Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚାକିରି ନାଁରେ ୨୫ ଲକ୍ଷ ଟଙ୍କା ଠକେଇ, ଗିରଫ ହେଲେ ମହିଳା

ଭୁବନେଶ୍ୱର: 420 ମହିଳାଙ୍କୁ ଗିରଫ କଲା ମୈତ୍ରୀବିହାର ପୋଲିସ। ଷ୍ଟାଫ୍ ସିଲେକ୍ସନ କମିଶନରେ ଚାକିରି ଦେବାକୁ କହି ପ୍ରାୟ ୨୫ ଲକ୍ଷ ଟଙ୍କା ଠକେଇ ମାମଲାରେ ମଙ୍ଗଳବାର ଦିନ ଭୁବନେଶ୍ୱରରେ ଜଣେ ମହିଳାଙ୍କୁ ପୋଲିସ ଗିରଫ କରିଛି। ରାୟଗଡ଼ା ଅଞ୍ଚଳର ଏକାଧିକ ଲୋକଙ୍କୁ ଠକେଇ କରି ଗିରଫ ହୋଇଛନ୍ତି…

ସବୁ ଜିଲ୍ଲାକୁ ଛୁଇଁଲା ମୌସୁମୀ: ୨୭ ଯାଏଁ ପ୍ରବଳ ବର୍ଷା, ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ପୂରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଜୁନ ୧୨ରେ ରାଜ୍ୟକୁ ମୌସୁମୀର ଅଗ୍ରସର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରାଜ୍ୟର ସମସ୍ତ ଜିଲ୍ଲାକୁ ମୌସୁମୀ ବାୟୁ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ପ୍ରଭାବରେ ରାଜ୍ୟରେ…

ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ଆଧାରକାର୍ଡ ସ୍କାନ କରି ସୁବିଧାରେ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପୁରୀବାସୀଙ୍କ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ ପାଇଁ ଏକ ବଡ଼…

ରଥଯାତ୍ରା ପାଇଁ ପୁରୀ ହେବ ସିଲ୍‌: ଟ୍ରାଫିକ୍‌ କଟକଣା ସହ ଜରୁରୀକାଳୀନ ସେବା ପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ, ଜାଣନ୍ତୁ…

ପୁରୀ: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଚଳିତ ବର୍ଷ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁରକ୍ଷା ତଥା ଟ୍ରାଫିକ୍‌ ପରିଚାଳନା ପାଇଁ ଏକ ବ୍ୟାପକ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ…

ବିବାହିତା ଝିଅ ମଧ୍ୟ ଅନୁକମ୍ପାମୂଳକ ନିଯୁକ୍ତି ପାଇବାକୁ ହକଦାର: ହାଇକୋର୍ଟ

କଟକ: ଜଣେ ଝିଅ ବିବାହ କରି ସାରି ଥିବାରୁ ତାକୁ ଅନୁକମ୍ପାମୂଳକ ନିଯୁକ୍ତିରୁ ବଞ୍ଚିତ କରିବା ଉଚିତ ନୁହେଁ। ବିବାହିତା ଝିଅ ମଧ୍ୟ ଅନୁକମ୍ପାମୂଳକ ନିଯୁକ୍ତି ପାଇବାକୁ ହକଦାର। ଏଭଳି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ମାନ୍ୟବର ବିଚାରପତି ଜଷ୍ଟିସ ବିରଜା ପ୍ରସନ୍ନ…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ମୃତ୍ୟୁ ମାମଲାରେ ଆଉ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ । ଅଭିଯୁକ୍ତ ଜଣକ ହେଲା ବିଭୂତି ଭୂଷଣ ପରିଡ଼ା । ବିଭୂତି ଭୂଷଣକୁ କଟକ ବିଡାନାସୀ ଅଞ୍ଚଳରୁ ଗିରଫ କରାଯାଇଛି । ଏହାକୁ ମିଶାଇ ଗିରଫଦାରୀ ସଂଖ୍ୟା ୧୯ରେ ପହଞ୍ଚିଛି । ସୌମ୍ୟକୁ…

ଏମବିବିଏସ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ବୟଫ୍ରେଣ୍ଡ ଭୀମସେନକୁ ନେଲା ପୋଲିସ

ଭୁବନେଶ୍ବର: ଏମବିବିଏସ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ ହୋଇଥିବା ଓଏଏସ ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ଆଜି ୨ ଦିନିଆ ରିମାଣ୍ଡରେ ଆଣିଛି ପୋଲିସ । ବାରଙ୍ଗ ଥାନା ପୋଲିସ ଭୀମସେନଙ୍କୁ ୩ ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା ହେଲେ କଟକ ଜେଏମଏଫସି କୋର୍ଟ…

କଲ୍ୟାଣସିଂହପୁର ପିଲା ଚୋର ବର୍ବର କାଣ୍ଡ; ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ରାୟଗଡ଼ା: ରାୟଗଡ଼ା କଲ୍ୟାଣସିଂହପୁରରେ ପିଲା ଚୋର ସନ୍ଦେହରେ ହୋଇଥିବା ଅମାନୁଷିକ କାଣ୍ଡକୁ ତୀବ୍ର ନିନ୍ଦା କରିଛନ୍ତି ଜାତୀୟ ମହିଳା ଆୟୋଗ (ଏନସିଡବ୍ଲୁ) । ୭ ଦିନ ଭିତରେରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ନିଜ ଆଡ଼ୁ ମାମଲା ଦାୟର କରି ପୋଲିସ ମହାନିର୍ଦ୍ଦେଶକଙ୍କୁ କାର୍ଯ୍ୟାନୁଷ୍ଠାନ…

ପ୍ରତାପ ଜେନାଙ୍କୁ ‘ମୁଖ୍ୟ ଖଳନାୟକ’ କହି ବର୍ଷିଲେ ରମାକାନ୍ତ, ସାରଦାଙ୍କ ଚାଲେଞ୍ଜକୁ ନେଇ ବଢ଼ିଲା ରାଜନୈତିକ ଉଷ୍ମତା!

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ବିରୋଧୀ ଦଳ ବିଜୁ ଜନତା ଦଳ ମଧ୍ୟରେ ଥିବା ଆଭ୍ୟନ୍ତରୀଣ କନ୍ଦଳ ଏବେ ସୀମା ପାର୍ କରିଛି। ଦଳରୁ ନିଲମ୍ବିତ ହୋଇଥିବା ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ ଏବେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ସିଧାସଳଖ ଯୁଦ୍ଧ ଦେହୀ ଡାକରା…

ଶୋଇବା ଘରେ ବିଷଧର ସାପ, ଉଦ୍ଧାର ହେଲା ୨୩ ନାଗ ଛୁଆ

ଯାଜପୁର: କିଛି ଦିନ ପୂର୍ବେ ଭଦ୍ରକ ଜିଲ୍ଲା ହରିପୁର ପଞ୍ଚାୟତ ଭଟପୁର ଗାଁରେ ଜଣେ ବ୍ୟକ୍ତିଙ୍କ ଘରୁ ୨୭ଟି ସାପ ଛୁଆ ସହ ଘରୁ ନାଗ, ନାଗୁଣୀ ଉଦ୍ଧାର ହୋଇଥିଲା। ଏବେ ସମାନ ଘଟଣା ଯାଜପୁର ଜିଲ୍ଲାରେ ଦେଖିବାକୁ ମିଳିଛି। ବେଡ୍ ରୁମ୍ ଭିତରେ ୨୩ ନାଗ ଛୁଆ ଉଦ୍ଧାର ହୋଇଛି। ଯାଜପୁର ଦଶରଥପୁର ବ୍ଲକ…