Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚଳନ୍ତା ଗାଡ଼ିରେ ଲାଗିଗଲା ନିଆଁ; ରାସ୍ତା ମଝିରେ ହୁତହୁତ ଜଳିଲା

ଭଦ୍ରକ: ରାସ୍ତା ମଝିରେ ଜଳୁ୍ଥିଲା ଗାଡି । ହୁତହୁତ ହୋଇ ଜଳୁଥିଲା । ଦ୍ରୁତଗତିରେ ଥିବା ଗାଡିଟିରେ ହଠାତ କେମିତି ନିଆଁ ଲାଗିଗଲା ବୁଝି ହେଉ ନ ଥିଲା । ଏମିତି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ବାସୁଦେବ ପୁର ଅଞ୍ଚଳରେ । ଚମ୍ପୁଆ ଥାନା ୫୨୦ ନମ୍ବର ଜାତୀୟ ରାଜପଥ ବାସୁଦେବପୁର ବ୍ରିଜ ନିକଟରେ…

ଟ୍ବିନ୍ ସିଟିରେ ସ୍ବାଭାବିକଠୁ ଅଧିକ ରହିବ ତାପମାତ୍ରା, ୧୧ ଟା ୩୦ ସୁଦ୍ଧା ସମ୍ବଲପୁରରେ ଅଧିକ ତାତି

ଭୁବନେଶ୍ୱର: ଆଜି ଗ୍ରୀଷ୍ମ ପ୍ରବାହରେ ଆଉଟ ପାଉଟ ହେବ ଟ୍ବିନ ସିଟି। ସତର୍କ କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର। ସ୍ୱାଭାବିକ ତୁଳନାରେ ୬.୫ ଡ଼ିଗ୍ରୀ କିମ୍ବା ଅଧିକ ବ୍ୟବଧାନରେ ରେକର୍ଡ ହୋଇପାରେ ସର୍ବୋଚ୍ଚ ଦିନ ତାପମାତ୍ରା। ରାଜଧାନୀରେ ସକାଳ ୮.୩୦ ସୁଦ୍ଧା ୩୫ ଡ଼ିଗ୍ରୀ ତାପମାତ୍ରା ଏବଂ ୬୫%…

ବାହାନଗା ଟ୍ରେନ ଦୁର୍ଘଟଣା, ୩ ରେଳ ଅଧିକାରୀଙ୍କୁ ସିବିଆଇ ଉଠାଇ ନେଇଛି!

ବାହାନଗା: ଜୁନ ୨ ତାରିଖରେ ଘଟିଥିବା ବାହାନଗା ଟ୍ରେନ ଦୁର୍ଘଟଣାରେ ତଦନ୍ତ କରୁଥିବା ସିବିଆଇ ତିନି ଜଣଙ୍କୁ ଉଠାଇ ନେଇଛି। ଘଟଣାକୁ ୧୧ ଦିନ ପୁରିଥିବା ବେଳେ ଏବେ ୩ ଜଣଙ୍କୁ ସିବିଆଇ ଉଠାଇ ନେଇଥିବା ଚର୍ଚ୍ଚା ହେଉଛି। ରେଲଓ୍ବେ ସେଫଟି କମିଶନର ଏବଂ ସିବିଆଇ ଉଭୟ ଏହି ମାମଲାରେ ତଦନ୍ତ କରୁଛନ୍ତି।…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୨ ଶ୍ରମିକ ଆହତ, ୪ ଗୁରୁତର

ବାଲେଶ୍ୱର: କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୋଟ୍ ୧୨ ଜଣ ବିଦ୍ୟୁତ ଆଘାତର ଶିକାର ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ୮ ଜଣ ସାମାନ୍ୟ ଆହତ ହୋଇଛନ୍ତି। ଏହି ଘଟଣା ବାଲିଆପାଳ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପକ୍କା ଘର ତିଆରି…

ଭିଜିଲାନ୍ସ ସ୍କାନରରେ ଦୁଇ ସରକାରୀ କର୍ମଚାରୀ, ଚାଲିଛି ରେଡ୍

ଭୁବନେଶ୍ୱର: ରାଜ୍ୟର ଦୁଇ ସରକାରୀ କର୍ମଚାରୀ ଏବେ ଭିଜିଲାନ୍ସ ସ୍କାନରରେ। ଦୁର୍ନୀତି ତଥା ଆୟରୁ ଅଧିକ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ତଦନ୍ତ ଆରମ୍ଭ କରିଛି। କଟକ ସଦର ବ୍ଲକରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ବିକାଶ ଚନ୍ଦ୍ର ଭୂୟାଁ ଏବଂ ଭବାନୀପାଟଣା କେନ୍ଦ୍ରୀୟ ସମବାୟ…

ବରକନ୍ୟାଙ୍କୁ ନେଇ ଫେରୁଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ, ବରକନ୍ୟା ଗୁରୁତର

ସୁବର୍ଣ୍ଣପୁର: ସୋନପୁର-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର କୃଷିବିଜ୍ଞାନ କେନ୍ଦ୍ରଠାରେ ଭୟଙ୍କର ଦୁର୍ଘଟଣା। ବରକନ୍ୟାଙ୍କୁ ନେଇ ଫେରୁଥିବା ଗାଡ଼ି ହେଲା ଦୁର୍ଘଟଣା। ଗାଡ଼ିଟି ବଲାଙ୍ଗୀର ପଟୁ ଆସୁଥିବା ବେଳେ କୃଷିବିଜ୍ଞାନ କେନ୍ଦ୍ରଠାରେ ଏକ ଗଛରେ ପିଟି ହୋଇଥିଲା। ଫଳରେ ଗାଡ଼ିରେ ଥିବା…

ଗଞ୍ଜେଇ ଚାଲାଣ ଅଭିଯୋଗରେ ୨ ଏଏସଆଇ ଗିରଫ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଗଞ୍ଜେଇ ଚାଲାଣ ଅଭିଯୋଗରେ ଓଡ଼ିଶା ପୋଲିସର ୨ ଏଏସଆଇ ଗିରଫ। ଗିରଫ ଦୁଇ ପୋଲିସ କର୍ମାଚାରୀ ହେଲେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନାର ଏଏସଆଇ ଶୁଭେନ୍ଦୁ ପ୍ରଧାନ ଓ ପିସି ନାୟକ। ଉଭୟଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସୂଚନା ଅନୁସାରେ ଗତ ୬ ତାରିଖ…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ବଜେଟକୁ ମିଳିବ ଅନୁମୋଦନ

ପୁରୀ: ଆଜି (ସୋମବାର) ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ।  ସାକାଳ ସାଢେ ଦଶଟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ୨୦୨୩-୨୪ ବର୍ଷର ବଜେଟ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି। ବୈଠକରେ ଦୁଇଟି ପର୍ଯ୍ୟାରେ ହେବାକୁ…

ସକାଳ ୫.୩୦ରୁ ରାଜଧାନୀର ତାପମାତ୍ରା ୩୦ ଡିଗ୍ରୀ ଛୁଇଁଲା, ଆଗାମୀ ୨ ଦିନ ଏମିତି ତାତିବ ଉପକୂଳ

ଭୁବନେଶ୍ୱର: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୦ ଡିଗ୍ରୀ ଛୁଇଁଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।  ଆଜି ସକାଳ ୫ ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୦ ଡ଼ିଗ୍ରୀ ରହିଥିବା ବେଳେ ଆଦ୍ରତା ୮୮% ରେକର୍ଡ…

ବିଦ୍ୟୁତ ବିଭ୍ରାଟ ଅସନ୍ତୁଷ୍ଟ ମୁଖ୍ୟ ଶାସନ; ଡାକିଲେ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟରେ ବାରମ୍ବାର ବିଜୁଳି କାଟ୍ ହେଉଥିଲେ ବି ମନ୍ତ୍ରୀ ସିଧା ସିଧା ମନା କରିଦେଉଥିଲେ। ହେଲେ ବିଜେପି ଓ କଂଗ୍ରେସ ଛକିବା ପରେ ସତର୍କ ହୋଇଛନ୍ତି ରାଜ୍ୟ ସରକାର। ବାରମ୍ବାର ବିଜୁଳି କାଟ୍ ସାଙ୍ଗକୁ ଲୋ ଭୋଲ୍‌ଟେଜ୍‌ ନେଇ ସୋମବାର ସମୀକ୍ଷା ବୈଠକ ଡାକିଛନ୍ତି ମୁଖ୍ୟ ଶାସନ ସଚିବ…