Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଗତସିଂହପୁର ରେ ୫ ଦିନ ବ୍ୟାପି ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

ଜଗତସିଂହପୁର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ହୋଇଯାଇଛି । ସରକାରୀ ଦଳ ମୁଖ୍ୟ ସଚେତକ ତଥା ସ୍ଥାନୀୟ ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଫିତା କାଟି ଏହି…

ଟିକସ ଫାଙ୍କିବା ଅଭିଯୋଗରେ ସାବିତ୍ରୀ ଜୁଏଲର୍ସରେ ଆୟକର ବିଭାଗ ଚଢ଼ାଉ

ରାୟଗଡ଼ା: ଟିକସ ଫାଙ୍କିବା ଅଭିଯୋଗରେ ପୁଣି ଆୟକର ବିଭାଗର ଚଢାଉ । ରାୟଗଡ଼ା ସହର ସ୍ଥିତ ସାବିତ୍ରୀ ଜୁଏଲର୍ସ ଦୋକାନରେ ଆଜି ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି । ଖୋଦ୍ ଦୋକାନ ମାଲିକ କିନ୍ତାଲି ଅମରନାଥ ଏହାକୁ ସ୍ବୀକାର କରିଛନ୍ତି । ଆଜି ଦିନ ୧୧ ଟା ସମୟରେ ଏହି ଚଢ଼ାଉ ଆରମ୍ଭ ହୋଇଥିଲା ।…

କଂଗ୍ରେସର କ୍ରାଉଡ ଫଣ୍ଡିଂ ଅଭିଯାନ: ଧୀରଜ ସାହୁ ମାମଲାରେ ଭାବମୂର୍ତ୍ତି ସଜାଡିବାକୁ?

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳ ପାଣ୍ଠି ସଂଗ୍ରହ ପାଇଁ ସୋମବାର 'ଡୋନେଟ୍ ଫର୍ ଦେଶ' ନାମରେ ଏକ କ୍ରାଉଡଫଣ୍ଡିଂ ଅଭିଯାନ ଆରମ୍ଭ କରିଛି। ଆଉ ଏହି ଅଭିଯାନ ସେତେବେଳେ ଆରମ୍ଭ ହୋଇଛି ଯେତେବେଳେ କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ବିଭିନ୍ନ ଠିକଣାରୁ ୩୫୦ କୋଟି ଟଙ୍କା ଜବତ…

ପୋଲିସ ଭ୍ୟାନ ଦୁର୍ଘଟଣାର ଶିକାର, ୧୦ କର୍ମଚାରୀ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଘାଟି ରାସ୍ତାରେ ସୋମବାର ପ୍ରାୟ ୧୦ ଜଣ କର୍ମଚାରୀଙ୍କୁ ନେଇ ଯାଉଥିବା ପୁଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ପୁଲିସ ଗାଡ଼ିଟି କରଞ୍ଜିଆରୁ ବାରିପଦା ଡ୍ୟୁଟି ପାଇଁ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ବାଙ୍ଗିରିପୋଷି ଘାଟି ଅତିକ୍ରମ କରୁଥିବା ବେଳେ ବିପରୀତ ଦିଗରୁ…

ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାମନଗର ଖାନୱାରେ ପାଣି ଟାଙ୍କି ସହ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକସ୍ଥଳ ଖାନୱାରେ ନିର୍ମାଣ ହେବ ଏହି ପାଣିଟାଙ୍କି। ଏଥିରେ ପ୍ରାୟ ୨ ଲକ୍ଷ ଲୋକ ଉପକୃତ ହେବେ।…

ଦୁର୍ନୀତିର ଗନ୍ତାଘର ପାଲଟିଛି ପୁରୀ ସଦର ବ୍ଲକ୍: ବିଜେପି

ପୁରୀ: ଦୁର୍ନୀତିର ଗନ୍ତାଘର ପାଲଟିଛି ପୁରୀ ସଦର ବ୍ଲକ୍ । ଜେଇ ଠାରୁ ଆରମ୍ଭ କରି ବିଡ଼ିଓ ପର୍ଯ୍ୟନ୍ତ ସମସ୍ତେ ଦୁର୍ନିତୀରେ ଲିପ୍ତ ରହିଛନ୍ତି । ସାଧାରଣ ଲୋକଙ୍କ ସମସ୍ୟା ସମାଧାନ କରିବା ପରିବର୍ତ୍ତେ ସେମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଉଛି । ଏଭଳି ସାଂଘାତିକ ଅଭିଯୋଗ ଆଣି ବିଜେପି…

ଶକ୍ତି ମଲ୍ଟଏୟାର ପ୍ରାଇଭେଟ୍ ଲିମିଟେଡ ଉପରେ ଶେଷ ହେଲା ଆୟକର ରେଡ୍

ଢେଙ୍କାନାଳ: ତୁମୁସିଂହା ଥାନା ଅନ୍ତର୍ଗତ ମଦ ପ୍ରସ୍ତୁତକାରୀ ସଂସ୍ଥା ଶକ୍ତି ମଲ୍ଟଏୟାର ଓ ଲେମୋନେଡସ୍ ପ୍ରାଇଭେଟ୍ ଲିମିଟେଡ୍ ଉପରେ ଆୟକର ବିଭାଗ ପକ୍ଷରୁ ୩ ଦିନ ଧରି ଚାଲିଥିବା ଚଢ଼ଉ ସୋମବାର ଶେଷ ହୋଇଛି। ଏହି ଚଢ଼ାଉ ସମୟରେ ଆୟକର ଅଧିକାରୀମାନେ ମଦ ପ୍ରସ୍ତୁତକାରୀଙ୍କ ଠାରୁ ବହୁ…

ହାଇକୋର୍ଟରେ ନାଟମଣ୍ଡପ ମରାମତି ମାମଲା, ଜାନୁଆରୀ ୧୮ ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ହାଇକୋର୍ଟରେ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ମାମଲା । ଆସନ୍ତା ଜାନୁଆରୀ ୧୮ ତାରିଖ ସୁଦ୍ଧା ନାଟମଣ୍ଡପ ବିମ୍ ମରାମତି କାମର ଅଗ୍ରଗତି ନେଇ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ଆମିକସ କ୍ୟୁରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେବେ ଜଗମୋହନ ଓ ନାଟମଣ୍ଡପ ମଧ୍ୟରେ ଲାଗିଥିବା କାଠ ଓ…

ମା’ ଶାରଳା’ ମନ୍ଦିର ହୁଣ୍ଡି ଲୁଟ ମାମଲା: ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ତଥା ଝଙ୍କଡ଼ ବାସିନୀ ମା' ଶାରଳା’ଙ୍କ  ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଚୋରି ହୋଇଥିବା ଘଟଣାରେ ତିର୍ତ୍ତୋଲ ପୋଲିସକୁ ମିଳିଛି ବଡ଼ ସଫଳତା । ଜଣେ ଅଭିଯୁକ୍ତକୁ ଗିରଫ କରିଛି ତିର୍ତ୍ତୋଲ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ କେନ୍ଦୁଝର…

ଘରେ କେହି ନଥିବାର ସୁଯୋଗ ଉଠାଇ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ପୁରୀ: ଘରେ କେହି ନଥିବାର ସୁଯୋଗ ଉଠାଇ ଘରେ କଳା କନା ବୁଲାଇଲେ ଦୁର୍ବୃତ । ଗ୍ରିଲ୍ ଭାଙ୍ଗି ଘର ଭିତରେ ପଶିଲେ ଆଉ ନେଇଗଲେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା । ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସିଦ୍ଧମହାବୀର ନିକଟରେ ଥିବା ନୀଳଚକ୍ର ନଗରରେ ଘଟିଛି ଏହି ଲୁଟ୍ । ଲୁଟ ଶିକାର ହୋଇଛନ୍ତି ସନ୍ତୋଷ…