Latest Odisha News

BREAKING NEWS

Browsing Category

ଓଡିଶା

Odisha

ମଲ୍ଲିକାର୍ଜୁନ ଖଡ଼ଗେ ଓ ରାହୁଲ ଗାନ୍ଧୀ ଜାନୁଆରୀରେ ଓଡ଼ିଶା ଆସିବେ: ପିସିସି ସଭାପତି

ଭୁବନେଶ୍ୱର: ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ ନିଜର ସ୍ଥିତିକୁ ମଜଭୁତ କରିବା ପ୍ରୟାସରେ କଂଗ୍ରେସ ଦଳର ଅନେକ ବରିଷ୍ଠ ନେତା ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିବାର ଯୋଜନା କରିଛନ୍ତି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଶରତ ପଟ୍ଟନାୟକ ଏଆଇସିସି ସଭାପତି…

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭ ସ୍ତମ୍ଭ

ବରଗଡ଼: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭ ସ୍ତମ୍ଭ । ବରଗଡ ର ୭୬ ତମ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଆସନ୍ତା ୨୦୨୪ ଜାନୁୟାରୀ ୧୫ ତାରିଖ ରୁ ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି…

ଆଦିମାତା ମଠର ପ୍ରତିଷ୍ଠାତା ବାବା ପ୍ରହଲ୍ଲାଦ ଦାସଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ରାହଣ ପଞ୍ଚାୟତର କୋଷିଦା ବରଗୁଡ଼ିପଡ଼ା ଗ୍ରାମରେ ଥିବା ଆଦିମାତା ମଠର ପ୍ରତିଷ୍ଠାତା ବାବା ପ୍ରହଲ୍ଲାଦ ଦାସ ଙ୍କୁ ହତ୍ୟା । ଆଜି ମଧ୍ୟାହ୍ନ ସମୟରେ ମଠ ପରିସରରେ ଖାଉଥିବା ବେଳେ ନାରଦିଆ କେଳା ସାହିର ବାନା ଦାସ ନିଶାସକ୍ତ ଅବସ୍ଥାରେ ଏକ…

ରାଜ୍ୟ କଂଗ୍ରେସ ସାମାଜିକ ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ: ଅମିୟ ପାଣ୍ଡବ

ଭୁବନେଶ୍ୱର: ରାଜ୍ୟ ସାମାଜିକ ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରିବାପାଇଁ ଏଆଇସିସି ପକ୍ଷରୁ ପୁର୍ନଗଠନ କରାଯାଇଛି । ପିସିସି ମୁଖପାତ୍ର ତଥା ପିସିସି ଇସ୍ତାହାର କମିଟି ସଦସ୍ୟ ଅମିୟ ପାଣ୍ଡବଙ୍କୁ ରାଜ୍ୟ ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି । ଏଆଇସିସି ପକ୍ଷରୁ…

ରାଉରକେଲାରେ ଝାଡାବାନ୍ତି ରୋକିବାକୁ ତତ୍ପର ୱାଟକୋ, ଚାଲିଛି ପାଇପ ମରାମତି

ରାଉରକେଲା: ସହରରେ ଝାଡ଼ାବାନ୍ତି ବ୍ୟାପିବା ପରେ ଏହାକୁ ରୋକିବାକୁ ୱାଟର କର୍ପୋରେସନ୍ ଅଫ୍ ଓଡ଼ିଶା ୱାଟକୋ ତତ୍ପର ହୋଇ ପଡ଼ିଛି । ରାଉରକେଲାର ୬୦ରୁ ଅଧିକ ସ୍ଥାନରେ ପାଣି ପାଇପ ଲିକେଜର ମରାମତି କରାଯାଇଛି। ସହରର ସମସ୍ତ ପାଣିଟାଙ୍କି ସଫା କରାଯାଉଛି। ଏଥିସହ ଚିହ୍ନିତ ହଟସ୍ପଟ୍ ଅଞ୍ଚଳରେ ଜଳର…

ଗାଡିରେ ତେଲ ପକାଇଲା ବେଳେ ମହିଳାଙ୍କ ଠାରୁ ୪ ଲକ୍ଷ ଟଙ୍କା ଝାମ୍ପି ନେଲେ ଦୁର୍ବୁତ୍ତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ର କାମାକ୍ଷାନଗରରେ ଅଘଟଣ ।  କାମାକ୍ଷାନଗର ଥାନା ଅଧୀନ ସିଆରିମାଳିଆ ଛକ ନିକଟରେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ଠାରୁ ୪ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି ଦୁର୍ବୁତ୍ତ । ଗୋଟିଏ ବାଇକରେ ଆସି ଦୁର୍ବୁତ୍ତ ମାନେ ଏହି ଟଙ୍କା ଲୁଟି ନେଇଥିବା ଜଣାପଡିଛି ।…

ଓଡିଶାରେ ବଲିଉଡ ଷ୍ଟାର ସୁନୀଲ ଶେଟ୍ଟୀ, ପ୍ରଥମଥର ଲିଙ୍ଗରାଜଙ୍କୁ ଦର୍ଶନ ସହ ଡାଲମାର କଲେ ପ୍ରଶଂସା

ଭୁବନେଶ୍ବର: ବାଲିଅନ୍ତାରେ ଚାଲିଥିବା ତିନିଦିନିଆ ଜୟଦେବ ଗୌରବ ସମ୍ମାନରେ ଯୋଗଦେବାକୁ ଓଡିଶାରେ ପହଞ୍ଚିଛନ୍ତି ବଲିଉଡ ଲୋକପ୍ରିୟ ଅଭିନେତା ସୁନୀଲ ଶେଟ୍ଟୀ । ଏହି ସମୟରେ ସେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଥମେ ‘ଜୟ ଜଗନ୍ନାଥ’ କହି ଓଡିଶାବାସୀଙ୍କୁ ସମ୍ବୋଧନ କରିଥିଲେ । ଏହାପରେ ସେ…

ମୁଖ୍ୟମନ୍ତ୍ରୀ ଡାହାଣି ହୋଇ ଲାଗୁଛନ୍ତି ଓ ଗୁଣିଆ ହୋଇ ଝାଡୁଛନ୍ତି: ବିଜେପି

ଭୁବନେଶ୍ୱର: ସାଧାରଣ ଲୋକକଥା ଅଛି ‘ବ୍ରହ୍ମା ବିଳିବିଳି ହେଲେ ବେଦ’ କିନ୍ତୁ ବିଜୁ ଜନତା ଦଳର ମୁଖିଆ ନବୀନ ବାବୁ ଯାହା ବିଳିବିଳି ହୋଇ କୁହନ୍ତି ତାହା ସିଦ୍ଧ ବୋଲି ବିଜେଡି ବିଶ୍ୱାସ କରେ । ବାସ୍ତବତା ହେଉଛି କୌଣସିଥିରେ ବି ସିଦ୍ଧାନ୍ତରେ ପହଁଚିପାରନ୍ତି ନାହିଁ । ଏଥିପାଇଁ ସାରା ଦେଶରେ…

ବେଲପାହାଡ ରେଞ୍ଜ ପିକୋଲ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ

ଝାରସୁଗୁଡା: ଲଖନପୁର ବ୍ଲକ ବେଲପାହାଡ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ ଦେଖାଦେଇଛି କଲରାପତରିଆ ବାଘ । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ ଏହି କଲରାପତରିଆ ବାଘର ଫୋଟୋ କଏଦ ହୋଇଛି । ଗତ ୧୪ ତାରିଖ ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାର ଫୁଟେଜରୁ ବାଘ ଥିବା ସ୍ପଷ୍ଟ ହୋଇଛି ।…

 ବିଜେଡିର କାଉଣ୍ଟର: ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ମିଥ୍ୟା ପ୍ରଚାର ଚଳାଇଛି ରାଜ୍ୟ ବିଜେପି

ଭୁବନେଶ୍ୱର: ଓଡିଶାର ଶିଳ୍ପ ବିକାଶରେ ଅସହିଷ୍ଣୁ ହୋଇପଡିଛି ବିଜେପି ।  ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ମିଥ୍ୟା ପ୍ରଚାର ଚଳାଇଛି ରାଜ୍ୟ ବିଜେପି । ଓଡିଶାକୁ ଦେଶ ବିଦେଶରେ ବଦନାମ ପାଇଁ ଷଡଯନ୍ତ୍ର କରୁଛି ଏହି ଦଳ । ଏମିତି କହି ବିଜେପି ଉପରେ ଜୋରଦାର ବର୍ଷିଛି ବିଜେଡି । ଏଥିସହିତ ଦଳ ତାର ଶାସନ…