Latest Odisha News

BREAKING NEWS

Browsing Category

ଓଡିଶା

Odisha

୩୦ରୁ ଅଧିକ ବିରଳ ପ୍ରଜାତିର ସୁରକ୍ଷା ପାଇଁ ବଟରଫ୍ଲାଏ ପାର୍କ ପ୍ରତିଷ୍ଠା କରିଛି ବେଦାନ୍ତ ଆଲୁମିନିୟମ

ଝାରସୁଗୁଡ଼ା: ବେଦାନ୍ତ ଆଲୁମିନିୟମ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ଓଡ଼ିଶାର ଝାରସଗୁଡ଼ାର ପରିସରରେ ନୂଆ ବଟରଫ୍ଲାଏ ପାର୍କ ପ୍ରତିଷ୍ଠା କରିଛି । ଏହି ପାର୍କରେ ଉଦ୍ଭିଦ ପ୍ରଜାତିର ୧୦୦ରୁ ଅଧିକ ଯତ୍ନ ପାଇଁ ମନୋନୀତ କରାଯାଇଛି ଯାହା ୩୦ରୁ ଅଧିକ ବିରଳ ତଥା ସୂକ୍ଷ୍ମ ପ୍ରଜାତିଙ୍କୁ…

ନିଷ୍ଟ ବ୍ରହ୍ମପୁର ପକ୍ଷରୁ ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା ପୀଡ଼ିତଙ୍କ ପିଲାମାନଙ୍କୁ ମାଗଣା ପାଠପଢ଼ା ସୁବିଧା

ଭୁବନେଶ୍ୱର: ନିଷ୍ଟ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି (ଏନ୍‌ଆଇଏସ୍‌ଟି), ବ୍ରହ୍ମପୁର ପକ୍ଷରୁ ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା ପୀଡ଼ିତଙ୍କ ପିଲାମାନଙ୍କୁ ମାଗଣାରେ ପାଠପଢ଼ା ସୁବିଧା ପ୍ରଦାନ କରିବା ଲାଗି ସହାୟତା ଘୋଷଣା କରାଯାଇଛି । ନିଷ୍ଟର ପ୍ରତିଷ୍ଠାତା, ଡକ୍ଟର ସୁକାନ୍ତ…

ଆଉ ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, ମୌସୁମୀ ଅଗ୍ରସର ପାଇଁ ଅନୁକୂଳ ହେଉଛି ପାଗ…

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ଅନୁକୂଳ ହେବ ପାଗ । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୧୮ରୁ ୨୧ ଜୁନ ମଧ୍ୟରେ  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଭାରତର ରାଜ୍ୟ ଗୁଡିକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ।…

ମଟନ୍ ପାଇଁ ଜିଦ୍ ଧରିଲେ ବରର ସାଙ୍ଗ, ବାହା ହେବାକୁ ମନା କରିଦେଲେ କନିଆଁ

ସମ୍ବଲପୁର: ସରିଥିଲା ବେଦୀ ବନ୍ଧା । ବାଜା ରୋଷଣୀ ଧରି କନିଆଁ ଘରେ ପହଞ୍ଚିଥିଲା ବର ।  ଆଉ ମାତ୍ର କେଇ ମୁହୂର୍ତ୍ତ ପରେ ପଡ଼ିଥାନ୍ତା ହାତଗଣ୍ଠି । ହାତକୁ ଦି ହାତ ହୋଇଥାନ୍ତେ ବର, କନିଆଁ । ହେଲେ ମଟନ୍ ପାଇଁ ସବୁକିଛି ଓଲଟ ପାଲଟ ହୋଇ ଯାଇଛି । ମାଂସ ପାଇଁ ବରଯାତ୍ରୀଙ୍କ ହୋ ହଲ୍ଲା ପରେ ବାହା…

ଜୁନ୍ ୧୭ରେ ଓଡ଼ିଶା ଆସିବେନି ଅମିତ୍ ଶାହ, ଦ୍ୱିତୀୟ ଥର ପାଇଁ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ୱର: ଏବେ ଓଡ଼ିଶା ଆସିବେ ନାହିଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ବାତ୍ୟା ‘ବିପର୍ଯ୍ୟୟ’ ଗୁଜରାଟ ମୁହାଁ ହୋଇଥିବା ବେଳେ ଆସନ୍ତାକାଲି ଉପକୂଳ ଛୁଇଁବ । ବାତ୍ୟା ଉପରେ କେନ୍ଦ୍ର ସରକାର ତୀକ୍ଷଣ ନଜର ରଖିବା ସହ ମନିଟରିଂ କରୁଛନ୍ତି । ତେଣୁ ଆସନ୍ତା ୧୭ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ଆସନ୍ତା ୧୯ରେ କଂଗ୍ରେସ ଘେରିବ ଗ୍ରୀଡକୋ କାର୍ଯ୍ୟାଳୟ

ଭୁବନେଶ୍ୱର: ଗ୍ୟାସ ଦର ବୃଦ୍ଧିକୁ ନେଇ ବିଜେଡି ଓ ବିଦ୍ୟୁତ୍ କାଟକୁ ନେଇ ବିଜେପି ରାଜନୀତି କରୁଥିବା ବେଳେ କଂଗ୍ରେସ ଦୁଇ ଦଳକୁ ସମାଲୋଚନା କରିଛି । ବୁଧବାର ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଉଭୟ ବିଜେଡି, ବିଜେପି ଉପରେ ବର୍ଷିଛନ୍ତି । କହିଛନ୍ତି, ବିଜେପି ଓ ବିଜେଡି ଉଭୟ ଦଳ…

ଗ୍ୟାସ୍ ଦରକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ବିଜେଡି

ଭୁବନେଶ୍ୱର: ଗ୍ୟାସ୍ ସହ ଅନ୍ୟ ସାମଗ୍ରୀର ଦରବୃଦ୍ଧିକୁ ନେଇ ରାଜଧାନୀରେ ବିଜୁ ଜନତା ଦଳ ପ୍ରତିବାଦ କରିଛି । ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହ ଶତାଧିକ ନେତା ଓ କର୍ମୀ ଚୂଲିରେ ପ୍ରତିବାଦ ସ୍ଥଳରେ ରୋଷେଇ କରିଛନ୍ତି । ରାଜଭବନ ସମ୍ମୁଖରେ ଦରଦାମ ବୃଦ୍ଧିକୁ ନେଇ…

ଜମୁଛି ରଜ ପର୍ବର ଆସର: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତ ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଶୁଭେଚ୍ଛା ଜଣାଇ ଲେଖିଛନ୍ତି…

ଖାଲି ଦିନ ନୁହେଁ ପଶ୍ଚିମ ଓଡ଼ିଶାରେ ରାତି ବି ତତଲା

ଭୁବନେଶ୍ୱର: ତତଲା କଡ଼େଇରେ ଭାଜି ହେଉଛି ପଶ୍ଚିମ ଓଡ଼ିଶା । ଆଗାମୀ ୫ ଦିନ ଯାଏ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଦିନରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ପଶ୍ଚିମ ଓଡ଼ିଶାରେ ରାତି ବି ତାତିରେ ଜଳୁଛି ।…

ରାଜଧାନୀର ସରକାରୀ କ୍ୱାର୍ଟର ପରିସରରେ ଥିବା ମନ୍ଦିର ଭାଙ୍ଗିବାକୁ ବିଡିଏକୁ ହାଇକୋର୍ଟଙ୍କ ଅନୁମତି

କଟକ: ଭଙ୍ଗା ହେବ ସରକାରୀ କ୍ୱାର୍ଟର ପରିସରରେ ଥିବା ମନ୍ଦିର । ଏନେଇ ଓଡ଼ିଶା ହାଇକୋର୍ଟ, ବିଡିଏକୁ ଅନୁମତି ଦେଇଛନ୍ତି । ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୩ ଖାରବେଳ ନଗର ଥାନା ଅନ୍ତର୍ଗତ ଏକ ସରକାରୀ କ୍ୱାର୍ଟର ପରିସରରେ ଥିବା ମାଆ ତାରିଣୀ ମନ୍ଦିର ଭାଙ୍ଗିବାକୁ ହାଇକୋର୍ଟ ଅନୁମତି ଦେଇଛନ୍ତି…