Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମଲେଶ୍ବରୀ ମନ୍ଦିରକୁ ପାନ ଗୁଟୁଖା ମନା, ଖୁବଶୀଘ୍ର ଲାଗିବ କଟକଣା

ସମ୍ବଲପୁର: ମନ୍ଦିରର ସ୍ବଚ୍ଛତାକୁ ନେଇ ଏବେ ତତ୍ପରତା ଦେଖାଇଛନ୍ତି ରାଜ୍ୟସରକାର । ପ୍ରଥମେ ପୁରୀ ଶ୍ରୀମନ୍ଦିର, ଲିଙ୍ଗରାଜ ମନ୍ଦିର ପରେ ଏବେ ସମ୍ବଲପୁରର ମାଆ ସମଲେଶ୍ୱରୀ ମନ୍ଦିରକୁ ସ୍ବଚ୍ଛ ଓ ସୁନ୍ଦର ରଖିବାକୁ ଚାଲିଛି ଅଭିଯାନ । ପୂର୍ବରୁ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିରରେ ପାନଗୁଟଖା…

ନର୍ସିଂ, ଫାର୍ମାସି ଓ ଆଲାଇଡ୍ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ନର୍ସିଂ, ଫାର୍ମାସି ଓ ଆନୁଷଙ୍ଗିକ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଛାତ୍ରଛାତ୍ରୀଙ୍କୁ ଉନ୍ନତ ସେବା ଯୋଗାଇବା ଏବଂ ରାଜ୍ୟରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି…

ବନ୍ଦ ହୋଇଯିବ କଟକର ହରିଣ ପାର୍କ; ଆରମ୍ଭ ହୋଇଛି ସ୍ଥାନାନ୍ତର ପ୍ରକ୍ରିୟା

କଟକ: ମଧୁସୂଦନ ନଗରରେ ଥିବା ଜନଗହଳିପୂର୍ଣ୍ଣ ହରିଣ ପାର୍କରୁ ହରିଣମାନଙ୍କୁ ଏକ ଅସ୍ଥାୟୀ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଉଛି। ଦୁଇଟି ପର୍ଯ୍ୟାୟରେ ୩୦ଟି ହରିଣଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ମାସକ ମଧ୍ୟରେ ସମ୍ପୂର୍ଣ୍ଣ ପ୍ରକ୍ରିୟା ଶେଷ ହେବ ବୋଲି ଆଶା କରାଯାଉଛି। କଟକ ମହାନଗର ନିଗମକୁ…

ସାଙ୍ଗମାନେ ଭୋଜି କରିବା ବେଳେ ବଚସା ନେଲା ହିଂସାତ୍ମକ ରୂପ, ଜଣେ ମୃତ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ପତ୍ରାପଲି ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକ ହତ୍ୟାର ଶିକାର ହୋଇଛନ୍ତି। ଏହି ଘଟଣାରେ ପୁଲିସ ୬ ଜଣଙ୍କୁ ଅଟକ ରଖାଯାଇଛି। ମୃତ ଯୁବକ ଜଣକ ହେଲେ ବିପିନ ଭୋଇ (୨୫)। ଭୋଜି ସମୟରେ ଝଗଡ଼ା ହେବାରୁ ତାଙ୍କ ସାଙ୍ଗମାନେ…

ଯାତାୟତରେ ବାଧକ ସାଜୁଛି ଘନ କୁହୁଡି, ଆସନ୍ତା ୬ ଯାଏଁ ନିସ୍ତାର ନାହିଁ

ଭୁବନେଶ୍ବର: ରାଜ୍ୟରେ କମୁଛି ଶୀତ ବଢୁଛି କୁହୁଡି । ସକାଳୁ ସକାଳୁ ଚାରିଆଡେ ଘନ କୁହୁଡିର ବଳୟ ଦେଖିବାକୁ ମିଳୁଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହେଉଥିବାବେଳେ, ହଇରାଣ ହେଇଯାଉଛନ୍ତି ଲୋକେ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡ଼ିର ଅଧିକ ପ୍ରଭାବ ରହିବା ନେଇ ଆଲର୍ଟ କରିଛି ପାଣିପାଗ…

ହାଇଟେକ୍‌ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ହାଇଟେକ୍‌ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ। ଚିକିତ୍ସାଧୀନ ଅବସ୍ଥାରେ ପୁରୀ ଜିଲ୍ଲା ଡେଲାଙ୍ଗ ଚାଇଁପୁର ଗାଁର ନିବାସୀ ଶ୍ରୀତମ ସାହୁଙ୍କର ମୃତ୍ୟୁ ହୋଇଥିବା ସୂଚନା ମିିଳିଛି। ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି, ଅନ୍ୟ ୨ ଗୁରୁତର ଏବେ ବି ଚିକିତ୍ସାଧୀନ ରହିଛନ୍ତି। ୨୯…

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ପୌଷ କୃଷ୍ଣ ସପ୍ତମୀ ତିଥି । ଏନେଇ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଅପରାହ୍ନ ୪ ଟାରୁ ରାତ୍ର ୮ ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ…

ଆଜି ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ଆଜି ବଲାଙ୍ଗୀର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ର ଉଦଘାଟନ କରିବେ । ୨ ହଜାର ୭୨୩ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଛି ଏହି ପ୍ରକଳ୍ପ । ଏହା ସହିତ ଆଜି ୩୦୫ କୋଟିର ଅନ୍ୟାନ୍ୟ ପ୍ରକଳ୍ପ ର ଉଦଘାଟନ ଓ ସହ ୨…

ସକାଳେ ମନ୍ତ୍ରୀ କହିଲେ ‘ନା’, ରାତିରେ ମନ୍ତ୍ରାଳୟର ଖାରଜ: ଦୋଷ ଲଦିଲେ ରାଜ୍ୟ ଉପରେ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା ହାଇକୋର୍ଟ ବେଞ୍ଚ ଦାବି ନେଇ ମଙ୍ଗଳବାର ସକାଳେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଦେଇଥିବା ବୟାନକୁ ରାତିରେ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ଖଣ୍ଡନ କରିଛି। କେନ୍ଦ୍ର ସରକାର ଓ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇ-କୋର୍ଟ ପ୍ରକଳ୍ପ…

ଆବାସିକ ଭାବେ ପଞ୍ଜିକୃତ ଘର ବ୍ୟବସାୟିକ ବ୍ୟବହାର ହେଉଥିଲେ ବିଏମସି ନେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଘରୋଇ ସମ୍ପତ୍ତିକୁ ବାଣିଜ୍ୟିକ ଭାବେ ବ୍ୟବହାର କରାଯାଉଛି। ଏହାକୁ ନେଇ ଗମ୍ଭୀର ହୋଇଛି ଭୁବନେଶ୍ବର ମହାନଗର ନିଗମ (ବିଏମସି)। ଏପରି ନକରିବାକୁ ବା କଟକଣା ଲଗାଇବକୁ ବିଏମସି ନିଷ୍ପତ୍ତି ନେଇଛି। ବିଏମସି ବିଶେଷ କରି ଏବେ ଘର ମାଲିକଙ୍କୁ ଟାର୍ଗେଟ କରିବ, ଯେଉଁମାନେ ସେମାନଙ୍କ…