Latest Odisha News

BREAKING NEWS

Browsing Category

ଓଡିଶା

Odisha

ଫେବ୍ରୁଆରି ୧୦ରୁ ୭ଟି ଜିଲ୍ଲାରେ ଫାଇଲେରିଆ ବିରୋଧୀ ଅଭିଯାନ ଆରମ୍ଭ ହେବ

ଭୁବନେଶ୍ୱର: ଫେବ୍ରୁଆରି ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୭ଟି ଜିଲ୍ଲାରେ ଲିମ୍ଫାଟିକ୍ ଫାଇଲେରିଆସିସ୍ (ଏଲ୍ ଏଫ୍) ବା ଫାଇଲେରିଆ ନିରାକରଣ ପାଇଁ ଓଡ଼ିଶା ସରକାର ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଆୟୋଜନ କରିବେ। ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, କଟକ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼…

ମେସିନ୍ ଯୋଗେ ବାଲି ଉଠାଣ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ, ପରିବହନ ଉପରେ କଟକଣା

କଟକ: ମେସିନ ବ୍ୟବହାର କରି ନଦୀ କୂଳରେ ବାଲି ଉତ୍ତୋଳନ ଉପରେ କଟକଣା ଲଗାଇବା ସହ ବାଲି ପରିବହନ ଉପରେ ଅନେକ କଟକଣା ଜାରି କରିଛନ୍ତି ଓଡ଼ିଶା ହାଇକୋର୍ଟ। ମେସିନ୍ ଦ୍ୱାରା ବାଲି ଉତ୍ତୋଳନ କରାଯାଇପାରିବ ନାହିଁ ଏବଂ ବୁଧବାରଠାରୁ ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯାଉ ବୋଲି…

‘ରୋଜ ଡେ’: ଆରମ୍ଭ ହେଲା ପ୍ରେମ ସପ୍ତାହ, ଗୋଲାପ କହିବ ମନର କଥା

ଭୁବନେଶ୍ବର: ପ୍ରେମ ମାନେନାହିଁ ବୟସ, ଜାତି ଓ ସୀମା ସରହଦ । ସେ ସବୁବେଳେ ଶାଶ୍ବତ ଓ ଚିରନ୍ତନ । ପ୍ରେମ ସଫଳ ବା ବିଫଳ ହୋଇପାରେ, ମାତ୍ର ଏହାର ଅନୁଭବ ନିଶ୍ଚିତ ଭାବେ ଅନନ୍ୟ । ପ୍ରାପ୍ତି ଓ ଅପ୍ରାପ୍ତିର ଦୋଛକିରେ ସବୁବେଳେ ମନ ଖୋଜୁଥାଏ ସାଥୀଟିଏ । କୁହାଯାଏ ପ୍ରକୃତିର ଛଅ ଋତୁ । କିନ୍ତୁ…

ବିଚ ରାସ୍ତାରେ ପିଟିଲା ପୋଲିସ, ଖାକିର ଏ କି ଦାଦାଗିରି?

ପିପିଲି: ପୁରୀ ଜିଲ୍ଲା ପିପିଲିରେ ସୋମବାର ରାତିରେ ଜଣେ ଯୁବକଙ୍କୁ ରାସ୍ତାରେ ଜଣେ ପୁଲିସ ଅଧିକାରୀ ନିର୍ମମ ଭାବେ ମାଡ଼ ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ପିପିଲି ବ୍ଲକ ହସନପୁର ଗ୍ରାମର ନୃସିଂହ ପ୍ରଧାନ ନାମକ ଜଣେ ଯୁବକଙ୍କ ଗାଡ଼ିରେ ପେଟ୍ରୋଲ ଭର୍ତ୍ତିକୁ…

ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନ, ଆଜି ରାଉରକେଲାରୁ ପୁଣି ରାହୁଲଙ୍କ ଯାତ୍ରା

ରାଉରକେଲା: ମଙ୍ଗଳବାର ଠାରୁ ଓଡ଼ିଶାରେ ପହଞ୍ଚିଛି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା । ଦ୍ବିତୀୟ ଦିନରେ ଆଜି ରାଉରକେଲାରୁ ପୁଣି ଆରମ୍ଭ ହେବ ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା । ସକାଳ ୯.୩୦ ରେ ରାଉରକେଲା ଉଦିତ ନଗର ଠାରୁ ଆରମ୍ଭ ହେବ ଯାତ୍ରା । ବିର୍ସାମୁଣ୍ଡା ଛକରୁ ପାନପୋଷ ଛକ ଯାଏଁ…

ବଦଳିବ ରେଭେନ୍ସା ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି, ଖର୍ଚ୍ଚ ହେବ ୨୫୦କୋଟି ଟଙ୍କା 

କଟକ:ନୂଆ ରୂପ ସହ ବଦଳିବ ରେଭେନ୍ସା ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି। ରାଜ୍ୟ ସରକାର ଏଥି ପାଇଁ ୨୫୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ନୂଆ ରୂପ ସହ ଛାତ୍ରଛାତ୍ରୀମାନେ ଉନ୍ନତ ସୁବିଧା ପାଇ ପାରିବେ। ଅଧିକ ଛାତ୍ରାଵାସ, ଛାତ୍ରୀନିଵାସ, ସ୍ମାର୍ଟ ଶ୍ରେଣୀ ଗୃହ, ଆଧୁନିକ ଶୌଚାଳୟ ଓ କ୍ରୀଡା…

ନିଶାମୁକ୍ତି ପାଇଁ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ସ୍ଵେଚ୍ଛାସେବୀ ସଂଗଠନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ଵର: ନିଶାମୁକ୍ତି ନିମନ୍ତେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପଦକ୍ଷେପ ସୁଦୃଢ଼ କରିଛି । ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କଟକ ଓ ବ୍ରହ୍ମପୁରରେ କାର୍ଯ୍ୟରତ ୫ଟି ସ୍ଵେଚ୍ଛାସେବୀ ସଂଗଠନ ନିଶାମୁକ୍ତି ନିମନ୍ତେ କାର୍ଯ୍ୟକ୍ରମକୁ ବ୍ୟାପକ କରିବେ । ନିଶା ନିବାରଣ…

୨.୩୪ ଲକ୍ଷରୁ ଅଧିକ ବିକଶିତ ଭାରତ ସ୍ୱାସ୍ଥ୍ୟ ଶିବିରରେ ମୋଟ ଲୋକ ସଂଖ୍ୟା ୭.୨୨ କୋଟି ଟପିଛି

ଭୁବନେଶ୍ବର: ଚଳିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅଧୀନରେ ବର୍ତ୍ତମାନ ସୁଦ୍ଧା ଗ୍ରାମ ପଞ୍ଚାୟତ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାରେ ଆୟୋଜିତ ୨ ଲକ୍ଷ ୩୪ ହଜାର ୨୫୯ ଟି ସ୍ୱାସ୍ଥ୍ୟ ଶିବିରରେ ସମୁଦାୟ ୭ କୋଟି ୨୨ ଲକ୍ଷ ୬୯ ହଜାର ରୁ ଅଧିକ ଲୋକ ଯୋଗ ଦେଇଛନ୍ତି । ସ୍ୱାସ୍ଥ୍ୟ ଶିବିରରେ ଏହି ସବୁ…

ପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ନୟାଗଡ: ବହୁ ଚର୍ଚ୍ଚିତ ନୟାଗଡ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲା । ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଲେ ନୟାଗଡ ଚିଲଡ୍ରେନ୍ସ କୋର୍ଟ । ଏଥିସହ ୬ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସେପଟେ ସାବାଳକ ହୋଇଥିଲା ଅଭୁଯୁକ୍ତକୁ ମୃତ୍ୟୁଦଣ୍ଡାଦେଶ ହୋଇଥାଆନ୍ତା ବୋଲି…