Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଣସର ସମୟରେ ସମସ୍ତ ନୈବେଦ୍ୟ ସମର୍ପଣ କରନ୍ତି ପତିମହାପାତ୍ର

ପୁରୀ: ସ୍ନାନ ପୂର୍ଣ୍ଣିମା ପରଦିନଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଅଣସର ବିଧି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଚତୁର୍ଦ୍ଧାମୂର୍ତ୍ତି ଜ୍ଵରରେ ପୀଡିତ। ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଚାଲିଛି ସେବା ପୂଜା ଓ ଉପଚାର। ଦଇତାପତି ଓ ପତିମହାପାତ୍ର ସେବକ ମହାପ୍ରଭୁଙ୍କ…

ଭଙ୍ଗା ଯାଇପାରେ ବାହାନଗା ସ୍କୁଲରେ ମୃତଦେହ ରଖା ଯାଇଥିବା କୋଠରୀ, ଡରୁଛନ୍ତି ପିଲା !

ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ପରେ ମୃତଦେହ ରଖା ଯାଇଥିବା ବାହାନଗା ବଜାର ହାଇସ୍କୁଲର କୋଠରୀ ଭଙ୍ଗା ଯାଇପାରେ । ଆଜି ବାଲେଶ୍ୱର ଜିଲ୍ଲାପାଳ ହାଇସ୍କୁଲ୍ ପରିଦର୍ଶନ ପରେ ଏ ସୂଚନା ଦେଇଛନ୍ତି । ଜିଲ୍ଲାପାଳ କହିଛନ୍ତି, ବିଦ୍ୟାଳୟ ପରିଚାଳନା କମିଟି ଚାହିଁଲେ ମୃତଦେହ ରଖାଯାଇଥିବା…

ଏପିଜେ କଲାମ ଦ୍ୱୀପରୁ ’ଅଗ୍ନି ପ୍ରାଇମ୍’ ବାଲିଷ୍ଟିକ ମିସାଇଲର ସଫଳ ପରୀକ୍ଷଣ

ଭୁବନେଶ୍ୱର: ଡିଆରଡିଓ ପକ୍ଷରୁ ଡକ୍ଟର ଏପିଜେ ଅବ୍ଦୁଲ କଲାମ ଦ୍ୱୀପରୁ ବାଲିଷ୍ଟିକ ମିସାଇଲ୍ ’ଅଗ୍ନି ପ୍ରାଇମ୍’ର ସଫଳ ପରୀକ୍ଷଣ କରାଯାଇଛି । ବିମାନରୁ ରାତିରେ ହୋଇଥିବା ପରୀକ୍ଷଣରେ ବାଲିଷ୍ଟିକ ମିସାଇଲ୍ ’ଅଗ୍ନି ପ୍ରାଇମ୍’ସମସ୍ତ ଟାର୍ଗେଟକୁ ଧ୍ୱଂସ କରି ଦେଇଛି । ତିନିଥର ସଫଳ ପରୀକ୍ଷଣ…

ବାହାନଗା ଟ୍ରେନ ଦୁର୍ଘଟଣା: ଏମ୍ସରେ ଏବେ ବି ୮୨ ଶବ ରହିଛି କହିଲେ ବିଏମସି କମିଶନର କୁଲାଙ୍ଗେ

ଭୁବନେଶ୍ୱର: ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ୧୧୧ ଜଣ ମୃତକଙ୍କ ଶବ ପଠାଯାଇଛି, ଅନ୍ୟ ୮୨ରୁ ଅଧିକ ଶବ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରରେ ରହିଛି ଏବଂ ଦାବିଦାରଙ୍କ ମଧ୍ୟରେ ବିବାଦର ସମାଧାନ ପାଇଁ ଡିଏନଏ ଟେଷ୍ଟ ଅପେକ୍ଷାରେ ଅଛନ୍ତି। ସେଥି…

ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ

ଭୁବନେଶ୍ୱର: +୨ କଳା ପରୀକ୍ଷା ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ସୂଚନା ଦେଇଛି ସିଏଚ୍‌ଏସ୍‌ଇ  ।www.orissaresults.nic.in  ଲଗ ଇନ କରି ପରୀକ୍ଷାର୍ଥୀମାନେ ସେମାନଙ୍କ ପରୀକ୍ଷା ଫଳାଫଳ ବିଷୟରେ ଜାଣିପାରିବେ । ସିଏଚ୍‌ଏସ୍‌ଇ ସୂଚନା ଅନୁଯାୟୀ, ଆଜି…

ଜୁନ ୯ରେ କେରଳ ଛୁଇଁପାରେ ମୌସୁମୀ, ରଜରେ ଭିଜିପାରେ ଓଡ଼ିଶା

ନୂଆଦିଲ୍ଲୀ:ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବା ପାଇଁ ପାଗ ଅନୁକୂଳ ରହିଛି । ଖୁବ ଶୀଘ୍ର କେରଳ ଛୁଇଁବ ମୌସୁମୀ । ଏପରି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ,  ଜୁନ ୯ ତାରିଖ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ । ରଜ ସୁଦ୍ଧା ମୌସୁମୀ…

ବ୍ରାଉନସୁଗାର ମାଫିଆ ସୋମନାଥକୁ ୫ ରାଉଣ୍ଡ ଗୁଳିମାଡ଼

ଓଡ଼ିଶା ସମ୍ବାଦ ବ୍ୟୁରୋ: ଖୋର୍ଦ୍ଧାର କୁଖ୍ୟାତ ଅପରାଧୀ ତଥା ବ୍ରାଉନସୁଗାର ମାଫିଆ ସୋମନାଥ ଭୂଜବଳକୁ ଗୁଳିମାଡ଼। ରାତିରେ ପିକ୍ଅପ୍ ଭ୍ୟାନରେ ଆସି ୫ ରାଉଣ୍ଡ ଗୁଳି ଫୁଟାଇଲେ ଅଜଣା ଦୁର୍ବୃତ୍ତ। ଘଟଣାସ୍ଥଳରୁ ତିନିଟି ଖୋକା ଜବତ କରିଛି ପୋଲିସ। ତେବେ ସୋମନାଥକୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା…

ମାଲଗାଡି ଟ୍ରେନ ତଳେ ଚାପି ହୋଇ ୬ ଶ୍ରମିକଙ୍କ ମୃତ୍ଯୁ ଘଟଣାରେ ଖୋର୍ଦ୍ଧା ଡିଆରଏମଙ୍କ ତଦନ୍ତ ଜାରି

ଯାଜପୁର: ଯାଜପୁର କେନ୍ଦୁଝର ରୋଡ ଷ୍ଟେସନରେ ଏକ ଇଞ୍ଜିନ ବିହୀନ ମାଲବାହୀ ଟ୍ରେନ୍ ଚକା ତଳେ ଚାପି ହୋଇ ୬ ଜଣ ଶ୍ରମିକଙ୍କ ଜୀବନ ଯିବା ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଖୋର୍ଦ୍ଧା ଡିଭିଜନାଲ ରେଲଓ୍ୱେ ମ୍ୟାନେଜର (ଡିଆରଏମ)ଙ୍କ ନେତୃତ୍ୱରେ ରେଳବାଇର ଏକ ଟିମ୍ ବିନା ଇଞ୍ଜିନରେ ଟ୍ରେନ କିପରି ଗଡିଲା…

ରଥଯାତ୍ରା ଶେଷ ସମନ୍ୱୟ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ : ଆଉ ୧୨ ଦିନ ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଆଉ ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ଆସନ୍ତା ୧୩ ତାରିଖ ପୂର୍ବାହ୍ଣ ୧୧ଟାରେ ଅନୁଷ୍ଠିତ ହେବ ରଥଯାତ୍ରା ତୃତୀୟ ତଥା ଶେଷ ସମନ୍ୱୟ ବୈଠକ। ପ୍ରତିବର୍ଷ ଭଳି ଚଳିତବର୍ଷ ଏହି ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି…

କଟକ ସହରରେ ସିରିଜ୍‌ ଦୁର୍ଘଟଣା, ବେପରୁଆ ଗାଡି ଚାଳକ ଅଟକ

କଟକ: ଏକ ଦୁର୍ଭାଗ୍ୟଜନକ ଘଟଣାକ୍ରମରେ ବାରବାଟୀ ଷ୍ଟାଡିୟମ, ଯୋବ୍ରା, ଓ ଚାଉଳିଆଗଞ୍ଜ ନିକଟରେ ଜଣେ ନିଶାସକ୍ତ ବ୍ୟକ୍ତିଙ୍କ ଦ୍ୱାରା ପରିଚାଳିତ ଏକ କାର୍ ଏକାଧିକ ଗାଡ଼ିକୁ ଧକ୍କା ଦେବା ଫଳରେ କଟକରେ ସିରିଜ ଦୁର୍ଘଟଣା ଦେଖିବାକୁ ମିଳିଛି। ବେପରୁଆ ଡ୍ରାଇଭର ଜଣଙ୍କୁ ପରେ ସ୍ଥାନୀୟ ଲୋକେ କାବୁ…