Latest Odisha News

BREAKING NEWS

Browsing Category

ଓଡିଶା

Odisha

୧୩ଟି ଜିଲ୍ଲାର ୮୦ ହଜାର ହେକ୍ଟର ଜମିକୁ ମିଳିଲା ପାଣି, ୫୯ଟି ପ୍ରକଳ୍ପକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପକୁ ଆଜି ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳି ପାରିଛି। ଏଥିପାଇଁ ୨,୫୦୦…

ନୂଆପଡାରେ ବୁଲୁଛି ପୁଣି ଏକ କଲରାପତରିଆ ବାଘ, ଆତଙ୍କିତ ଲୋକେ

ନୂଆପଡା: କିଛିଦିନର ବ୍ୟବଧାନ ପରେ ପୁଣି ଭୟ ଦେଖାଇଲାଣି ବାଘ । ବାଘ ଭୟରେ ଲୋକେ ଦିନ ଦ୍ଵିପହରରେ ଘରେ କବାତ ଦେଇ ପଶିରହୁଛନ୍ତି । ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟର ଗଡ଼ଗଡା ଘାଟିରେ ଏକ କଲରାପତରିଆ ବାଘ ବୁଲୁଥିବାର ଚିତ୍ର କ୍ୟାମେରାରେ କଏଦ ହୋଇଛି  l ବାଘ ଦେଖିବା ପରେ ସୁନାବେଡାକୁ…

ରାଉରକେଲାରେ ଡାଇରିଆ ଆତଙ୍କ, ଗଲାଣି ୪ ମୁଣ୍ଡ

ରାଉରକେଲା: ପୁଣି ମୁଣ୍ଡ ଟେକିଲାଣି ଡାଇରିଆ । ରାଉରକେଲାରେ ଆତଙ୍କ ଖେଳାଇଲାଣି ଝାଡାବାନ୍ତି । ଦୁଇ ଦିନରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦୨ ଜଣ ଆକ୍ରାନ୍ତ ଏବେ ରାଉରକେଲାର ଆଇଜିଏଚ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଅଛନ୍ତି ।…

ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଉତ୍କଳ ଭାରତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆମ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଉଚ୍ଚବିଦ୍ୟାଳୟର ସଂସ୍କୃତି ବିଭାଗ ସଂଯୋଜକ ଡକ୍ଟର ସୁଧୀର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏହି…

କାମ ନସରୁଣୁ ରାସ୍ତାରୁ ଉଠୁଛି ପିଚୁ, ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ

ନୂଆପଡା: ଗାଁ ଠାରୁ ସହରକୁ ସଂଯୋଗ କରିବାକୁ ବିଭିନ୍ନ ରାସ୍ତା କାମ ପାଇଁ ସରକାର ମହତ ଉଦ୍ଧେଶ୍ୟରେ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ବିଭାଗୀୟ ଅଧିକାରୀ ଓ ଠିକାଦାର ମାନଙ୍କ ମଧ୍ୟରେ ପିସି କାରବାର ଓ ଲାଭଖୋର ନୀତି ଯୋଗୁଁ ରାସ୍ତା ମାନ ନିମ୍ନରୁ ଅତିନିମ୍ନ ଭାବରେ କାର୍ଯ୍ୟ ହୋଇଛି…

ଜିଏସଟି ଫାଙ୍କିବା ଅଭିଯୋଗରେ ଚାଲିଛି ଚଢାଉ

ସୁବର୍ଣ୍ଣପୁର : ଜିଏସଟି ଫାଙ୍କିବା ଅଭିଯୋଗରେ ରେଡ୍  । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସ୍ଥିତ ସହଲା ରୋଡ ରେ ଥିବା କେଜିଏନ୍ ସାନିଟାରୀ ଓ ମୁକ୍ତାର ଟ୍ରେଡସ ଦୁଇଟି ଜାଗାରେ ବଲାଙ୍ଗୀର ଜିଏସଟିର ୬ ଜଣିଆ ଟିମ୍ ଚଢ଼ାଉ କରୁଛି  । GST ଫାଙ୍କିବା ଅଭିଯୋଗ ରେ ଏହି ରେଡ୍ ଜାରି ରହିଛି ।…

ଓଡିଶାରେ କାଶ୍ମୀର ଆତଙ୍କୀ ! ୨୦୧୮ରୁ ରହୁଥିଲା ବୁଖାରୀ

ଯାଜପୁର:  କ୍ରାଇମବ୍ରାଞ୍ଚ ଏସଟିଏଫ୍ କବଜାରେ କାଶ୍ମୀରର ସନ୍ଦିଗ୍ଧ ଆତଙ୍କୀ । ଯାଜପୁର ଧର୍ମଶାଳାରୁ ସୟଦ ଇଶାନ ବୁଖାରୀକୁ ଏସଟିଏଫ୍ ଗିରଫ କରିଛି । ଠକେଇ ଏବଂ ଦେଶ ବିରୋଧୀ ତତ୍ତ୍ବ ସହ ଲିଙ୍କ୍ ଅଭିଯୋଗରେ ଗିରଫ କରାଯାଇଛି । ଅଭିଯୁକ୍ତଠାରୁ ୧୦୦ରୁ ଉର୍ଦ୍ଧ୍ବ ଡକ୍ୟୁମେଣ୍ଟ ଜବତ କରାଯାଇଛି ।…

୬୮ ତମ ଜାତୀୟ ରେଳ ପୁରସ୍କାର ସମାରୋହ: ୨ଟି ପୁରସ୍କାର ଗ୍ରହଣ କଲା ପୂର୍ବତଟ ରେଳପଥ

ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ହୋଇଯାଇଛି ୬୮ ତମ ଜାତୀୟ ରେଳ ପୁରସ୍କାର ସମାରୋହ । ଜୋନାଲ ରେଳବାଇ, ଉତ୍ପାଦନ ୟୁନିଟ୍ ଏବଂ ପିଏସୟୁ ପାଇଁ ୨୧ ଟି ଶିଲ୍ଡ ସହିତ ସେମାନଙ୍କର ଉଲ୍ଲେଖନୀୟ ସେବା ପାଇଁ ସାରା ଦେଶରେ ୧୦୦ ରେଳ କର୍ମଚାରୀଙ୍କୁ ପୁରସ୍କୃତ କରାଯାଇଛି ।…

୧୫ ହଜାର ଗୀତ ପୂରଣ କଲା ତାଲ୍ ମ୍ୟୁଜିକ୍

ଭୁବନେଶ୍ବର : ବିଗତ ୨୦୦୧ ମସିହାରୁ ଆଜି ପର୍ଯ୍ୟନ୍ତ ତାଲ ମ୍ୟୁଜିକ ଓଡିଶା ସଙ୍ଗୀତ ଜଗତକୁ ତାର ଭେଟି ଦେଇ ଆସିଛି  । ବହୁ ଉତଥାନ ପତନ ଦେଇ ଗତି କରି ଆଜି ଏହି ସ୍ଥାନରେ ପହଞ୍ଚିଛି ତାଲ ମ୍ୟୁଜିକ୍  । ଆଜି ସେ ଶୁଭ ମୁହୂର୍ତ୍ତ ଆସିଛି । ତାଲ ମ୍ୟୁଜିକ ୧୫ ହଜାର ଗୀତରେ ପଦାର୍ପଣ କରିଛି । ଏହି…

ନୂଆବର୍ଷରୁ ନୂଆ ନିୟମ, ଶ୍ରୀମନ୍ଦିରକୁ ପଲିଥିନ ମନା

ପୁରୀ: ଏବେ ଆଉ ଶ୍ରୀମନ୍ଦିର ଭିତରେ ଦେଖିବାକୁ ମିଳିବନି ପଲିଥିନ ବ୍ୟାଗ । ପୂର୍ବରୁ ପଲିଥିନ ବ୍ୟାନ କରାଯାଇଥିଲେ ମଧ୍ୟ ଏହା କାର୍ଯ୍ୟକାରୀ ହୋଇନଥିଲା । ଯାହାଫଳରେ ଭକ୍ତ ମାନେ ହାତରେ ପଲିଥିନ ଥରି ମନ୍ଦିର ଭିତରକୁ ଯାଉଥିଲେ । କିନ୍ତୁ ଏବେ ନୂଆବର୍ଷରୁ ଏହାକୁ କାର୍ଯ୍ୟକାରୀ କରିବାକୁ…