ୍ୟୁ, ମେଡିକାଲ ପରିସରରେ ଉତ୍ତେଜନା

ଭଦ୍ରକ: ଡାକ୍ତରଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ମୁଖ୍ୟ ଚିକିତ୍ସାଳରେ । ଏହି ଘଟଣା ପରେ ମେଡିକାଲରେ‌ ଉତ୍ତେଜନା ଦେଖାଦେଇଛି । ସୂଚନା ମୁତାବକ, ଆଗରପଡା ଥାନା ଅନ୍ତର୍ଗତ ଅଣିଜ ଗାଁର ଶାନ୍ତିଲତା ଘଡେଇଙ୍କ ପ୍ରସବ…

ଏନଏସି ମାନ୍ୟତା ଦାବିରେ ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ

ବୌଦ୍ଧ: ଆଜି ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ । ଏନଏସି (NAC) ମାନ୍ୟତା ଦାବିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି । ସକାଳ ୬ ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଫଳରେ ଯାତାୟତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ବନ୍ଦ…