Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ବବିଦ୍ୟାଳୟ, ଭର୍ଚ୍ଚୁଆଲ ମୋଡରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଓଡ଼ିଶା ଇତିହାସରେ ଯୋଡ଼ିହେଲା ପୁଣି ଏକ ନୂତନ ଅଧ୍ୟାୟ । ପୂରଣ ହେଲା କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ । ଉଦଘାଟନ ହେଲା ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ନୁଆ ବିଲଡିଂ । ପଞ୍ଚସଖା ଖେଳ ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହି ବିଲଡିଂର ଲୋକାର୍ପଣ କରିଛନ୍ତି ।…

ଓଲଟିଲା ଯାତ୍ରାପାର୍ଟି ଟ୍ରକ, ୫ମୃତ

ବାରିପଦା: ଭାରସ୍ୟାମ ହରାଇ ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ । ଚାଲିଗଲା ୫ଜଣଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲା ବାରିପଦା ୪୯ନଂ ଜାତୀୟ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ,…

ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନଙ୍କ ଦ୍ଵାରା ପ୍ରସ୍ତୁତ ବାଲୁକାକଳାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପରାକ୍ରମ ଦିବସ ତଥା ନେତାଜୀ ଜୟନ୍ତୀ ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନଙ୍କ ଦ୍ଵାରା ପ୍ରସ୍ତୁତ ବାଲୁକାକଳାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି। ପରାକ୍ରମ ଦିବସ ଅବସରରେ ରେଡ ଫୋର୍ଟ ଠାରେ ଏକ ଆକର୍ଷଣୀୟ ତଥା ସୁନ୍ଦର୍ ବାଲୁକା କଳା ପ୍ରସ୍ତୁତ କରିଥିଲେ ପଦ୍ମଶ୍ରୀ…

ଆଉ ୨ଦିନ ରାଜ୍ୟରେ ବର୍ଷା ସମ୍ଭାବନା, ୨୬ରୁ ଆସିବ ପାଗରେ ପରିବର୍ତ୍ତନ

ଭୁବନେଶ୍ଵର: ରାଜ୍ୟରେ ଅସହ୍ୟ ଶୀତ ସାଙ୍ଗକୁ ଝିପଝିପ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଗତ ତିନି ଦିନ ହେବ ରାଜ୍ୟରେ ଏଭଳି ପାଗ ଦେଖିବାକୁ ମିଳୁଛି । ଅନ୍ୟପଟେ ରାଜ୍ୟରେ ଆଉ ୨ ଦିନ ଏହିପରି କୋହଲା ପାଗ ରହିବ ବୋଲି ସୂଚନା ମିଳିଛି । ଆଜି ଓ କାଲି ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ…

ଚିରନିଦ୍ରାରେ ଏସସିବିର ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା

କଟକ: ଆଉ ନାହାନ୍ତି ଚିକିତ୍ସକ ଜଗତରେ ଅତି ପରିଚିତ ଚେହେରା ଡାକ୍ତର ଭୁବନାନନ୍ଦ ମହାରଣା । ୬୯ ବର୍ଷ ବୟସରେ କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ସେ ତାଙ୍କର ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ଚିକିତ୍ସା ଜଗତରେ ତାଙ୍କର ଅବଦାନ ଅତୁଳନୀୟ । ମସ୍ତିଷ୍କାଘାତ ପାଇଁ ନିକଟରେ ତାଙ୍କର ଅପରେସନ…

ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ପ୍ରକଳ୍ପର ଭବ୍ୟତାପୂର୍ଣ୍ଣ ପରିବେଶକୁ ଦେଖି ଖୁସିବ୍ୟକ୍ତ କଲେ

ଭୁବନେଶ୍ଵର: ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 5-T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ୟ…

ପୂର୍ବ ରେକର୍ଡ ଭାଙ୍ଗିଲା ପୂର୍ବତଟ ରେଳପଥ: ୨୦୦ ନିୟୁତ ଟନ୍ ପଣ୍ୟ ବୋଝେଇକୁ ଲାଗିଲା ୨୯୫ ଦିନ

ଭୁବନେଶ୍ବର: ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ମାଲ ପରିବହନରେ ପୂର୍ବ ରେକର୍ଡ ଅତିକ୍ରମ କରିଛି। ୧ ଏପ୍ରିଲ, ୨୦୨୩ରୁ ୨୨ଜାନୁୟାରୀ, ୨୦୨୪ ପର୍ଯ୍ୟନ୍ତ ରେଳପଥ ୨୦୨.୧୧୧ନିୟୁତ ଟନ୍ ପଣ୍ୟ ପରିବହନ କରିଛି । ୨୦୨୨-୨୩ ଆର୍ଥିକ ବର୍ଷରେ ସମାନ ସମୟ ମଧ୍ୟରେ ୧୯୧.୩୯ ନିୟୁତ ଟନ୍ ସର୍ବାଧିକ…

ଛିନତାଇ ଗ୍ୟାଙ୍ଗର ୩ ଗିରଫ, ୪ଟି ଚେନ୍ ସହ ବହୁ ମୂଲ୍ୟବାନ ସାମଗ୍ରୀ ଜବତ

ଭୁବନେଶ୍ବର: ଚେନ୍ ଛିନତାଇ ଗ୍ୟାଙ୍ଗ ର ପର୍ଦ୍ଦାଫାଶ । କମିଶନରେଟ୍ ପୋଲିସ ହାତରେ ଧରାପଡିଲା ଚେନ୍ ଛିନତାଇ ଗ୍ୟାଙ୍ଗ । ପୋଲିସ ଆଖିରେ ଧୂଳି ଦେଇ ନିର୍ଭିକ ଭାବେ ରାଜଧାନୀର ଛାତି ଉପରେ ଚଳାଇଥିଲେ ଲୁଟପାଟ୍ । ଲୋକଙ୍କ ବେକରୁ ଝାମ୍ପି ନେଉଥିଲେ ସୁନା ଚିନ୍, ହାତରୁ ମୋବାଇଲ, ପର୍ସ ଏପରି ଅନେକ…

ପାଇପ୍ ଲାଇନ୍ କାମ ବେଳେ ମାଟି ଅତଡା ଧସି ୨ଶ୍ରମିକଙ୍କ ମୃତ୍ୟୁ

କେନ୍ଦୁଝର: ପାଇପ ଲାଇନ ମରାମତି ବେଳେ ହଠାତ ମାଟି ଅତଡା ଧସିଯିବାରୁ ୨ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଯୋଡା ଥାନା କମାରଜୋଡାରେ ଏହି ଅଘଟଣ ଘଟିଛି। ମାଟିତଳେ ପୋତି ହୋଇଯିବାରୁ ୨ଶ୍ରମିକ ପ୍ରାଣ ହରାଇଛନ୍ତି। ମୃତ ଶ୍ରମିକ ତଲହ ହଟିଂର ଚରଣ ଲୋହାର ଓ ଅର୍ଜୁନ ଲୋହାର। ଏକ ଠିକା କମ୍ପାନୀ ପାଇପ ଲାଇନ…

ଚାଲିଥିଲା ବେଆଇନ ଶୁଆ ଚୋରା ଚାଲାଣ; ମାଡ଼ି ବସିଲା ବନ ବିଭାଗ, ୨ ଗିରଫ

ରାଉରକେଲା: ଚାଲିଥିଲା ବେଆଇନ୍ ଶୁଆ ବିକ୍ରି, ମାଡ଼ିବସିଲା ବନବିଭାଗ । ଏଭଳି ଘଟଣା ଘଟିଛି ରାଉରକେଲାର ସ୍ଥାନୀୟ । ଘଟଣାରେ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ରାଉରକେଲା ପୋଲିସ । ମିଳିଥିବା ଖବର ଅନୁସାରେ, ରାଉରକେଲା ସହରର ଇନ୍ଦିରାଗାନ୍ଧୀ ପାର୍କ ନିକଟ ନାଲା ରୋଡ଼ ଅଞ୍ଚଳରୁ ଏକ…