Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୋପାଳପୁରରୁ ବିଜେଡି ପ୍ରାର୍ଥୀ ହେବେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା!

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ଗୋପାଳପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦୁର୍ନୀତି ଅଭିଯୋଗରେ ଦଳରୁ ବହିଷ୍କୃତ ହୋଇଥିବା ବର୍ତ୍ତମାନର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସ୍ଥାନରେ ଦଳ କାହାକୁ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ଲାଗି ରହିଛି। ଏହାରି…

ଦଶପଲ୍ଲାରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ନୟାଗଡ: ରଥଯାତ୍ରା ପାଇଁ ଆଜି ପୁରୀ ଅଭିମୁଖେ ବାହାରିଲା ପ୍ରଥମ ପର୍ଯ୍ୟାୟ ରଥକାଠ । ନୟାଗଡ ଜିଲ୍ଲା ଦଶପଲ୍ଲା ମହାବୀର ମନ୍ଦିରରେ ଶୁକ୍ରବାର ପୂଜାର୍ଚ୍ଚନା ପରେ ରଥକାଠ ବାହାରିଥିବା ସୂଚନା ମିଳିଛି । ତେବେ ୩ଟି ଟ୍ରକରେ ଶ୍ରୀମନ୍ଦିର ଅଭିମୁଖେ ଆସୁଛି ୧୦୨ ଖଣ୍ଡ କାଠ । ଏଥିରେ ୫୦ ଖଣ୍ଡ ଅସନ…

ପାଣ୍ଡିଆନଙ୍କ ସାକ୍ଷାତକାର: ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ରାଜନୈତିକ ମହଲରେ କଳ୍ପନାଜଳ୍ପନା ଜୋର ଧରିଛି। ଗତବର୍ଷ ଆଇଏଏସ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇ ବିଜେଡିରେ ଯୋଗ ଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ…

ଲିଙ୍ଗ ନିରୂପଣ ଅଭିଯୋଗରେ ଡାକ୍ତରଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ

କଟକ: କଟକ ଫ୍ରେଣ୍ଡସ୍ କଲୋନୀରେ ଜଣେ ଡାକ୍ତରଙ୍କ ଘରେ ଚଢଉ କଲା ସ୍ୱାସ୍ଥ୍ୟ ବିଭାଗ । ଲିଙ୍ଗ ନିରୁପଣ ଅଭିଯୋଗ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍‍ ଚଢଉ କରିଛି ।ଏହି ରେଡ୍‌ରେ ସ୍ୱାସ୍ଥ୍ୟ ବିଭାଗ ଟିମ୍ ସହ ଉପଜିଲ୍ଲାପାଳ ମଧ୍ୟ ସାମିଲ ଥିଲେ । ଏହି ଚଢଉ ସମୟରେ ଏକ ଅଲଟ୍ରାସାଉଣ୍ଡ…

ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ପ୍ରେମାନନ୍ଦ ନାୟକ

ଭୁବନେଶ୍ଵର: ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ । ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ପୂର୍ବରୁ ବୈଷୟିକ ଓ ଦକ୍ଷତା ବିକାଶ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ପ୍ରେମାନନ୍ଦ ନାୟକ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

୬ ମାସର ଶିଶୁପୁତ୍ରକୁ ଗଳା କାଟି ହତ୍ୟା କଲା ମହିଳା!

ବଲାଙ୍ଗୀର: ଖଲିଆପାଲି ଗାଁରେ ଜଣେ ମହିଳା ନିଜ ୬ ମାସର ପୁଅର ଗଳା କାଟି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଜଘନ୍ୟ କାଣ୍ଡ ପଛର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଶିଶୁଟିର ଜେଜେମା' ତାକୁ ମାଲିସ୍ କରିବାକୁ ଯାଇଥିବା ବେଳେ ପ୍ରଚୁର ରକ୍ତସ୍ରାବ ହେଉଥିବା ଦେଖିବାକୁ ପାଇଥିଲେ। ସେ…

ସୁନାବେଡା ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବାରକୋଟ ଘାଟ ନିକଟ ସୁନାବେଡ଼ା ଜଙ୍ଗଲରେ ଶୁକ୍ରବାର ସକାଳେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସ୍ପେଶାଲ ଅପରେସନ୍ ଗ୍ରୁପ୍ (ଏସ୍ଓଜି) ଏବଂ ଡିଏଫଓକୁ ନେଇ ଗଠିତ ସୁରକ୍ଷାବାହିନୀ ଏହି ଅଞ୍ଚଳରେ ସଶସ୍ତ୍ର ମାଓ କ୍ୟାଡରଙ୍କ ଉପସ୍ଥିତି…

୯୦୦ କୋଟି ଟଙ୍କାର ଚିଟଫଣ୍ଡ ଦୁର୍ନୀତି, ୧ କୋଟି ଟଙ୍କା ଜବତ କଲା ଇଡି

ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୋଲଡେନଲ୍ୟାଣ୍ଡ ଡେଭଲପର୍ସ ଲିମିଟେଡ୍ ଦ୍ୱାରା ୯୦୦ କୋଟି ଟଙ୍କାର ଚିଟ୍ ଫଣ୍ଡ୍ ଦୁର୍ନୀତିର ତଦନ୍ତରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ୧ କୋଟିରୁ ଅଧିକ ଟଙ୍କାର ନଗଦ ଟଙ୍କା ଜବତ କରିଛି। ଗୁରୁବାର ଓ ଶୁକ୍ରବାର ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି ଓ…

ଆଜି ତ୍ରିବେଣୀ ଅମାବାସ୍ୟା: ଜନ୍ମ ତିଥିରେ ସାବିତ୍ରୀ ବେଶରେ ଦର୍ଶନ ଦେବେ ମା’ ବିରଜା

ଯାଜପୁର: ଆଜି ପବିତ୍ର ମୌନି ତଥା ତ୍ରିବେଣୀ ଅମାବାସ୍ୟା । ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁ ମାନେ ପବିତ୍ର ପୁଷ୍କରିଣୀ ଗୁଡ଼ିକରେ ବୁଡ଼ ପକାଇଛନ୍ତି । ଏହାସହ ପ୍ରୟାଗରାଜ ଓ ଅନ୍ୟ ସ୍ଥାନରେ ମଧ୍ୟ ଶ୍ରଦ୍ଧାଳୁ ମାନେ ଗଙ୍ଗା ନଦୀରେ ବୁଡ଼ ପକାଇବା ପାଇଁ ସକାଳୁ ସକାଳୁ ଭିଡ଼…

ଦୋକାନ ଆଗରେ ପାଲ ଟାଣି ସର୍ଟର ତାଡି ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୁତ୍ତ

ଭଦ୍ରକ: ଆଜିକାଲି ଚୋରି କରିବାର ତରିକା ବଦଳିଗଲାଣି । କିଏ କେତେ ପ୍ରକାରର କାଇଦାରେ ଚୋରି କରିବାକୁ ବୁଦ୍ଧି ଖଞ୍ଜିଲେଣି । ପୋଲିସ ପକ୍ଷରୁ ଏହା ଉପରେ ରୋକ୍ ଲଗାଇବାକୁ ବିଭିନ୍ନ ପଦକ୍ଷେପ ନିଆଯାଉଥିବାବେଳେ, ଦୁଇ ପାଦ ଆଗରେ ରହୁଛନ୍ତି ଏହି ଚୋର ମାନେ । ସେହିଭଳି ଏକ ଘଟଣା ସାମ୍ନାକୁ ଆସିଛି…