Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରଲୋକରେ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକ, ବାସ ଭବନଠାରେ ଶେଷ ଦର୍ଶନ କଲେ ବରିଷ୍ଠ ପ୍ରଶାସନିକ…

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ସମେତ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗର ସଚିବମାନେ ଭୁବନେଶ୍ୱର ମାଉସୀମାମନ୍ଦିର ଛକସ୍ଥିତ ସ୍ୱର୍ଗତ ପଟ୍ଟନାୟକଙ୍କ ବାସ…

ଟାଙ୍ଗର ମୁଣ୍ଡା ଦୁର୍ଘଟଣା: ମୃତକଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ…

ସୁନ୍ଦରଗଡ: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଭୋଜି ସାରି ଫେରିବା ବେଳେ ଏକ ଅଟୋ ସହ ହାଇୱା ଧକ୍କା ହେବା  ଅଟୋ ଓ ହାଇୱା ଦୁଇଟି ଯାକ ଗାଡ଼ି ପ୍ରାୟ ୧୫ ଫୁଟ ତଳକୁ ଧାନ ବିଲରେ ଖସି ପଡିଥିଲା। ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ।…

ଶ୍ରୀମନ୍ଦିରରେ ଦିଅଁ ଦର୍ଶନ କରିବା ପରେ ହୃଦଘାତ! ଚାଲିଗଲା ଜୀବନ

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ରବିବାର ମଧ୍ୟାହ୍ନରେ ଜଣେ ଭକ୍ତଙ୍କୁ ହୃଦଘାତର ଶିକାର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଭକ୍ତ ଜଣକ ଏବେ ମୁଖ୍ୟ ମନ୍ଦିର ଭିତରେ ଦିଅଁ ଦର୍ଶନ ଶେଷ କରିଥିଲେ। ଦ୍ୱାଦଶ ଶତାଦ୍ଦୀର ଶ୍ରୀମନ୍ଦିର ପଡ଼ିଆ ଭିତରେ ସେ ଚଳପ୍ରଚଳ କରୁଥିବା ବେଳେ…

ଦୁବାଇରେ ମିଳିତ ଜାତିସଂଘର ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ୪ ଓଡ଼ିଆ

ଭୁବନେଶ୍ୱର: ମିଳିତ ଜାତିସଂଘ ପକ୍ଷରୁ ଦୁବାଇରେ ଅନୁଷ୍ଠିତ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ-ସିଓପି ୨୮ରେ ଓଡ଼ିଶାର ଚାରି ଜଣ ଯୁବକ ଯୁବତୀ ସାମିଲ ହୋଇଛନ୍ତି। ଏମାନେ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି । ଯୋଗଦେଇଥିବା ୪ ଓଡ଼ିଆ ହେଲେ ଜଳବାୟୁ କର୍ମୀ ଅଭିଷେକ ମଣି, ଅନ୍ୱେଷା ଦତ୍ତ, ଅଶ୍ୱିନୀ କୁମାର…

ଦିଲ୍ଲୀରେ ଓଡ଼ିଶା ପାଇଁ ପ୍ରସ୍ତୁତ ହେବ ରଣନୀତି, ଶୀର୍ଷ ନେତାଙ୍କୁ ଭେଟିବେ ବିଜେପି ନେତା

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଦଳଗୁଡ଼ିକ ସେତିକି ପ୍ରସ୍ତୁତିକୁ ଜୋରଦାର କରିବା ସହ ନିର୍ବାଚନୀ ସଫଳତା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। ଏହି କ୍ରମରେ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ସ୍ୱରୂପ ଭାରତୀୟ ଜନତା ପାର୍ଟିର ଓଡ଼ିଶାର ସମସ୍ତ ୨୨ ଜଣ…

ଭୋଜି ସାରି ଫେରିବା ବେଳେ ଦୁର୍ଘଟଣା, ଗୋଟିଏ ପରିବାରର ୫ ମୃତ

ସୁନ୍ଦରଗଡ଼: ଭୋଜି ସାରି ଫେରିବା ବେଳେ ଅଟୋ ଉପରେ ମାଡ଼ିଗଲା ହାଇୱା। ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ସଦର ଥାନା ତେଲେନଡିହିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା  । ସୂଚନା ଅନୁଯାୟୀ ସମସ୍ତ ମୃତକ ଗୋଟିଏ ପରିବାରର ସଦସ୍ୟ। ହାଇୱା ଧକ୍କା ହେବା ପରେ…

ଜୀବନବିମା ଟଙ୍କା ପାଇଁ ମା’କୁ ହତ୍ୟା କଲା ପୁଅ?

ବାଲେଶ୍ୱର: ଭୋଗରାଇ ବ୍ଳକ ଅନ୍ତର୍ଗତ ବେଲଦା ଗ୍ରାମରେ ରବିବାର ଜଣେ ବୃଦ୍ଧା ଘର ଭିତରୁ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି।୭୦ ବର୍ଷ ବୟସ୍କା ଲକ୍ଷ୍ମୀଦେବୀଙ୍କ ମୃତଦେହ ଘର ବାରଣ୍ଡାରେ ଅଧା ପୋଡ଼ି ହୋଇ ରହିଥିବା ଦେଖିବାକୁ ମିଳିଥିଲା। ମୃତକଙ୍କ ପୁଅ ଶମ୍ଭୁନାଥଙ୍କ କହିବାନୁସାରେ, ପାରିବାରିକ…

ଛାତ୍ରଙ୍କ ଗଳାକାଟି ହତ୍ଯା ପରେ ପୋଖରୀ ହୁଡାରେ ଫିଙ୍ଗି ଦେଲେ !

କଟକ: ପୋଖରୀ ହୁଡାରୁ ଛାତ୍ରଙ୍କ ଗଳାକଟା ମୃତଦେହ ଉଦ୍ଧାର। ଜଗତପୁର ଥାନା ପୂର୍ବକଚ୍ଛ ଗାଁ ଚନ୍ଦନ ପୋଖରୀ ହୁଡାରୁ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ଛାତ୍ର ପୂର୍ବକଚ୍ଛ ଗାଁର ଜ୍ୟୋତି ପ୍ରକାଶ ବେହେରା। ଗତକାଲି ସ୍କୁଲ ଯାଇଥିଲେ ଜ୍ୟୋତି ହେଲେ କାଲିଠାରୁ ଆଉ ଘରକୁ ଫେରିନଥିଲେ। ପରିବାର…

ଦୁଇ ଜଣଙ୍କୁ ଦଳି ମାରିଲା ଦନ୍ତା

ବରଗଡ : ଥମୁନି ହାତୀ ଆତଙ୍କ  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ଜୀବନ ଯାଉଛି ତ ଆଉ କେତେବେଳେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି ।  ଆଜି ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବରଗଡ ଜିଲ୍ଲା ଅତାବିରା ଥାନା ଅଞ୍ଚଳରେ  । ଦୁଇ ଜଣଙ୍କୁ ଦଳି ମାରିଛି ଦନ୍ତା । ଭେଡେନ ଥାନା…

ISI ଏଜେଣ୍ଟ ସହ ଚାଟିଂ କରୁଥିଲା ବୁଖାରୀ : କାଲି ରିମାଣ୍ଡ ପାଇଁ କରାଯିବ ଆବେଦନ

ଭୁବନେଶ୍ବର : ଯାଜପୁର ଧର୍ମଶାଳାରୁ କାଶ୍ମୀରର ସନ୍ଦିଗ୍ଧ ଆତଙ୍କୀ ଗିରଫ ହେବା ଘଟଣା  । ଏସଟିଏଫ୍ ଏସପିଙ୍କ ଏ ନେଇ ଅଧିକ ସୂଚନା ଦେଇଛନ୍ତି  । ସେ କହିଛନ୍ତି ପାକିସ୍ତାନ ISI ଏଜେଣ୍ଟ ସହ ବୁଖାରୀର ଚାଟିଂ ପ୍ରମାଣ ମିଳିଛି । କିଛି ଡିଲିଟ୍ ହୋଇଯାଇଛି  । ପୁଣି ଥରେ ହାସଲ କରିବାକୁ ଉଦ୍ୟମ…