Latest Odisha News

BREAKING NEWS

Browsing Category

ଓଡିଶା

Odisha

CBI Arrest:ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡ଼ିଲେ ଇନକମ ଟ୍ୟାକ୍ସ ଅଫିସର

ଭଦ୍ରକ: ଆୟକର ବିଭାଗ ଅଧିକାରୀ ରମେଶ ମହାନ୍ତିଙ୍କୁ ସିବିଆଇ ଗିରଫ କରିଛି । ଏହି ଅଫିସର ଜଣକ ହେଉଛନ୍ତି ଭଦ୍ରକ ଆୟକର ବିଭାଗ କାର୍ଯ୍ୟାଳୟର ଅଫିସ ସୁପରିଣ୍ଟେଣ୍ଡେଣ୍ଟ ରମେଶ କୁମାର ମହାନ୍ତି। ୪ହଜାର ଟଙ୍କା ଲାଞ୍ଚ‌ ନେଉଥିବା ବେଳେ ସିବିଆଇ ହାତରେ ଧରାପଡ଼ିଛନ୍ତି। ଏକ ଡୁପ୍ଲିକେଟ୍  ପ୍ୟାନ୍…

ବନ୍ଧାହେଲେ ୨ ଅନ୍ତଃରାଜ୍ୟ ଗଞ୍ଜେଇ ବେପାରୀ; ୮୯ କେଜି ଗ‌ଞ୍ଜେଇ ସହ କାର୍ ଜବତ

ସୁନ୍ଦରଗଡ଼: ଧରା ପଡିଲେ ୨ ଅନ୍ତଃରାଜ୍ୟ ଗଞ୍ଜେଇ ବେପାରୀ । ସୁନ୍ଦରଗଡ଼ ସଦରଥାନା ପୋଲିସ ୨ ଅନ୍ତଃରାଜ୍ୟ ଗଞ୍ଜେଇ ବେପାରୀଙ୍କୁ ଧରିଛନ୍ତି । ସେମାନଙ୍କଠାରୁ ୮୯ କେଜି ୮୦୦ ଗ୍ରାମ ଗଞ୍ଜେଇ ସହ କାରବାରରେ ବ୍ୟବହୃତ କାର ଜବତ ହୋଇଛି। ସୂଚନାଥାଉକି, ଉତ୍ତରପ୍ରଦେଶର ଦୁଇ ଗଞ୍ଜେଇ ବେପାରୀ…

ନକଲି ବିଦେଶୀ ମଦ ତିଆରି ୟୁନିଟ ଉପରେ ଚଢାଉ;୨ ଗିରଫ

କଟକ: ନକଲି ବିଦେଶୀ ମଦ ତିଆରି ୟୁନିଟ ଉପରେ ଚଢାଉ । ଜିଲ୍ଲାର ମୋବାଇଲ ସ୍କ୍ୱାର୍ଡ ମାହାଙ୍ଗା ଥାନା ଅନ୍ତର୍ଗତ ଅଲିନଗର ଗ୍ରାମ ଠାରେ ଚଢ଼ାଉ କରିଛି । ନକଲି ବିଦେଶୀ ମଦ ତିଆରି ୟୁନିଟରୁ ଅବକାରୀ ଟିମ୍ ବିପୁଳ ପରିମାଣର ବିଦେଶୀ ନକଲି ମଦ ପାଇଁ ବ୍ୟବହୃତ ହେଉଥିବା ସ୍ପିରିଟ, ନକଲି ବିଦେଶୀ ମଦ,…

E-Hundi System For Puri:ଶ୍ରୀମନ୍ଦିରରେ ଇ-ହୁଣ୍ଡି ବ୍ୟବସ୍ଥା ହେବ କାର୍ଯ୍ୟକାରୀ; ଶ୍ରଦ୍ଧାଳୁ ସହଜରେ କରିପାରିବେ…

ଭୁବନେଶ୍ବର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଇ-ହୁଣ୍ଡି ବ୍ୟବସ୍ଥା କାର୍ଯ୍ୟକାରୀ ନିମନ୍ତେ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଇ-ହୁଣ୍ଡି ବ୍ୟବସ୍ଥାର ସଫଳ କାର୍ଯ୍ୟକାରୀ ନିମନ୍ତେ ଆଲୋଚନା ହୋଇଥିଲା ।…

ମନ୍ଦିରକୁ ଚୋରି କରିବାକୁ ଯାଇ ଫସିଲା ଚୋର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାର ଏକ ମନ୍ଦିର ଭିତରେ ଚୋରି କରିବାକୁ ଯାଇ ଫସିଲା ଚୋର। ଡକାୟତି ଉଦ୍ୟମ ବିଫଳ ହେବା ପରେ ତାଙ୍କୁ ଉଦ୍ଧାର କରାଯାଇଛି। ମଙ୍ଗଳବାର ଭୋର ସମୟରେ ପର୍ଜଙ୍ଗ ଥାନା ଅଧୀନସ୍ଥ ଚାନ୍ଦପୁର ଗ୍ରାମର ବାବା ସ୍ୱପ୍ନେଶ୍ୱର ମନ୍ଦିରରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି।…

ବୈଠକରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା: ଜିଲ୍ଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ । ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭ ନଂ ଜିଲା ପରିଷଦ ସଭ୍ୟ ପ୍ରଦୀପ୍ତ ଛୋଟରାୟ ବୈଠକ…

ରାଜଧାନୀରେ ପୁଣି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ବର:ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । କ୍ୟାପିଟାଲ ଥାନା ଅଞ୍ଚଳ ଫାଳିକିଆ ବସ୍ତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ । ଦୁର୍ବୃତ୍ତମାନେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଥିଲେ । ଗୁରୁତର ଆହତ ଯୁବକ ଜଣକଙ୍କୁ ଏକ…

Odisha Coastal Highway:ନୂଆ ଉପକୂଳ ରାଜପଥକୁ କ୍ୟାବିନେଟ୍‌ ମଞ୍ଜୁରୀ; ଖୋର୍ଦ୍ଧା-ପୁରୀ-କେନ୍ଦ୍ରାପଡ଼ା- ଜଗତସିଂହପୁର…

ଭୁବନେଶ୍ବର: ଓଡ଼ିଶାରେ ନୂଆ ଉପକୂଳ ରାଜପଥକୁ କ୍ୟାବିନେଟ୍‌ ମଞ୍ଜୁରୀ । ଖୋର୍ଦ୍ଧାର ରାମେଶ୍ୱରରୁ ଜଗତସିଂହପୁରର ପାରାଦୀପ ପର୍ଯ୍ୟନ୍ତ ନିର୍ମାଣ ହେବ ଏହି ଭବ୍ୟ କୋଷ୍ଟାଲ ହାଇୱେ । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗ ଭିତ୍ତିଭୂମି ସୁଦୃଢ଼ କରିବା ସହ ରାଜ୍ୟର ବ୍ଲୁ ଇକୋନୋମୀ ଏବଂ…

ପଦ୍ମଶ୍ରୀ ଡ଼. ମହେନ୍ଦ୍ର କୁମାର ମିଶ୍ର ଓଡ଼ିଆ ଭରଚୁଆଲ ଏକାଡେମୀର “ବ୍ରାଣ୍ଡ ଆମ୍ବାସାଡର” ଘୋଷିତ

ଭୁବନେଶ୍ୱର: ମାତୃଭାଷା, ଲୋକସାହିତ୍ୟ ଓ ଲୋକସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ଡ଼. ମହେନ୍ଦ୍ର କୁମାର ମିଶ୍ରଙ୍କୁ ଓଡ଼ିଆ ଭରଚୁଆଲ ଏକାଡେମୀ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ସି୍ୱାଇଏସଡ଼ି ସଭାଗୃହରେ ଆୟୋଜିତ ଏକ ଭବ୍ୟ ସମାରୋହରେ ପ୍ରସିଦ୍ଧ…

ଓଡ଼ିଶାରେ ସ୍ୱଚ୍ଛ ଗତିଶୀଳତା ଦିଗରେ ବଡ଼ ପଦକ୍ଷେପ: ପ୍ରତିଷ୍ଠା ହେବ ‘ଗ୍ରୀନ୍ ହାଇଡ୍ରୋଜେନ୍ ଉତ୍ପାଦନ ଏବଂ ରିଫ୍ୟୁଲିଂ…

ଭୁବନେଶ୍ୱର: ରାଜ୍ୟରେ ସ୍ଥାୟୀ ସହରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ଓଡ଼ିଶାର ସ୍ୱଚ୍ଛ ଶକ୍ତି ସଂକ୍ରାନ୍ତୀୟ ରୂପାନ୍ତରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯଆଇଛି। ଏହି ଦିଗରେ ଗ୍ରୀନ୍ ହାଇଡ୍ରୋଜେନ୍ ଗତିଶୀଳତା ପ୍ରକଳ୍ପ…