Latest Odisha News

BREAKING NEWS

Browsing Category

ଓଡିଶା

Odisha

୫୫୪ଟି ରେଳ ଷ୍ଟେସନର ହେବ ପୁନଃବିକାଶ, ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଦେଶର ରେଳ ଭିତ୍ତିଭୂମିରେ ବୃହତ୍ତର ପରିବର୍ତ୍ତନ ଆଣିବାକୁ କେନ୍ଦ୍ର ସରକାର ନିରନ୍ତର ଭାବେ ଏ ଦିଗରେ କାର୍ଯ୍ୟ କରିଆସୁଛନ୍ତି। ଏହି କ୍ରମରେ ଐତିହାସିକ ପଦକ୍ଷେପ ସ୍ୱରୂପ ଆସନ୍ତା ୨୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫୫୪ଟି ରେଳ ଷ୍ଟେସନ ଏବଂ ୧୫୦୦ ଆରଓବି/ଆରୟୁବି…

ଏକାମ୍ର ଉନ୍ନୟନ ପ୍ରକଳ୍ପ ପାଇଁ ବର୍ଷ ଶେଷ ସମୟ ସୀମା ଧାର୍ଯ୍ୟ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଲ୍ଡ ଟାଉନ ଅଞ୍ଚଳର ଐତିହ୍ୟକୁ ସୌନ୍ଦର୍ଯ୍ୟ ଓ ସଂରକ୍ଷଣ କରିବା ଉଦ୍ଦେଶ୍ୟରେ ଏକାମ୍ର ଉନ୍ନୟନ ପ୍ରକଳ୍ପ କୁ ସମ୍ପୂର୍ଣ୍ଣ କରିବା ପାଇଁ ଓଡ଼ିଶା ସରକାର ୨୦୨୪ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ସମୟ ସୀମା ଧାର୍ଯ୍ୟ କରିଛନ୍ତି। ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ…

ରାସ୍ତା ପ୍ରଶସ୍ତିକରଣ ପାଇଁ ସ୍ଥାନାନ୍ତର ହୋଇଥିଲା ଶହେ ବର୍ଷ ପୁରୁଣା ବରଗଛ, ଏବେ ଥୁଣ୍ଡା ଗଛରେ କଅଁଳିଛି ପତ୍ର

ଭୁବନେଶ୍ବର: ପ୍ରାୟ ଶହେ ବର୍ଷ ତଳର ବୁଢା ବରଗଛ ପୁଣି ପାଇଲା ନୂଆ ଜୀବନ । ଭୁବନେଶ୍ବର ସୈନିକ ସ୍କୁଲ ନିକଟ ରାସ୍ତାକୁ ଚଉଡା କରାଯିବା ସମୟରେ ବୁଢା ବରଗଛ ଟି କୁ ସ୍ଥାନାନ୍ତର କରାଯାଇଥିଲା । ପ୍ରତିରୋପଣ ହେବାର ତିନି ମାସ ପରେ ଏହି ଥୁଣ୍ଟା ଗଛରେ ଏବେ ନୂଆ ପତ୍ର କଅଁଳିବା ଆରମ୍ଭ ହୋଇଯାଇଛି ।…

ଲୋକସେବା ଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର:ଲୋକସେବା ଭବନ ଘେରିବ ରାଜ୍ଯ କଂଗ୍ରେସ। ଶାସକ ଦଳର ଦୁର୍ନୀତି ବିରୋଧରେ ଗର୍ଜିିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି…

ରାଜଧାନୀରୁ ହଟିବ ଦଳୀୟ ପୋଷ୍ଟର ଓ ବ୍ୟାନର, ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପରେ କାର୍ଯ୍ୟାନୁଷ୍ଠାନ ନେଲା ବିଏମସି

ଭୁବନେଶ୍ବର: ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ଓ ବ୍ୟାନର । କାନ୍ଥବାଡ଼ରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନ ମଧ୍ୟ ହଟାଯିବ । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବିଏମସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟାଇବା ପାଇଁ କାର୍ଯ୍ୟ ଆରମ୍ଭ କରିଦେଇଛି ଭୁବନେଶ୍ୱର ମହାନଗର ନିଗମ । ଆଉ…

ବଢିଲା ସ୍ଵାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ, ୪ ହଜାରରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ସ୍ଵାବଲମ୍ବୀ କାରିଗରଙ୍କ ପାଇଁ ଖୁସି ଖବର । ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪ ହଜାର ଟଙ୍କା ଥିବାବେଳେ, ନୂତନ…

ଆଜିଠୁ ଆରମ୍ଭ ‘ସ୍ଵୟମ’ ଆବେଦନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଘୋଷଣା କରାଯାଇଥିବା 'ସ୍ଵୟମ' ଯୋଜନା ପାଇଁ ଆଜିଠୁ ଆବେଦନ ଆରମ୍ଭ ହୋଇଛି। ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଉଭୟ ଅନଲାଇନ ଓ ଅଫଲାଇନରେ ଆବେଦନକାରୀ ଆବେଦନ କରିପାରିବେ।…

ଦୁଇଟି ପୃଥକ ସ୍ଥାନରେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର/ଭଦ୍ରକ: ରାଜ୍ୟର ଏବେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ପରୀକ୍ଷା ଚାଲିଛି । ଏହାରି ଭିତରେ ଦୁଇଟି ଜିଲ୍ଲା ଭଦ୍ରକ ଓ ଗଞ୍ଜାମରୁ ଦୁଃଖଦ ଖବର ସାମ୍ନାକୁ ଆସିଛି । ଜଣେ ଯୁକ୍ତ ଦୁଇ ଛାତ୍ର ଓ ଅନ୍ୟ ଜଣେ ମ୍ୟାଟ୍ରିକ ଛାତ୍ର ରସି ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ଦେଖିବାକୁ ମିଳିଛି ।…

ମାଲକାନଗିରି ସୀମାନ୍ତରେ ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ପୁଣି ମାଓତାଣ୍ଡବ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ମାନେ ହେଲେ ପାମେଡ ଥାନା ଅନ୍ତର୍ଗତ କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡଭି ନନ୍ଦା । ଉଭୟ ଗ୍ରାମବାସୀଙ୍କୁ…

ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ; ବାପା ପୁଅ ମୃତ, ସେପଟେ ଖବର ପାଇ ହୃଦଘାତରେ ଚାଲିଗଲେ ଦାଦା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପିପିଳିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ଦୁଇଟି ଜୀବନ । ମୃତକଙ୍କ ଘର ଘଟଗାଁ ଥାନା ଅଧୀନ ବାରିଗାଁରେ ବୋଲି ଜଣାପଡିଛି । ତେବେ ଉଭୟ ସମ୍ପର୍କରେ ବାପା ପୁଅ ହେବେ ବୋଲି…