Latest Odisha News
Browsing Category

ଓଡିଶା

Odisha

ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଛି । ଆଜି ଏ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ସମସ୍ତ ପ୍ରକାରର ଯାଞ୍ଚ ପରେ ଜିଲ୍ଲାପାଳଙ୍କ ଚୂଡ଼ାନ୍ତ ରିପୋର୍ଟ ଆଧାରରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ ।…

ଏସସିବିରେ ଆହତଙ୍କୁ ଭେଟିଲେ ମମତା; କହିଲେ ଆମର ଆହୁରି ୩୧ ନିଖୋଜ ଅଛନ୍ତି

ଭୁବନେଶ୍ୱର: ଟ୍ରେନ ଦୁର୍ଘଟଣାରେ ଆହତ ରୋଗୀଙ୍କୁ ଦେଖିବା ପାଇଁ କଟକ ଏସିବିରେ ପହଞ୍ଚିଛନ୍ତି ରେଭେନ୍ସା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।  ଓଡ଼ିଶା ଗସ୍ତରେ ଆସି ରେଭେନ୍ସା ପଡିଆରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସେଠାରୁ ଏସସିବି ହସ୍ପିଟାଲ ଯାଇ…

ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ମାମଲା ରୁଜୁ କଲା ସିବିଆଇ

ଭୁବନେଶ୍ୱର: ବାହାନଗା ବଜାରରେ ଜୁନ୍ ୨ରେ ହୋଇଥିବା ଟ୍ରେନ୍ ଦୁର୍ଘଟଣାକୁ ନେଇ ମାମଲା ରୁଜୁ କରିଛି ସିବିଆଇ । ଆଜି ସିବିଆଇର ଏକ ଟିମ୍ ବାହାନଗା ଦୁର୍ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିବା ସହ ରେଳ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ଆବେଦନ ଅନୁସାରେ ମାମଲା ରୁଜୁ କରିଛି । ଜୁନ୍ ୨ ଶୁକ୍ରବାର…

ରେଳ ଦୁର୍ଘଟଣା: ୭ ଜିଲ୍ଲାର ମୃତକଙ୍କ ଆତ୍ମୀୟଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ସହାୟତା ରାଶି

ଭୁବନେଶ୍ୱର:ବାଲେଶ୍ୱର ଟ୍ରେନ ଦୁର୍ଘଟଣାରେ ୨୭୫ ଜଣଙ୍କର ମୃତ୍ୟୁ ଘଟିଛି । ଓଡ଼ିଶାରୁ ମୃତ୍ୟୁ ବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦେବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଆଜି ୭ଟି ଜିଲ୍ଲାର ମୃତକଙ୍କ…

ବାଲେଶ୍ୱର ଟ୍ରେନ ଦୁର୍ଘଟଣା: ମୃତକଙ୍କ ମଧ୍ୟରୁ ୪୦ ଜଣ ବିଦ୍ୟୁତ ଆଘାତରୁ ମରିଛନ୍ତି

ଭୁବନେଶ୍ୱର: ବାଲେଶ୍ୱର ବାହାନଗାଠାରେ ଗତ ଶୁକ୍ରବାର ସନ୍ଧ୍ୟାରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ୨୭୫ ଜଣଙ୍କର ମୃତ୍ୟୁ ଘଟିଛି । ୧୧୦୦ ଯାତ୍ରୀ ଆହତ ହୋଇଛନ୍ତି । ହେଲେ ମୃତକଙ୍କ ମଧ୍ୟରୁ ୪୦ ଜଣଙ୍କର ବିଦ୍ୟୁତ ଆଘାତରୁ ମୃତ୍ୟୁ ଘଟିଥିବା କୁହାଯାଉଛି । ଏମିତି ତଥ୍ୟ ରହିଛି ରେଳବାଇ…

୧୨ ଘଣ୍ଟାରେ ଆରବସାଗରରେ ସୃଷ୍ଟି ହୋଇପାରେ ବାତ୍ୟା ‘ବିପର୍ଯ୍ୟୟ’

ଭୁବନେଶ୍ୱର: ଦକ୍ଷିଣପୂର୍ବ ଆରବସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ଅବପାତ କ୍ରମଶଃ ଉତ୍ତର ଦିଗରେ ଗତି କରି ଆଗାମୀ ୧୨ ଘଣ୍ଟାରେ ପୂର୍ବକେନ୍ଦ୍ରୀୟ ଆରବସାଗରରେ ବାତ୍ୟାରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଆଦିମ ଆଦିବାସୀଙ୍କ ଲାଗୁ ହୋଇଥିବା ଯୋଜନାର ତଦାରଖ ପାଇଁ ୧୫ ଜଣିଆ କମିଟି

ଭୁବନେଶ୍ୱର: ବିଭିନ୍ନ ସରକାରୀ ଯୋଜନାର ଲାଭ ପାଇବେ ଆଦିମ ଆଦିବାସୀ । ଆଦିବାସୀ ଅଞ୍ଚଳରେ ସେମାନଙ୍କ ଲାଗି କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ଯୋଜନା ଓ ପ୍ରକଳ୍ପର ଲାଭ ମିଳିବ । ଏଥିପାଇଁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ…

ଏକ୍ସପ୍ରେସ ଟ୍ରେନରେ ଧୂଆଁ, ଭୟଭୀତ ହୋଇ ଓହ୍ଲାଇ ପଡିଲେ ଯାତ୍ରୀ

ବ୍ରହ୍ମପୁର: ଟ୍ରେନ ଦୁର୍ଘଟଣା ଯେମିତି ପିଛା ଛାଡୁନି । ବାଲେଶ୍ୱର ବାହାନଗାର ଭୟଙ୍କର ରେଳ ଦୁର୍ଘଟଣା ମନରୁ ଲଭିନି, ପୁଣି ବ୍ରହ୍ମପୁରଠାରେ ଟ୍ରେନରେ ଧୂଆଁ । ଏତେ ମାତ୍ରାରେ ଧୂଆଁ ବହାରିଲା ଯେ ଯାତ୍ରୀ ଭୟରେ ଓହ୍ଲାଇ ପଡିଥିଲେ । ମଙ୍ଗଳବାର ମଧ୍ୟାହ୍ନରେ ବ୍ରହ୍ମପୁର ଷ୍ଟ୍ରେଶନ ନିକଟରେ…

ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: କଟକ ଏସ୍‌ସିବିରେ ଚିକିତ୍ସିତ ୧୯୭ ମଧ୍ୟରୁ ୫୨ ଡିସ୍‌ଚାର୍ଜ

କଟକ: ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାର ଆହତମାନଙ୍କ ମଧ୍ୟରୁ ମୋଟ ୧୯୭ ଜଣ କଟକ ଏସ୍‌ସିବିରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ଆହତଙ୍କ ମଧ୍ୟରୁ ୫୨ ଜଣ ଡିସ୍‌ଚାର୍ଜ କରାଯାଇ ସାରିଲାଣି। ତେବେ ଆଇସିୟୁରେ ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ୧୭ ଜଣ ବିଭିନ୍ନ ବିଭାଗର…

ସବୁଠୁ ଉତ୍ତପ୍ତ ସହର ରାଜଧାନୀ; ସାଢେ ୧୧ଟା ସୁଦ୍ଧା ୩୯ ଟପିଲା

ଭୁବନେଶ୍ୱର: ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର । ସାଢେ ୧୧ଟା ସୁଦ୍ଧା ୩୯ ଡିଗ୍ରୀ ଉପରେ ପାରଦ । ତଳେ ତାତିଲା ପିଚୁ । ଉପରେ ଆକାଶରୁ ନିଆଁ ବର୍ଷା । ଛଟପଟ ହୋଇ ଯାଉଛନ୍ତି ରାଜଧାନୀବାସୀ ।  ଆଜି ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୯.୮…