Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୭ ବର୍ଷରେ ବିଜେଡି: ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମେଡ଼ିକାଲ କଲେଜ ପରିସରରେ ରକ୍ତଦାନ ଶିବିର ଆୟୋଜିତ

ପୁରୀ: ବିଜୁ ଜନତା ଦଳର ୨୬ ବର୍ଷ ପୂର୍ତ୍ତି ଉପଲକ୍ଷେ ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମେଡ଼ିକାଲ କଲେଜ ପରିସରରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ବିଜୁ ଯୁବ ଜନତା ଦଳର ରାଜ୍ୟ ଉପସଭାପତି ତଥା ଓଡ଼ିଶା ମୋ ପରିବାର ପୁରୀ ଜିଲ୍ଲା ସଂଯୋଜକ ଶୁଭାଶିଷ ଖୁଣ୍ଟିଆଙ୍କ ନେତୃତ୍ୱରେ ଏହି…

ଇଡକୋ ଚିଫ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଯାଜପୁର: ଭିଜିଲାନ୍ସ ଜାଲରେ ଇଡ୍‌କୋ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡ୍‌କୋ ଚିଫ୍ ଜେନେରାଲ ମ୍ୟାନେଜର ସରୋଜ କାନ୍ତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକକାଳୀନ ୭ ଟି ସ୍ଥାନରେ ଚଢାଉ ଚାଲିଛି । ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ…

କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳି ଦିବସ

ଭୁବନେଶ୍ବର : ଜାନୁଆରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ  । କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଦିବସ  । ସମସ୍ତ ଜିଲ୍ଲା ଓ ସହରରେ କ୍ୟାଣ୍ଡେଲ ଜାଳି ଦୁଇ ମିନିଟ୍  ପ୍ରାର୍ଥନା କରାଯିବ । ସରକାରଙ୍କ ଆଦିବାସୀ ମାରଣ ନୀତି ବିରୋଧରେ ଲଢିବାକୁ ଆହ୍ବାନ…

ତଳମୁହାଁ ହେଉଛି ଶୀତ ପ୍ରକୋପ : ଆଜି ୧୦ ଡିଗ୍ରୀ ତଳେ ୩ ସହର

ଭୁବନେଶ୍ବର : କମୁଛି ପାରଦ ଆଉ ବଢୁଛି ଶୀତ  । ରାଜ୍ୟରେ ଶୀତର କୋପ ଏବେ ତଳମୁହାଁ ହେବାରେ ଲାଗିଛି। ଆଜି୧୦ ଡିଗ୍ରୀ ତଳେ ରହିଛି ୩ଟି ସହର  ।  ୭ ଡିଗ୍ରୀ ତାପମାତ୍ରା ସହ କୋରାପୁଟ ପାଲଟିଛି ସବୁଠୁ ଥଣ୍ଡା ସହର  । ସେହିପରି  ଦାରିଙ୍ଗବାଡ଼ି ରେ ୮.୫ ଡିଗ୍ରୀ ଓ ସିମିଳିଗୁଡ଼ାରରେ ୯ ଡିଗ୍ରୀ…

ନୂଆ କୋଭିଡ ଆକ୍ରାନ୍ତ ସହ ସପ୍ତାହକରେ ତିନି ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ଗତ ୭ ଦିନ ମଧ୍ୟରେ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୨୮ ନୂଆ କୋଭିଡ୍-୧୯ ସଂକ୍ରମଣ ରେକର୍ଡ କରାଯାଇଛି।…

ଉଦଯାପିତ ହେଲା ନାରୀ ଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଯାଜପୁର: ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ଜାଫରପୁର ସ୍ଥିତ ନାରୀ ଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗତ ଦୁଇ ଦିନ ଧରି ଚାଲିଥିବା ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ ହୋଇ ଯାଇଛି। ଝାଟି ମାଟି ଘରୁ ଆରମ୍ଭ ହୋଇ ଆଜି 5ଟି ରୂପାନ୍ତରିତରେ ପରିଣତ ହୋଇଥିବା ଏହି ବିଦ୍ୟାଳୟର ବହୁ ପୁରାତନ…

ମୋ କାରକୁ ଅଟକାଇବା, ରାଜ୍ୟ ସରକାରଙ୍କ ବିଦ୍ବେଷ ମନୋଭାବକୁ ଦର୍ଶାଉଛି: ଅପରାଜିତା

ଭୁବନେଶ୍ୱର: ରାଜଧାନୀର ବୁଦ୍ଧେଶ୍ୱରୀ କଲୋନୀ ଦେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯାଉଥିବା ବେଳେ କିଛି ଲୋକ ଆସି  ତାଙ୍କ କାର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତା ଅବରୋଧ କରିବା ପରେ ଅପରାଜିତା ଷଡ଼ଙ୍ଗୀ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଅପରାଜିତା…

ଜାନୁଆରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବେ

ଭୁବନେଶ୍ୱର: ଆସନ୍ତାମାସ ଜାନୁଆରୀରେ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଉଲ୍ଲେଖନୀୟ ଭିତ୍ତିଭୂମି ପ୍ରକଳ୍ପ ଏହି ଅଞ୍ଚଳରେ ପରିବର୍ତ୍ତନ ଆଣିବ, ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ ଏବଂ ଓଡ଼ିଶାର ଦୁର୍ଗମ ଜିଲ୍ଲାକୁ ଦେଶର…

ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ ତ୍ୱରାନ୍ୱିତ କରିବାକୁ ବ୍ୟାଙ୍କଗୁଡ଼ିକୁ ରାଜ୍ୟ ସରକାରଙ୍କ ଅନୁରୋଧ

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଧାର୍ଯ୍ୟ ଲକ୍ଷ୍ୟ ହାସଲ କରିବାକୁ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଋଣ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ରାଜ୍ୟ ସରକାର ବ୍ୟାଙ୍କଗୁଡ଼ିକୁ ଅନୁରୋଧ କରିଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଜଣାପଡ଼ିଛି ଯେ ମିଶନ ଶକ୍ତି ବିଭାଗ ୧୫…

ଶ୍ରୀମନ୍ଦିର ପ୍ରକଳ୍ପ ପାଇଁ ଆଜିଠୁ ଦେବ ନିମନ୍ତ୍ରଣ

ପୁରୀ : ଆସନ୍ତା ଜାନୁଆରୀ ମାସ ୧୭ ତାରିଖରେ ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ  । ଏଥିଲାଗି ଆଜିଠାରୁ ଆରମ୍ଭ ହେବ ଦେବ ନିମନ୍ତ୍ରଣ କାର୍ଯ୍ୟକ୍ରମ  । ଭାରତବର୍ଷର ବିଭିନ୍ନ ମନ୍ଦିର , ୪ ଧାମ ଏବଂ ୧୨ଟି ଜ୍ୟୋର୍ତିଲିଙ୍ଗ , ଦାରୁ ଆସିଥିବା ବିଭିନ୍ନ ସ୍ଥାନ କୁ ଯାତ୍ରା କରିବେ…