Latest Odisha News

BREAKING NEWS

Browsing Category

ଓଡିଶା

Odisha

କାପଡ଼ାଗୁନ୍ଦା ଓ ଇଡ଼ତାଲକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା

ରାୟଗଡ଼ା: ରାୟଗଡ଼ା ଜିଲା ନିୟମଗିରିରେ ବସବାସ କରୁଥିବା ଆଦିମ ଜନଜାତିଙ୍କ ହାତବୁଣା ଶାଲ୍ କାପଡ଼ାଗୁନ୍ଦା ଏବଂ ଗୁଣପୁର ଲାଞ୍ଜିଆ ସୌରାଙ୍କ ଚିତ୍ରକଳା ଇଡିତାଲକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା । ଓଡ଼ିଶାର ୭ଟି ସାମଗ୍ରୀ ମଧ୍ୟରୁ କାପଡ଼ାଗୁନ୍ଦା ଜିଆଇ ଟ୍ୟାଗ୍‌କୁ କେନ୍ଦ୍ର ସରକାର ପକ୍ଷରୁ ଏହି…

ରାଜ୍ୟପାଳଙ୍କ ପାଇଁ ୩ ପରାମର୍ଶଦାତା ନିଯୁକ୍ତ 

ଭୁବନେଶ୍ଵର; ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟପାଳ ରଘୁବର ଦାସଙ୍କ ପାଇଁ ପରାମର୍ଶଦାତା ଭାବେ ୩ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନେ ହେଉଛନ୍ତି, ଅବରସରପ୍ରାପ୍ତ ଆଇଏଏସ୍ ଅଫିସର ସନ୍ତୋଷ କୁମାର ଶତପଥୀ, ପ୍ରଫେସର ଡାକ୍ତର ଶୁକ୍ଳା ମହାନ୍ତି ଓ ଶ୍ରୀ ସୁବ୍ରତ କୁମାର ମହାନ୍ତି। …

ଓଡ଼ିଶାର ୧୦ ଜିଲ୍ଲା ଦେଇ ଛତିଶଗଡ଼ ଯିବ ରାହୁଲଙ୍କ ନ୍ୟାୟ ଯାତ୍ରା!

ଭୁବନେଶ୍ୱର: କଂଗ୍ରେସର ଶୀର୍ଷ ନେତା ରାହୁଲ ଗାନ୍ଧୀଙ୍କ 'ଭାରତ ନ୍ୟାୟ ଯାତ୍ରା'କୁ ଓଡ଼ିଶା ଦେଇ ଯିବାର ଯୋଜନା ରହିଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ସଭାପତି ଶରତ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି। ଏହି ଯାତ୍ରାରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା…

ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ କରି ବନ୍ଧା ହେଲା ଯୁବକ 

ଜୟପୁର; ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଗିରଫ କରିଛି ଜୟପୁର ମହିଳା ପୁଲିସ। ଗିରଫ ଅଭିଯୁକ୍ତ ଜଣକ ହେଲା ବୈପାରିଗୁଡା ଥାନା ଅନ୍ତର୍ଗତ ଡଙ୍ଗାଯୋଡି  ବି. ବି ଗୋଲୋରି (୨୪)।   ସୂଚନା ଅନୁସାରେ ଅଷ୍ଟମ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକା ବାସନ ସଫା କରୁଥିବା ବେଳେ…

ଜୀବିକା ମିଶନର ଅସଲମୁଖା ଖୋଲିଲେ ମହିଳା ;  ୧୦ ଲକ୍ଷ ଟଙ୍କାର ପ୍ରକଳ୍ପରେ ଦୁର୍ନୀତି ହେଉଛି 

କଟକ ;  ଜୀବିକା ମିଶନ ମାଧ୍ୟମରେ ମିଶନ ଶକ୍ତି ବିଭାଗରେ ହେଉଥିବା ଦୁର୍ନୀତି ଏବେ ସାମ୍ନାକୁ ଆସିଛି। । ଜୀବିକା ମିଶନ ମାଧ୍ୟମରେ ମିଶନ ଶକ୍ତି ବିଭାଗ ମହିଳାଙ୍କୁ ପ୍ରତାରଣା କରୁଥିବା ଅଭିଯୋଗ ହୋଇଛି। ଜଳେଶ୍ୱର ବ୍ଲକ ଅଧିନସ୍ଥ ଚମାରଗାଁ ପଂଚାୟତର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ…

ରାଷ୍ଟ୍ରୀୟ ଭୂମିକା ନିର୍ବାହ ଓ ଲୋକନୃତ୍ୟ ପ୍ରତିଯୋଗିତା ଆରମ୍ଭ 

ଭୁବନେଶ୍ଵର;  ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ସର୍ବ-ଭାରତୀୟ ରାଷ୍ଟ୍ରୀୟ ଭୂମିକା ନିର୍ବାହ ଓ ଲୋକନୃତ୍ୟ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ  ତିନିଦିନ ଧରି ଚାଲିବ। ପ୍ରତିଯୋଗିତାରେ ୨୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ତଥା ଚାରୋଟି ପ୍ରାୟୋଗିକ ବହୁଦେଶୀୟ ବିଦ୍ୟାଳୟର…

ଭୁବନେଶ୍ୱର ଚାରା ଦୁର୍ନୀତିର ଅଭିଯୁକ୍ତମାନେ କେବେ ବନ୍ଧା ହେବେ?

ଭୁବନେଶ୍ଵର; ଭୁବନେଶ୍ୱରରେ ଗଛ ଲଗାଇବାରେ ୭ କୋଟି ଟଙ୍କାର ଦୁର୍ନୀତି ଏବେ ସାମନାକୁ ଆସିଛି। ହକି ବିଶ୍ୱକପ୍ ସମୟରେ ସୌନ୍ଦର୍ଯ୍ୟକରଣ ବାବଦରେ ରାଜ୍ୟ ସରକାର ଖର୍ଚ୍ଚ କରିଥିବା କୋଟି କୋଟି ଟଙ୍କା ସବୁ ଅଣଓଡ଼ିଆ ଅଫିସରଙ୍କ ମଧୁଚନ୍ଦ୍ରିକାରେ ଲୁଟ୍ କରାଯାଇଛି। ହକି ବିଶ୍ୱକପ୍ ସମୟରେ ଲାଗିଥିବା…

ମାନସିକ ରୋଗୀ ନା ସୁଚିନ୍ତିତ ଯୋଜନା, ମା’ କହିଲା ଶିଶୁ କନ୍ୟାକୁ ବୋରୱେଲରେ ପକାଇବାର କାରଣ

ସମ୍ବଲପୁର: ମୁହଁ ଖୋଲିଲେ ବିଜୟିନୀର ମା’ । କହିଲେ ମାନସିକ ସ୍ଥିତି ଠିକ୍ ନଥିବାରୁ ଶିଶୁକୁ ବୋରୱେଲ୍ ମଧ୍ୟକୁ ପକେଇ ଦେଇଥିଲି । ତେବେ ଏହି କଥା ଭିତରେ କେତେ ସତ୍ୟତା ରହିଛି ତା’ ଉପରେ ଏବେ ପ୍ରଶ୍ନ ଉଠିଛି । କାରଣ ବିଜୟିନୀର ମା’ ନିଜକୁ ମାନସିକ ରୋଗୀ କହୁଥିବା ବେଳେ ଡାକ୍ତର କିନ୍ତୁ ଏହି…

ବିକଶିତ ଭାରତ କାର୍ଯ୍ୟକ୍ରମକୁ ଧସେଇ ପଶିଲେ ଦୁବୃର୍ତ୍ତ ; ବ୍ୟାନର ଚିରିଲେ, କାଚ ଭାଙ୍ଗିଲେ  

ଭଦ୍ରକ; ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନମଣ୍ଡଳୀର ଚୁଡାକୁଟି ପଞ୍ଚାୟତ ରାଲିରେ ଜୋର ଜବରଦସ୍ତ ପ୍ରବେଶ କରି ଭଙ୍ଗାରୁଜା କରିଛନ୍ତି କିଛି ଦୁବୃର୍ତ୍ତ ।  ସୂଚନା ଅନୁସାରେ ଧାମନଗରରେ ବିଜେପିର ବିକଶିତ ଭାରତ ସଙ୍କଳ୍ପ ରଥ କାର୍ଯ୍ୟକ୍ରମ ଚାଲୁଥିବା ସମୟରେ ଅତର୍କିତ ଭାବରେ ବସର…

ସ୍କୁଲ ବସ୍ ପାଇଁ ଆସିଲା ଗାଇଡଲାଇନ, ବସ୍ ରେ ରହିବ ଅଗ୍ନି ନିର୍ବାପକ ଯନ୍ତ୍ର

ଭୁବନେଶ୍ଵର: ସ୍କୁଲ ବସ୍ ପାଇଁ ଆସିଲା ଗାଇଡଲାଇନ । ଗାଇଡଲାଇନ ଆଣିଛି ସଡକ ଓ ପରିବହନ ବିଭାଗ। ଏଣିକି ସ୍କୁଲ୍ ବସ୍ କିମ୍ବା ଭ୍ୟାନର ଆଗ ଓ ପଛରେ ପ୍ରାଞ୍ଜଳ ଭାବରେ ‘ସ୍କୁଲ ବସ୍’ ଲେଖାଯିବ । ସେହିପରି ଭଡାରେ ଲାଗିଥିବା ସ୍କୁଲ ବସ୍ କିମ୍ବା ଭ୍ୟାନରେ ‘ ଅନ୍ ସ୍କୁଲ୍ ଡ୍ୟୁଟି’ ଲେଖା ରହିବ ।…