Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟସ୍ତରୀୟ ପାଲା ଓ ଦାସକାଠିଆ ଉତ୍ସବ ଉଦ୍‌ଯାପିତ 

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ରାଜ୍ୟସ୍ତରୀୟ ପାଲା ଓ ଦାସକାଠିଆ ଉତ୍ସବର ଉଦ୍‌ଯାପନୀ ସମାରୋହ ଭୁବନେଶ୍ୱର ସ୍ଥିତ ଭଞ୍ଜକଳା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ନଭେମ୍ବର ୨୬ ଓ ୨୭ ତାରିଖ ଦୁଇ ଦିନ ଧରି…

‍‍ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା: ଓଡ଼ିଶାକୁ ମିଳିଲା ସ୍ୱର୍ଣ୍ଣ ପଦକ 

ଭୁବନେଶ୍ୱର: ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଗୋଲ୍ଡ ମେଡାଲ ହାସଲ କରିଛି। ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (India Trade Promotion…

ଟ୍ରାଫିକ ନିୟମ ଉଲ୍ଲଙ୍ଘନ; ୨୪୧ ଯାନର ପଞ୍ଜିକରଣ ପ୍ରମାଣପତ୍ର ନିଲମ୍ବନ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ଯାହା ୩୦ ନଭେମ୍ବର ଯାଏ ଚାଲିବ । ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସଚେତନତା ସହ ନିୟମ ଉଲ୍ଲଂଘନକାରୀଙ୍କ…

ECI ର ସଫଳତା: ଚଳିତ ନିର୍ବାଚନରେ ଇଭିଏମ୍ ତଥ୍ୟ ନଷ୍ଟ ହେବା କିମ୍ବା ମାଇକ୍ରୋ-କଣ୍ଟ୍ରୋଲର ଯାଞ୍ଚ ପାଇଁ ଆସିନାହିଁ…

ଭୁବନେଶ୍ୱର: କିଛି ଦିନ ତଳେ ଶେଷ ହୋଇଥିବା ବିହାର ବିଧାନସଭା ନିର୍ବାଚନ (୨୪୩ ନିର୍ବାଚନ ମଣ୍ଡଳୀ) ଏବଂ ୮ ଟି ସ୍ଥାନରେ ହୋଇଥିବା ଉପ-ନିର୍ବାଚନରେ କୌଣସି ପରାଜିତ ପ୍ରାର୍ଥୀଙ୍କ ଠାରୁ ଇ.ଭି.ଏମ୍ ତଥ୍ୟ ନଷ୍ଟ ହେବା କିମ୍ବା ମାଇକ୍ରୋ-କଣ୍ଟ୍ରୋଲର ଯାଞ୍ଚ ପାଇଁ କୌଣସି ଆବେଦନ ଆସିନାହିଁ।…

ଓଡ଼ିଶାରେ ଚତୁର୍ଥ ଥର ପାଇଁ ଆୟୋଜିତ ହେବ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ମାସ ୯ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌…

ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ ହେବେ ଜାଭେଦ ଅଖତର

ଭୁବନେଶ୍ୱର: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ। ଶିକ୍ଷା ଓ ଅନୁସନ୍ଧାନ (ସୋଆ)…

ଓଡିଶା ହେବ ଅଗ୍ରଣୀ ଜଳବାୟୁ ସହନଶୀଳ ରାଜ୍ଯ

ଭୁବନେଶ୍ୱର: ବଢୁଥିବା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ପରିବର୍ତ୍ତିତ ଜୀବିକା ଧାରା ଓ ବଢୁଥିବା ସାମାଜିକ ଦୁର୍ବଳତା ମଧ୍ୟରେ ରାଜ୍ୟର ବିକାଶ ପଥ ସରକାର, ସିଭିଲ ସୋସାଇଟି, ବିଶ୍ୱବିଦ୍ୟାଳୟ, ବଜାର ଓ ସମାଜ ମଧ୍ୟରେ ସହଯୋଗ ଉପରେ ଆଧାରିତ ହେବା ଆବଶ୍ୟକ ବୋଲି ମୁଖ୍ୟ ସଚିବ ମନୋଜ ଆହୁଜା…

‘ଜନତାଙ୍କ ସ୍ବପ୍ନ ପୂରଣ କରନ୍ତୁ’: ଅଭିଭାଷଣରେ ଲୋକ ପ୍ରତିନିଧିଙ୍କୁ ରାଷ୍ଟ୍ରପତିଙ୍କ ପରାମର୍ଶ

ଭୁବନେଶ୍ୱର: ଓଡ଼ିଶା ଇତିହାସରେ ଯୋଡ଼ି ହେଲା ସ୍ଵର୍ଣ୍ଣିମ ଅଧ୍ୟାୟ। ଐତିହାସିକ ମୂହୂର୍ତ୍ତର ମୂକସାକ୍ଷୀ ପାଲଟିଲା ବିଧାନସୌଧ। ପ୍ରଥମ ଥର ପାଇଁ ବିଧାନସଭାକୁ ସମ୍ବୋଧନ କଲେ ମହାମହିମ। ଅଭିଭାଷଣରେ ଲୋକ ପ୍ରତିନିଧିଙ୍କୁ ରାଷ୍ଟ୍ରପତି ଦେଇଛନ୍ତି ପରାମର୍ଶ। ସେ କହିଛନ୍ତି, ଜନଗଣ ଭାଗ୍ୟବିଧାତା,…

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ: ଜୟ ଜଗନ୍ନାଥରୁ ବିଧାସଭାରେ ଅଭିଭାଷଣ ଆରମ୍ଭ କଲେ ରାଷ୍ଟ୍ରପତି

ଭୁବନେଶ୍ଵର: ଓଡ଼ିଶା ଇତିହାସରେ ଯୋଡ଼ି ହେଲା ସ୍ଵର୍ଣ୍ଣିମ ଅଧ୍ୟାୟ। ଐତିହାସିକ ମୂହୂର୍ତ୍ତର ମୂକସାକ୍ଷୀ ପାଲଟିଲା ବିଧାନସୌଧ। ପ୍ରଥମ ଥର ପାଇଁ ବିଧାନସଭାକୁ ସମ୍ବୋଧନ କଲେ ମହାମହିମ। ବିଧାନସଭାରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ। ସଂଘର୍ଷମୟ ଜୀବନ ଓ ସଫଳତା ନେଇ…

ରାଜଭବନରେ କଳିଙ୍ଗ ଅତିଥି ନିବାସକୁ ଉଦଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଭୁବନେଶ୍ୱରର ରାଜଭବନ ପରିସରରେ ସେ କଳିଙ୍ଗ ଅତିଥି ନିବାସକୁ ଉଦଘାଟନ କରିଛନ୍ତି। ଏନେଇ ଅଧିକାରୀମାନେ କହିଛନ୍ତି ଯେ ନୂଆ ଭାବରେ ନିର୍ମିତ ଏହି ସୁବିଧା ଭିଭିଆଇପି ଏବଂ…