Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ମୋ ଘର’ ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ ପୂରା ପ୍ରକ୍ରିୟା

ଭୁବନେଶ୍ୱର: ପକ୍କା ହେବ କଚ୍ଚା ଘର । ରାଜ୍ୟର ଗରିବ ଓ ନିମ୍ନ ମଧ୍ୟବିତ୍ତଙ୍କ ଲାଗି ଓଡ଼ିଶା ସରକାର ଆରମ୍ଭ କରିଥିବା ‘ମୋ ଘର’ ଯୋଜନା ପାଇଁ ଆଜିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆବଦେନ ପାଇଁ ଆବେଦନକାରୀଙ୍କୁ https://rhodisha.gov.in/moghara/ ରେ ପ୍ରଥମେ ପଞ୍ଜିକରଣ କରିବାକୁ…

ବାହାନଗା ରେଳ ଦୁର୍ଘଟଣା: ଏସସିବିରେ ଚିକିତ୍ସିତ ହେଉଥିବା ଜଣେ ଆହତଙ୍କର ମୃତ୍ୟୁ

କଟକ: ଭୟଙ୍କର ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବିରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କର ଆଜି ମୃତ୍ୟୁ ଘଟିଛି। ମୃତକ ହେଲେ ବିହାର ବାସିନ୍ଦା ୧୭ ବର୍ଷୀୟ ପ୍ରକାଶ ରାମ। ଗୁରୁତର ଆହତ ହୋଇ ଏକଟକ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ ପ୍ରକାଶ। ଆସିୟୁରେ ତାଙ୍କର ଚିକିତ୍ସିତ…

ନିଶା ବର୍ଜନର ବାର୍ତ୍ତା ନେଇ ଝାରସୁଗୁଡ଼ାରୁ ଭୁଟାନ, ୩ ହଜାର କିମି ପଦଯାତ୍ରାରେ ବାହାରିଛନ୍ତି ୬୬ ବର୍ଷୀୟ ଅଭିରାମ

ସୋର: ନିଶା ସେବନ ଭୟବାହତା ଓ ପ୍ରତିଦିନ ଶାରୀରିକ ବ୍ୟାୟାମ କରି ସୁସ୍ଥ ଓ ନିରାମୟ ହେବାକୁ ବାର୍ତ୍ତା ଦେଉଛନ୍ତି ୬୬ ବର୍ଷୀୟ ବୟସ୍କ ଅଭିରାମ ଶତପଥୀ। ଏଥିପାଇଁ ସେ ପଦଯାତ୍ରା କରି ଲୋକଙ୍କୁ ସଚେତନ କରାଯାଉଛନ୍ତି। ଏଥର ତାଙ୍କ ପଦଯାତ୍ରା ଟିକେ ଲମ୍ବା। ପ୍ରାୟ ୩ ହଜାର କିମି। ପଦଯାତ୍ରା କରି ସେ…

ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ

ନାୟଗଡ଼: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ବାସଭବନ ସହିତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ଜାରି ରିଖିଛି। ଦୁର୍ନୀତି ଅଭିଯୋଗରେ ପୂର୍ବରୁ…

ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି, ଅନୁଷ୍ଠିତ ହେବ ଘଣା ଲାଗି ନୀତି

ପୁରୀ: ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି ହୋଇଥିବାରୁ ଆଜି ମହାପ୍ରଭୁଙ୍କ  ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବା। ତା ସହିତ ଠାକୁରଙ୍କର ଖଡ଼ି ପ୍ରସାଦ ଲାଗି ମଧ୍ୟ ଅନୁଷ୍ଠିତ ହେବ। ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜିଉଙ୍କୁ ଘଣା ଲାଗି କରାଯିବା ରେ ଖଳି ଲାଗି ହେବ ତା…

ଓଡ଼ିଶା ଓ ଛତିଶଗଡ଼ ପୁଲିସର ମିଳିତ ଛଡ଼ାଉ, ଗିରଫ ଶିକାର ଗ୍ୟାଙ୍ଗ, ବାଘ ଛାଲ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ

ଉମରକୋଟ: ଦର୍ଘଦିନ ଧରି ବନ୍ୟଜନ୍ତୁ ଶିକାର କରି ଛାଲ ଓ ନଖ ବିକ୍ରି କରି ମାଲାମାଲ ହେଉଥିଲେ। ଗୁପ୍ତ ସୂଚନା ପାଇଁ ଗାଁରେ ଦୁଇଟି ରାଜ୍ୟରେ ପୁଲିସ ପଶି ଛଢ଼ାଉ କରିବାରୁ ବାଘ ଛାଲ ସହ ଗିରଫ ହୋଇଛନ୍ତି ଶିକାରୀ। ଓଡ଼ିଶା ସୀମାନ୍ତ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ମୁଣ୍ଡିବେଡ଼ା ପଞ୍ଚାୟତର…

ସକାଳ ୫.୩୦ ସୁଦ୍ଧା ରାଜଧାନୀ ତାପମାତ୍ରା ୩୦.୨ ଡ଼ିଗ୍ରୀ, ଆଗାମୀ ୩ଦିନ ଯାଏଁ ତାତିବ ଉପକୂଳ

ଭୁବନେଶ୍ୱର: ଅସହ୍ୟ ହୋଇଛି ଖରା ଆଉ ଗରମ। ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୦ ଡିଗ୍ରୀ ଛୁଇଁଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ଆଜି ସକାଳ ୫. ୩୦ ସୁଦ୍ଧା ଭୁବନେଶ୍ୱର ରେ ୩୦.୨ ଡ଼ିଗ୍ରୀ ତାପମାତ୍ରା ଥିବା ବେଳେ ୯୨…

ଆବାସ ଯୋଜନାରେ ହିତାଧିକାରୀଙ୍କୁ ଘର ଦେବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଦୀର୍ଘ 5 ମାସର ବିଳମ୍ବ ପରେ ଶେଷରେ ଓଡ଼ିଶା ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଘର ପାଇଁ କାର୍ଯ୍ୟାଦେଶ ବଣ୍ଟନ କରିବାକୁ ବ୍ଲକ୍ ଉନ୍ନୟନ ଅଧିକାରୀ (ବିଡିଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନଲାଇନରେ କାର୍ଯ୍ୟାଦେଶ ବଣ୍ଟନ କରାଯିବ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଓଡ଼ିଶାରେ…

ଅଘୋଷିତ ବିଦ୍ୟୁତ କାଟକୁ ବିରୋଧ, ଆନ୍ଦୋଳନକୁ ବ୍ଯାପକ କରୁଛି ବିରୋଧୀ ବିଜେପି

ଭୁବନେଶ୍ୱର: ଅଘୋଷିତ ବିଜୁଳି କାଟକୁ ବିରୋଧ କରି ଗୁରୁବାର ବିଭିନ୍ନ ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିଛି ଭାରତୀୟ ଜନତା ପାର୍ଟି। ବାଲେଶ୍ୱରର ବାଲିଆଠାରେ ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ହାତରେ ପ୍ଲାକାର୍ଡ ଧରି ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ।…

ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ପ୍ରଥମ କାର୍ଯ୍ୟାନୁଷ୍ଠାନ! ଦକ୍ଷିଣପୂର୍ବ ରେଳବାଇ ଏଜିଏମ୍ ଅତୁଲ୍ୟ ସିହ୍ନାଙ୍କ ବଦଳି

ବାଲେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ଆଜି(ଗୁରୁବାର) ଦକ୍ଷିଣପୂର୍ବ ରେଳବାଇର ଅତିରିକ୍ତ ଜେନେରାଲ ମ୍ୟାନେଜର(ଏଜିଏମ) ଅତୁଲ୍ୟ ସିହ୍ନାଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ପ୍ରାୟ ଦୁଇ ସପ୍ତାହ ପରେ ରେଳବାଇ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଟ୍ରେନ୍ ଦୁର୍ଘଟଣାର ସିବିଆଇ…