Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡି @ ୨୭: ରାଜ୍ୟବ୍ୟାପୀ ଗଣଦୌଡ, ରକ୍ତଦାନ, ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ବର : ୨୭ ବର୍ଷରେ ପାଦ ଥାପିଲା ବିଜେଡି  । ଆଜି ଦଳ ତାର ୨୭ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଏଥିଲାଗି ପୁରା ସଜେଇ ହୋଇଛି ଶଙ୍ଖ ଭବନ  । ସବୁ ପ୍ରସ୍ତୁତି ପ୍ରାୟ ସରିଛି  । ପ୍ରତି ନିର୍ବାଚନମଣ୍ଡଳୀ ସହ ଶଙ୍ଖ ଭବନରେ ମଧ୍ୟ ପାଳନ ହେବ ବିଜେଡି ପ୍ରତିଷ୍ଠା ଦିବସ। ୧୯୯୭ ଡିସେମ୍ବର…

ଖ୍ରୀଷ୍ଟମାସରେ ନନ୍ଦନକାନନରେ ଲାଗିଲା ପ୍ରବଳ ଗହଳି

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖ୍ରୀଷ୍ଟମାସ ଦିନ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ନବନିର୍ମିତ ରୋପୱେ ଏକ ପ୍ରମୁଖ ଆକର୍ଷଣ ଥିଲା, ମନୋରମ କାଞ୍ଜିଆ ହ୍ରଦର ପକ୍ଷୀଙ୍କୁ ଦେଖିବାକୁ ଲୋକଙ୍କ ଲମ୍ବା ଧାଡ଼ି ଲାଗିଥିଲା। ରୋପୱେ ବ୍ୟତୀତ ପର୍ଯ୍ୟଟକମାନେ ନୂଆ ଜୀବଜନ୍ତୁ…

ଆସନ୍ତାକାଲି ୨୭ ବର୍ଷରେ ପଦାର୍ପଣ କରିବ ବିଜେଡି, ସେବା ଓ ବିକାଶକୁ ଅଧିକ ତ୍ୱରାନ୍ୱିତ କରିବାକୁ ଶପଥ ନେବ ଦଳ

ଭୁବନେଶ୍ବର: ଆସନ୍ତାକାଲି ୨୭ ବର୍ଷରେ ପଦାର୍ପଣ କରିବ ବିଜୁ ଜନତା ଦଳ । ବିଜେଡି ତାର ୨୭ ତମ ପ୍ରତିଷ୍ଠା ଦିବସକୁ ରାଜ୍ୟବ୍ୟାପି ପାଳନ କରିବାକୁ ବଡ଼ ଯୋଜନା କରିଛି । ଏହି ଅବସରରେ ଗଣଦୌଡ଼, ସାଧାରଣ ସଭା ସହ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏହା ସହିତ କଟକ ଆନନ୍ଦ…

ମହିଳାଙ୍କୁ ସମ୍ମାନ ଦେବା ଶିଖି ନାହିଁ ବିଜେଡି: ବିଜେପି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାରତୀୟ ଜନତା ପାର୍ଟିର ଲୋକପ୍ରିୟତାରେ ଅସହିଷ୍ଣୁ ଓ ଭୟଭୀତ ହୋଇପଡିଛି ଶାସକ ବିଜେଡି । ବିଜେପି ଲୋକପ୍ରତିନିଧିମାନଙ୍କୁ ଅଯଥାରେ ବିରୋଧ କରିବା ସହ ରାଜ୍ୟରେ ଅଶାନ୍ତିର ବାତାବରଣ ସୃଷ୍ଟି କରୁଛି ବିଜେଡି । ଭୁବନେଶ୍ୱର ସାଂସଦ ଅପରାଜିତା…

ଯାଞ୍ଚବେଳେ ପୋଲିସକୁ ଆକ୍ରମଣ, ଅଭିନେତା ଗିରଫ

ଭୁବନେଶ୍ୱର: ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ ସହ ଆକ୍ରମଣ କରିବା ଅଭିଯୋଗରେ ଭରତପୁର ଥାନା ପୋଲିସ ଜଣେ ଅଭିନେତାଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ସେ ହେଲେ ନୟାପଲ୍ଲୀରେ ରହୁଥିବା ପୁରୀର ବିରଞ୍ଚି ନାରାୟଣ ନାୟକ । ସେ ଏକାଧିକ ଓଡ଼ିଆ ଧାରାବାହିକ, େଓବ୍ ସିରିଜ୍‌ରେ ଅଭିନୟ…

ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା: ଗୋପପୁରରେ ସ୍ଥାପନ ହେଲା ଶୁଭସ୍ତମ୍ଭ

ବରଗଡ଼ର: ଆଉ କିଛି ଦିନର ଅପେକ୍ଷା । ଆଉ ତାପରେ ଜମିବ ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରା । ଏନେଇ ଗତ ୨୨ ତାରିଖରେ ମଥୁରା ନଗରୀରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିବା ବେଳେ, ଗୋପପୁରରେ ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ଆଜି ଶୁଭ ସ୍ତମ୍ଭ ସ୍ଥାପନ କରାଯାଇଛି । ସମଲେଶ୍ଵରୀ ମନ୍ଦିର ଠାରେ…

କଣ୍ଟାବାଞ୍ଜିରେ ଚିନ୍ତା ବଢ଼ାଇଲା ଝାଡ଼ାବାନ୍ତି, ୨ ମୃତ, ୪ ଗୁରୁତର

ବଲାଙ୍ଗୀର: ରାଉରକେଲା ପରେ ବଲାଙ୍ଗୀର ର କଣ୍ଟାବାଞ୍ଜିରେ ଦେଖାଦେଇଛି ଝାଡ଼ାବାନ୍ତି ଆତଙ୍କ । ଯେଉଁଥିରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ୪ ଜଣ ଆକ୍ରାନ୍ତ ହୋଇକଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ବଲାଙ୍ଗୀର ସିଡିଏମଓ । ମୃତକ…

କାମିଆ ଜାନିଙ୍କ ଗୋମାଂସ ଭକ୍ଷଣ ର ସତ୍ୟତା ଯାଞ୍ଚ ଦାବି କଲା ବିଶ୍ବ ହିନ୍ଦୁ ପରିଷଦ

ପୁରୀ: ୟୁଟୁବର୍ ଓ ଫୁଡ୍ ବ୍ଲଗର କାମିଆ ଜାନିଙ୍କ ଶ୍ରୀମନ୍ଦିର ପ୍ରବେଶକୁ ନେଇ ଉଠିଥିବା ବିବାଦ ଧିରେ ଧିରେ ବଢିବାରେ ଲାଗିଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଶ୍ଵ ହିନ୍ଦୁ ପରିଷଦ । କାମିଆ ଜାନି ଏକ ଭିଡିଓ ଜାରି କରି ନିଜ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଜଣେ ଭାରତୀୟ ଭାବେ ମୋର…

ଉଡ୍ରର ନିଆରା କାର୍ଯ୍ୟକ୍ରମ ‘ବଡ଼ଦିନ ବଡ଼ସ୍ୱପ୍ନ’ 

ଭୁବନେଶ୍ୱର: ବଡ଼ଦିନ ଅବସରରେ ଉଡ୍ର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ 'ବଡ଼ଦିନ ବଡ ସ୍ୱପ୍ନ' ଭଳି ଏକ ନିଆରା କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। ଜୁଏଲ୍‍ସ ଇଣ୍ଟରନ୍ୟାସନାଲ୍‍ ଚେତନା ଇନଷ୍ଟିଚ୍ୟୁଟ୍‍ ଭୁବନେଶ୍ୱରରେ ଏହି କାର୍ଯ୍ୟକ୍ରମ କରାଯାଇଛି। ମ୍ୟାଜିକ୍‍ ସୋ ସମେତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର…

ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ଵତନ୍ତ୍ର ବାଟାଲିୟନ: ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ଵତନ୍ତ୍ର ବାଟାଲିୟନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। 5T ଅଧ୍ୟକ୍ଷଙ୍କ ରିପୋର୍ଟ ଆଧାରରେ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପୁରୀ ଏସ୍‌ପିଙ୍କ ଅଧନରେ ରହିବ ଏହି ସ୍ଵତନ୍ତ୍ର ବାଟାଲିୟନ । ୧୧୯୦ ଜଣ ସୁରକ୍ଷା କର୍ମୀ…