Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉଦଘାଟିତ ହେଲା ଦେଶର ସର୍ବବୃହତ କ୍ରୀଡା ବିଜ୍ଞାନ କେନ୍ଦ୍ର, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କ୍ରୀଡ଼ା ଜଗତରେ ଇତିହାସ ଲେଖିଲା ଓଡ଼ିଶା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଭାରତର ସର୍ବବୃହତ ଅତ୍ୟାଧୁନିକ କ୍ରୀଡ଼ା ବିଜ୍ଞାନ କେନ୍ଦ୍ରର ଉଦଘାଟନ କରିଛନ୍ତି। ଭାରତର ପ୍ରଥମ ବ୍ୟକ୍ତିଗତ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ…

କେବେ ମିଳିବ ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୁରଣ ରାଶି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ଵର: ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୁରଣ ରାଶି ପ୍ରଦାନ କରିବା ସହ ସେମାନଙ୍କର ୭ଦଫା ଦାବିକୁ ପୂରଣ କରିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ନିଜ ଚିଠିରେ ଉଲ୍ଲେଖ କରିଛନ୍ତି ଯେ,…

ଉଡ୍ର’ ଚାରିଟେବୁଲ୍‍ ଟ୍ରଷ୍ଟର “ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମର ଶୁଭାରମ୍ଭ, ଟ୍ରେଣ୍ଡରେ ଏବେ ନୂତନ ଶୀତବସ୍ତ୍ର…

ଭୁବନେଶ୍ୱର: ଶୁଭାରମ୍ଭ ହୋଇଛି ଉଡ୍ର’ ଚାରିଟେବୁଲ୍‍ ଟ୍ରଷ୍ଟର “ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମ । “ଥିଲେ ଦିଅ, ନଥିଲେ ନିଅ” ଆନ୍ଦୋଳନର ପ୍ରବର୍ତକ ଶ୍ରୀଯୁକ୍ତ ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ ପୁରୁଣା ବସ୍ତ୍ର ଏବଂ…

ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓ ତାଙ୍କ ପତ୍ନୀ, ଗଣିବେ ୧୨ ଲକ୍ଷର ତଣ୍ଡ

ଭୁବନେଶ୍ଵର: ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓ ତାଙ୍କ ପତ୍ନୀ । ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ସୀମାଦ୍ରୀ ନାୟକ ଓ ପତ୍ନୀ ଲକ୍ଷ୍ମୀ ନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ନବରଙ୍ଗପୁର ଉମରକୋଟ…

ଭିଜିଲାନ୍ସ ଜାଲରେ ଫରେଷ୍ଟ ଗାର୍ଡ, ଲାଞ୍ଚ ନେବା ବେଳେ ଧରି ବସିଲା ଟିମ୍

ଝାରସୁଗୁଡା: ମହଙ୍ଗା ପଡିଲା ଲାଞ୍ଚ ନେବା । ଭିଜିଲାନ୍ସ ହାତରେ ସରକାରୀ କର୍ମଚାରୀ । ଝାରସୁଗୁଡା ଜିଲ୍ଲା ବନ୍ଧବାହଲ ଫରେଷ୍ଟ ସେକ୍ସନର ବନହରପାଲି ଫରେଷ୍ଟ ଗାର୍ଡ ଶ୍ରିମତି ଝରଣା ସାହୁ ଓ ୱାଚ୍ ମ୍ୟାନ ଶ୍ରୀ ସଞ୍ଜୟ ବାରିକଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଛି ଭିଜିଲାନ୍ସ ଟିମ୍…

ମଦ ଦୁର୍ନୀତି ଓ କଳା ଟଙ୍କା ବିରୋଧରେ ପୁରୀରେ ବିଜେପିର ବିକ୍ଷୋଭ

ପୁରୀ: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ମଦ ଦୁର୍ନୀତି ଓ କଳା ଟଙ୍କା ଜବତ ଘଟଣା । ଆଜି ବିଜେପି ଏହି ପ୍ରସଙ୍ଗକୁ ନେଇ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଛି । ଝାଡଖଣ୍ଡ କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ମଦ ସାମ୍ରାଜ୍ୟ ଉପରେ ଆୟକର ବିଭାଗ ତରଫରୁ ଲଗାତାର ୫ଦିନ ନନଷ୍ଟପ କାଉଣ୍ଟିଂ ପରେ…

ଶୁଭାରମ୍ଭ ହେଲା ଲୋକ ମହୋତ୍ସବ ମଣ୍ଡେଇ-୨୦୨୩

ନବରଙ୍ଗପୁର:  ମଣ୍ଡେଇ ଲୋକ ମହୋତ୍ସବକୁ ନେଇ ନବରଙ୍ଗପୁର ଜିଲ୍ଲା ଚଳଚଞ୍ଚଳ । ଗୋଟିଏ ମଞ୍ଚରେ କଳା ଓ ସଂସ୍କୃତିର ପ୍ରଦର୍ଶନ କରାଇ ଲୁକ୍କାୟିତ ପ୍ରତିଭାର ଅନ୍ୱେଷଣ କରିବା ଉଦ୍ଦେଶ୍ୟ ନେଇ ପ୍ରତ୍ୟେକ ବର୍ଷ ନବରଙ୍ଗପୁରରେ ମଣ୍ଡେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଆସୁଛି । ଚଳିତ ବର୍ଷ ମଧ୍ୟ ଏହାକୁ…

ମଦ ଦୁର୍ନୀତି ଏବଂ ବିପୁଳ ଗଛିତ କଳା ଟଙ୍କା ବିରୋଧରେ ତଦନ୍ତ ଦାବି କଲା ନୂଆପଡା ବିଜେପି

ନୂଆପଡା: ରାଜ୍ୟରେ ମଦ ଦୁର୍ନୀତି ଏବଂ ବିପୁଳ ଗଛିତ କଳା ଟଙ୍କା ବିରୋଧରେ ଗର୍ଜିଲା ନୂଆପଡା ଜିଲ୍ଲା ବିଜେପି l ସାହୁ ବ୍ରଦର୍ସ ଙ୍କ ରାଜୁତି ରେ ଉପାନ୍ତ ନୂଆପଡା ଜିଲ୍ଲାରେ ଗଦା ଗଦା ମଦ ଭାଟି l ଏନେଇ ନୂଆପଡା ଜିଲ୍ଲା ବିଜେପି ପକ୍ଷରୁ ଉପ ଜିଲ୍ଲାପାଳ ଅଫିସ ଆଗରେ ଗର୍ଜିବା ସହ ନାରାବାଜି…

ତେଲିଆ ମାଛର ଦାମ୍ ୨୦ଲକ୍ଷରୁ ଉର୍ଦ୍ଧ୍ବ

ପାରାଦୀପ : ପାରାଦୀପ ସମୁଦ୍ରରୁ ଧରା ହେଲା ବିରଳ ଦାମୀ ମାଛ। ଧରାଯାଇଥିବା ୧୭ଟି ମାଛକୁ ପ୍ରାୟ ୨୦ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାରେ ନିଲାମ କରାଯାଇଛି ।  ଯାହାର ଓଜନ ୩ କ୍ଵିଣ୍ଟାଲରୁ ଅଧିକ ରହିଛି। ସେହି ମାଛର ନାଁ ରହିଛି ତେଲିଆ ବୋରେଇ  ।ଏହି ମାଛମାନେ ଗଭୀର ସମୁଦ୍ରରୁ ମିଳିଥାଆନ୍ତି ବୋଲି…

ମହୁମାଛି ଆକ୍ରମଣରେ ୨ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାଦୁଆ ଗାଁରେ ଅଭାବନୀୟ ଘଟଣା । ମହୁମାଛି ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ କାଦୁଆ ଗାଁର ଝୁମର ସେଠୀ ଏବଂ ମାୟାଧର ଦେହୁରୀ । ସୂଚନା ମୁତାବକ, ମାୟାଧର ଗାଁ ପାଖ ନିଜ ଚାଷ ଜମିରୁ ଘରକୁ ଫେରୁଥିବା ବେଳେ…