Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅତିଥି ବେଶରେ ଆସି ବିବାହ ମଣ୍ଡପରୁ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଭୁବନେଶ୍ଵର: ରାଜଧାନୀରେ ଥମୁନି ଲୁଟେରାଙ୍କ ଉତ୍ପାତ । ଦିନକୁ ଦିନ ଏହା ଉଗ୍ର ରୂପ ଧରିଲାଣି । ପ୍ରତ୍ୟେକ ଦିନ କିଛି ନା କିଛି ଲୁଟର ଖବର ସାମ୍ନାକୁ ଆସୁଛି । ସେ ଛିନତାଇ ହେଉ କିମ୍ବା ଆପାର୍ଟମେଣ୍ଟରୁ ଚୋରୀ ଏଭଳି ଅନେକ ଘଟଣା ଘଟୁଛି । ତେବେ ଆଜି ଏପରି ଏକ ଅଭାବନୀୟ ଘଟମା ସାମ୍ନାକୁ ଆସିଛି…

‘ନୂଆଦିଲ୍ଲୀ ବିଶ୍ବ ପୁସ୍ତକ ମେଳା- ୨୦୨୪’ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ନୂଆଦିଲ୍ଲୀ: ୫୨ତମ ‘ନୂଆଦିଲ୍ଲୀ ବିଶ୍ବ ପୁସ୍ତକ ମେଳା ୨୦୨୪'କୁ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ସହଯୋଗରେ ନ୍ୟାସନାଲ ବୁକ୍ ଟ୍ରଷ୍ଟ(ଏନବିଟି) ପକ୍ଷରୁ ଏହି ପୁସ୍ତକ ମେଳା ଆୟୋଜିତ…

ଗୁପ୍ତେଶ୍ୱର ବନାଞ୍ଚଳକୁ ଜୈବ ବିବିଧତା ଐତହ୍ୟସ୍ଥଳ ମାନ୍ୟତା

କୋରାପୁଟ: ଗୁପ୍ତେଶ୍ୱର ବନାଞ୍ଚଳକୁ ମିଳିଲା ଜୈବ ବିବିଧତା ଐତିହ୍ୟସ୍ଥଳ ମାନ୍ୟତା। ଏନେଇ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ବିଭାଗୀୟ ଅତିରିକ୍ତ ଶାସନ ସଚିବଙ୍କ ପକ୍ଷରୁ ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଏହା ରାଜ୍ୟର ଚତୁର୍ଥ…

ଓଡ଼ିଶାରେ ହେବ ପ୍ରଥମ ଅଟୋ ମୋବାଇଲ ପ୍ଲାଣ୍ଟ, ସୃଷ୍ଟି ହେବ ୧୧ ହଜାର ନିଯୁକ୍ତି

ଭୁବନେଶ୍ବର: ଓଡ଼ିଶାରେ ହେବ ପ୍ରଥମ ଅଟୋ ମୋବାଇଲ ପ୍ଲାଣ୍ଟ । JSW ଗ୍ରୁପ ମେଗା ଇଲେକ୍ଟ୍ରିକ ଗାଡି ଏବଂ ବ୍ୟାଟେରୀ ପ୍ଲାଣ୍ଟ ସ୍ଥାପନ କରିବ । ଏନେଇ ଆଜି ଲୋକସେବା ଭବନରେ JSW ଗ୍ରୁପ୍ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ବା ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି, ଏବେ ମିଳିବ ଏକ ହଜାର ଟଙ୍କା

ଭୁବନେଶ୍ଵର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ…

କଂଗ୍ରେସରୁ ହାତ ଟିକେଟ ପାଇଁ ବଢ଼ୁଛି କି ଆଶାୟୀଙ୍କ ସଂଖ୍ୟା?

ଭୁବନେଶ୍ୱର:ଆଉ ମାତ୍ର ଦିନ କେଇଟାର ଅପେକ୍ଷା। ଅନୁଷ୍ଠିତ ହେବ ସାଧାରଣ ନିର୍ବାଚନ। ଯାହା ପାଇଁ ସବୁ ରାଜନୈତିକ ଶିବିରରେ ଏବେ ଟିକେଟ କାହାକୁ ଦିଆଯିବ ସେ ନେଇ ଏବେ ଦଳର ସୁପ୍ରିମୋଙ୍କ ପାଖରେ ଲାଗୁଛି ଲମ୍ବା ଲାଇନ। ରାଜ୍ୟରେ ବିଜେପି ଓ ବିଜେଡିକୁ ବାଦ୍ ଦେଲେ କଂଗ୍ରେସରୁ ଟିକେଟ ପାଇବା ପାଇଁ…

ଉଦଘାଟନର ଚାରି ମାସ ବି ପୁରିନି, ଦବିଗଲା ବିଜୁ ଏକ୍ସପ୍ରେସ ସେତୁ

ନୂଆପଡା: ପୂର୍ତ୍ତ ବିଭାଗର ପିସି କାରବାରର ନଗ୍ନ ଚିତ୍ର । ଠିକାଦାର ର ମନମୁଖୀ କାର୍ଯ୍ୟ ସହ ତତ୍କାଳୀନ ଯନ୍ତ୍ରୀ ଙ୍କ ପିସି ଖିଆ ମନୋଭାବ ଯୋଗୁଁ ମାତ୍ର ଛଅ ମାସ ମଧ୍ୟରେ ଦବିଗଲା କୋଟିକୋଟି ଟଙ୍କା ବ୍ୟୟରେ ନିର୍ମିତ ବିଜୁ ଏକ୍ସପ୍ରେସ ସେତୁ । ମୁଖ୍ୟମନ୍ତ୍ରୀ ଆସି ଉଦଘାଟନ କରିବେ ବୋଲି ତରବରିଆ…

ଲାଞ୍ଚ ନେଉଥିଲେ ପ୍ରଧାନଶିକ୍ଷକ; ମାଡ଼ିବସିଲା ଭିଜିଲାନ୍ସ

କେନ୍ଦ୍ରାପଡା: ପିଲାମାନଙ୍କୁ ନୈତିକତା, ବୌଦ୍ଧିକ ଶିକ୍ଷା ଦେଉଥିବା ଶିକ୍ଷକ ଯଦି ଭୁଲ କରେ ତେବେ କହିବ ବା କାହାକୁ । ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ବାନ୍ଧିଲା ଭିଜିଲାନ୍ସ । ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଠାରୁ ୫ହଜାର ଟଙ୍କା…

ଜଣେ ନାବାଳକ ସହ ୪ ଜୀବନ ନେଲା ଇଟା ଭାଟି

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅଧୀନ କମଲାଙ୍ଗ ଗାଁ ଇଟାଭାଟିରେ ଅଭାବନୀୟ ଘଟଣା । ଇଟାଭାଟିରେ ନିଆଁ ଲଗାଇ ତା’ ଉପରେ ଶୋଇଥିଲେ। ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଜଣଙ୍କ ଜୀବନ। ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ବେଳେ ତାଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଜଣାଯାଇଛି।…

ହାତ ଧରିଲେ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ତଥା ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି । ଆଜି ସେ ଭୁବନେଶ୍ୱର ଆସି ହାତ ଧରିଛନ୍ତି । କଂଗ୍ରେସରେ ମିଶିବା ପରେ…