Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାୟଗଡ଼ାରେ ବାଣ ବିସ୍ଫୋରଣ; ୪ ଗୁରୁତର

ରାୟଗଡ଼ା: ତେଲୁଗୁ ସମ୍ପ୍ରଦାୟ ତରଫରୁ ୟେଦୁ ସାହିରେ ଭୋଗି ଉତ୍ସବ ପାଳନ କରିବା ସମୟରେ ଅଘଟଣ ଘଟିଯାଇଛି। ବାଣ ତିଆରି ବେଳେ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ…

ଚୁଲିରେ ପଡ଼ି ଦୁଇ ମାସର ଶିଶୁ ଗୁରୁତର

ବାଲେଶ୍ୱର: ଜଳେଶ୍ବର ଥାନା ଚାଲନ୍ତି ଗାଁରେ ଅଘଟଣ। ନିଆଁ ପୁଉଁଥିବା ବେଳେ ଚୁଲିରେ ପଡ଼ି ଦୁଇ ମାସର ଶିଶୁ ଗୁରୁତର। ଅସାବଧାନତାବଶତଃ ଏଭଳି ଅଘଟଣଘଟିଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଥାନା ଅଧୀନରେ ଥିବା ଚାଲନ୍ତି ଗ୍ରାମରେ ଏହି ଘଟଣା ଘଟିଛି।…

ବିକ୍ରି ହୋଇଥିବା ଶିଶୁକନ୍ୟାକୁ କଟକରୁ ଉଦ୍ଧାର କଲା ଭଣ୍ତାରିପୋଖରୀ ଥାନା ପୁଲିସ

ଭଦ୍ରକ: ବିକ୍ରି ହୋଇଥିବା ଶିଶୁକନ୍ୟାକୁ କଟକରୁ ଉଦ୍ଧାର କଲା ଭଣ୍ତାରିପୋଖରୀ ଥାନା ପୁଲିସ। ଗତକାଲି ଭଦ୍ରକଜିଲ୍ଲା ଭଣ୍ତାରିପୋଖରୀ ଥାନା ବୟାବନାପୁର ଗ୍ରାମର ଏକ ଦମ୍ପତି ମାସକର ଶିଶୁକନ୍ୟାକୁ ବିକି ଦେଇଥିଲେ। ଜେଜେମା ପାଇଁ ଫେରିଲା ନାତୁଣୀ। ଭଦ୍ରକରେ ବିକ୍ରି ଶିଶୁ ଦୁଇ ଦିନ ପରେ କଟକରୁ…

ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ: ମକର ସଂକ୍ରାନ୍ତିରେ ଅଘଟଣ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏଥିପାଇଁ ୧ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ଜୟ ବିଜୟ ଦ୍ଵାର ନିକଟରେ ରକ୍ତ ଛିଟା…

Lingaraj Temple: ମକରସଂକ୍ରାନ୍ତିରେ ଲିଙ୍ଗରାଜଙ୍କ ନୀତିକାନ୍ତି ନୀତିରେ ବିଭ୍ରାଟ, ଗତକାଲି ସନ୍ଧ୍ୟାରୁ ଉପବାସରେ…

ଭୁବନେଶ୍ୱର: ତୁଟିଲାନି ନବାଙ୍କ ବେଢ଼ା କ୍ଷୀର ଆଉଟା ସେବା ଅଧିକାର ବିବାଦ। ବନ୍ଦ ରହିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି। ମଙ୍ଗଳବାର ସନ୍ଧ୍ୟାଧୂପଠାରୁ ଉପବାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ। ମନ୍ଦିରରେ ନୀତିକାନ୍ତି ସବୁ ବନ୍ଦ ରହିଛି। ଗତକାଲି ସନ୍ଧ୍ୟାରୁ ଉପବାସରେ ଠାକୁର। ଆଜି ମକର…

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ସରକାରଙ୍କ ଚିଠି

ଭୁବନେଶ୍ଵର: ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି। ବ୍ଲକରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆରେ ହେବ। ଏଥିରେ ଖିଲାପ କଲେ ତାଗିଦ୍ ସହ କାରଣ ଦର୍ଶାଅ ନୋଟିସ୍ ଜାରି…

SIR ପାଇଁ ଓଡିଶା ପ୍ରସ୍ତୁତ: ସୃଷ୍ଟି ହେଲା ୭ହଜାର ନୂଆ ବୁଥ୍‌

ଭୁବନେଶ୍ୱର: SIR ପାଇଁ ଓଡିଶା ପ୍ରସ୍ତୁତ। ଫେବ୍ରୁଆରୀ ୨୦୨୭ରେ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ଏହା ପୂର୍ବରୁ ଓଡ଼ିଶାରେ ‌ଭୋଟର ତାଲିକାର ‘ସ୍ବତନ୍ତ୍ର ସଘନ ସଂଶୋଧନ’ (ଏସ୍‌ଆଇଆର୍) ପ୍ରକ୍ରିୟା ଶେଷ କରି ନୂଆ ଭୋଟର ତାଲିକା ଅନୁଯାୟୀ ନିର୍ବାଚନ କରିବାକୁ ପ୍ରସ୍ତୁତି ଆରମ୍ଭ…

ରାଜ୍ୟରେ ଗଠନ ହେଲା ଆଉ ଏକ ପୋଲିସ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ଆଉ ଏକ ପୋଲିସ ଜିଲ୍ଲା। ନୂଆ ରାଇରଙ୍ଗପୁର ପୋଲିସ ଜିଲ୍ଲା ଗଠନ କଲେ ସରକାର। ମୟୂରଭଞ୍ଜ ପୋଲିସ ଜିଲ୍ଲା ଭାଗ ହୋଇ ଗଠନ ହେଲା। ରାଇରଙ୍ଗପୁରରେ ରହିବ ଏହାର ମୁଖ୍ୟାଳୟ। ନୂଆ ପୋଲିସ ଜିଲ୍ଲାରେ ରହିବ ୧୪ଟି ଥାନା। ଏଥିରେ ୫ ଆଉଟ୍ ପୋଷ୍ଟ ଓ ୨ଟି ବିଟ୍‌ ହାଉସ୍ ମଧ୍ୟ…

Makar Sankranti: ଆସନ୍ତାକାଲି ମକର ସଂକ୍ରାନ୍ତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ମକର ସଂକ୍ରାନ୍ତି ଉପଲକ୍ଷେ ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି। ଏହାର ପୂର୍ବଦିନ ଅର୍ଥାତ ଆଜି ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଆଜି ମଧ୍ୟ ଧନୁ ସଂକ୍ରାନ୍ତି ଠାରୁ…

Clean Survey: ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ, ଶ୍ରେଷ୍ଠ ସ୍ୱଚ୍ଛ ବିଦ୍ୟାଳୟକୁ ମିଳିବ ୫୦ ହଜାର ଟଙ୍କାର…

ଭୁବନେଶ୍ୱର: ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ ସର୍ଭେ । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଏମସି ଅଞ୍ଚଳର ଶ୍ରେଷ୍ଠ ସ୍ୱଚ୍ଛ ବିଦ୍ୟାଳୟକୁ ମିଳିବ ୫୦ହଜାର ଟଙ୍କାର ପୁରସ୍କାର । ବିଏମସିର ତିନି ମଣ୍ଡଳରେ ୩ଟି ବିଦ୍ୟାଳୟକୁ ୫୦ହଜାର ଲେଖାଏଁ ଟଙ୍କା…