Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟାଇମସ୍‍ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍‍ସିଟି ରାଙ୍କିଂ-୨୦୨୩, ଭାରତର ଶ୍ରେଷ୍ଠ ୧୩ତମ ବିଶ୍ୱବିଦ୍ୟାଳୟ କିଟ୍‍

ଭୁବନେଶ୍ୱର: ଦି ଟାଇମ୍‍ସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍‍ସିଟି ର‌ାଙ୍କିଂ ୨୦୨୩ରେ କିଟ୍‍ ବିଶ୍ୱବିଦ୍ୟାଳୟ ଯଥେଷ୍ଟ ଉତ୍କୃଷ୍ଟ ପ୍ରଦର୍ଶନ କରିପାରିଛି । ‘ଦି ଟାଇମ୍‍ସ ହାଇଅର ଏଜୁକେସନ୍‍’ ପକ୍ଷରୁ ଗୁରୁବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ର‌ାଙ୍କିଂରେ ଉଲ୍ଲେଖନୀୟ…

କୋଟିପତି ଅଧିକାରୀ ଓ ଜିରୋ ଟଲେରାନ୍ସକୁ ନେଇ ଧର୍ମେନ୍ଦ୍ର-ସସ୍ମିତ ମୁହାଁମୁହିଁ

ଭୁବନେଶ୍ୱର: ରାଜ୍ୟରେ ଜଣଙ୍କ ପରେ ଜଣେ କୋଟିପତି ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ୁଛନ୍ତି । ଯାହାକୁ ନେଇ ବିରୋଧୀ ବିଜେପି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେରରେ ସଭା କରିବା ସହ ପ୍ରଶ୍ନ କରିଛନ୍ତି ଗତ ୬ ମାସରେ ୧୦୦ରୁ ଊର୍ଦ୍ଧ୍ୱ କୋଟି…

ମାଲକାନଗିରି ଜିଲ୍ଲାରେ ୨୧ଟି ରାସ୍ତା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୧୫୮ କୋଟି

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାରେ ସୁଦୃଢ଼ ହେବ ଯୋଗାଯୋଗ ଭିତ୍ତିଭୂମି । ଜିଲ୍ଲାରେ ୧୫୮ କୋଟି ଟଙ୍କା ବ୍ୟୟରେ ୨୧ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମ୍ୟ ଉନ୍ନୟନ ବିଭାଗ ମାଧ୍ୟମରେ ମାଲକାନଗିରି ଜିଲ୍ଲାରେ ୨୧ଟି ପ୍ରକଳ୍ପରେ ୧୭୨.୫୩…

ଫରେଷ୍ଟରଙ୍କୁ ଗୁଳି ଘଟଣା, ୧୦ ଜଣଙ୍କୁ ଗିରଫ କଲା ମୟୂରଭଞ୍ଜ ପୋଲିସ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ବେଆଇନ୍ ଭାବେ ଶିକାର ବେଳେ ଗୁଳିମାଡ଼ରେ ଫରେଷ୍ଟରଙ୍କ ମୃତ୍ୟୁ ମାମଲାରେ ପୋଲିସକୁ ସଫଳତା ମିଳିଛି । ଆଜି ମାମଲାରେ ମୟୂରଭଞ୍ଜ ପୋଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଅସ୍ତ୍ରଶସ୍ତ୍ର ଜବତ କରିଛି । ପୋଲିସର ସୂଚନା ଅନୁସାରେ, ଗିରଫ ସମସ୍ତ ଅଭିଯୁକ୍ତ…

ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ

ଭୁବନେଶ୍ୱର: ୨୭ ବର୍ଷ ପରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସ୍ୱତନ୍ତ୍ର କୋର୍ଟ । ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।  ୧୯୯୫ରେ ଭୁବନେଶ୍ୱର ବାସଭବନରୁ ପତ୍ନୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଏହି ମାମଲାରେ ପୂର୍ବତନ ଗୁଣପୁର…

୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା; ଜାଣନ୍ତୁ, କେଉଁଠି ହେବ ବର୍ଷା

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଲଘୁଚାପ ସମ୍ଭାବନା ଦେଖା ଦେଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ।  ପାଣିପାଗ ବିଭାଗ ଆକଳନ ଅନୁସାରେ, ଘୂର୍ଣ୍ଣିବଳୟ ପ୍ରଭାବରେ  ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର…

ଗିରଫ ହେଲେ କୁବେର ଅଧିକାରୀ ପ୍ରଶାନ୍ତ ରାଉତ, ରଖିଥିଲେ ଆୟଠାରୁ ୫୦୬% ସମ୍ପତ୍ତି 

ଭୁବନେଶ୍ୱର: ଗିରଫ ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ  ।  ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଆଜି  ଗିରଫ କରିଛି ଭିଜିଲାନ୍ସ  । ଗତକାଲି  ପ୍ରଶାନ୍ତଙ୍କ ଘର, କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ । ଘରୁ  ନଗଦ ୩ କୋଟିରୁ…

ପର କଲେ ଘର ଲୋକ, କୋଳେଇ ନେଇଥିଲା ସ୍ୱାଧାର ଗୃହ; ଆଜି ତାକୁ ଛାଡି ଶାଶୂ ଘର ଯିବେ ପୂଜାରାଣୀ

ଯାଜପୁର: ଯେତେବେଳେ ଆପଣାର ମଣିଷମାନେ ପର କରିଦେଲେ ସେତେବେଳେ ନିଜର ଭାବି କୋଳେଇ ନେଇଥିଲେ ଏଇ ଅପରିଚିତମାନେ। ଏହି ସ୍ୱାଧାର ଗୃହକୁ ସେ ନିଜର ଘର ବୋଲି ଭାବି ନେଇଥିଲେ । ଆଜି ସେଇ ଘର ଛାଡି ଶାଶୂଘର ଯିବେ ପୂଜାରାଣୀ । ଜୀବନର ଆଉଏକ ସୋପାନ ଚଢିବେ । ପୁଣି ଏକ ନୂଆ ଘର ସଂସାର କରିବେ ।…

ଜଙ୍ଗଲରେ ଝିଅଟିକୁ ଫିଙ୍ଗି ଦେଇଥିଲେ ବାପା ମାଆ, ଆଜି ସେ ପାଇଛି ନୂଆ ଜୀବନ; ଯିବ ଆମେରିକା

କଟକ: ପରିତ୍ୟକ୍ତ ଅବସ୍ଥାରେ ଚନ୍ଦକା ଜଙ୍ଗଲରୁ ଉଦ୍ଧାର ହୋଇଥିବା ଅନାଥ ଝିଅକୁ ମିଳିଲା ନୂଆ ପରିଚୟ। ଏବେ କଟକରୁ ଆମେରିକା ଯିବ ଏହି ଝିଅ। ଏଥିପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ଏଥିସହ ଏହି ଅନାଥ ଝିଅକୁ ମିଳିଛି ନୂଆ ବାପା, ମା। ଚାରି ବର୍ଷର ଦିବ୍ୟାଙ୍ଗ ଶିଶୁକନ୍ୟାକୁ ଶୁକ୍ରବାର…

ଆସନ୍ତା ୩ ଘଣ୍ଟା ମଧ୍ୟରେ ୫ ଜିଲ୍ଲାକୁ ରହିଛି ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର:ଭାରତୀୟ ପାଣିପାଗ ବିଭାଗ (ଆଇଏଡି) ପକ୍ଷରୁ ଟୁଇନ ସିଟି ସମେତ ୫ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଆଜି ୨.୪୫ ସୁଦ୍ଧା ଟୁଇନ ସିଟି କଟକ, ଭୁବନେଶ୍ୱର ସମେତ ୫ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡରେ…