Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହୁମାଛି ଆକ୍ରମଣରେ ୨ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାଦୁଆ ଗାଁରେ ଅଭାବନୀୟ ଘଟଣା । ମହୁମାଛି ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ କାଦୁଆ ଗାଁର ଝୁମର ସେଠୀ ଏବଂ ମାୟାଧର ଦେହୁରୀ । ସୂଚନା ମୁତାବକ, ମାୟାଧର ଗାଁ ପାଖ ନିଜ ଚାଷ ଜମିରୁ ଘରକୁ ଫେରୁଥିବା ବେଳେ…

ଧାରଣାରେ ଏମ୍ସ ସଫେଇ କର୍ମଚାରୀ: ଡାକ୍ତରଖାନା ପରିସରରେ ବାଜିଲାନି ଝାଡୁ

ଭୁବନେଶ୍ୱର:ଭୁବନେଶ୍ୱର ଏମ୍ସରେ ଶ୍ରମିକ ଛଟେଇକୁ ନେଇ ପ୍ରତିବାଦ ତୀବ୍ର ରୂପ ଆଜି ନେଇଛି । ଶ୍ରମିକ ଛଟେଇ ଓ ମହିଳା କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରତିବାଦରେ ଆଜି ଭୁବନେଶ୍ୱର ଏମ୍ସର ଶତାଧିକ ସଫେଇ କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ସଫେଇ କର୍ମଚାରୀମାନେ ଏମ୍ସ ନିର୍ଦ୍ଦେଶକଙ୍କ…

ସାବଧାନ୍ ! ବୁଲୁଛନ୍ତି ଜିନ୍ସ , ଜ୍ୟାକେଟ୍ ପିନ୍ଧା ସମ୍ଭ୍ରାନ୍ତ ଚୋର

ଭୁବନେଶ୍ବର : ସାବଧାନ୍ ! ରାଜଧାନୀବାସୀ । ବୁଲୁଛନ୍ତି ଜିନ୍ସ ଓ ଜ୍ୟାକେଟ ପିନ୍ଧା ସମ୍ଭ୍ରାନ୍ତ ଚୋର । ମୁହଁରେ ମାସ୍କ ପିନ୍ଧି ଘରେ ନଥିବାବେଳେ କଳା କନା ବୁଲାଉଛନ୍ତି । ଏଭଳି କିଛି ଘଟଣା ଘଟିଛି ରାଜଧାନୀର ମଞ୍ଚେଶ୍ବର ରେଲଓ୍ବେ କଲୋନୀରେ  । ସୂଚନା ଅନୁସାରେ ଗତକାଲି ମଞ୍ଚେଶ୍ୱର ରେଲୱେ…

ଜମିବାଡ଼ି ବିବାଦକୁ ନେଇ ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ

ଯାଜପୁର: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ବରି ରାମଚନ୍ଦ୍ରପୁର ଥାନା ବାଲିବିଲି ଗାଁରେ । ମୃତକ ହେଲେ ମନୋଜ କବି । ଏହି ଘଟଣାରେ ଆକ୍ରମଣକାରୀ ସାନ ଭାଇ ସନାତନ କବି ଫେରାର ରହିଛି । ସୂଚନା ମୁତାବକ,…

ଜାଡରେ ଥରୁଛି କନ୍ଧମାଳ : ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ଖସୁଛି ପାରଦ , ବଢୁଛି ଶୀତ  । ପାରଦ ଯେତିକି ତଳମୁହାଁ ହେଉଛି , ଶୀତ ସେତିକି ବଢିବାରେ ଲାଗିଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ କମିଛି । ଶୀତରେ ଥରୁଛି ସାରା କନ୍ଧମାଳ ।  ଜନଜୀବନ ପୁରା ଅସ୍ତବ୍ୟସ୍ତ…

ଆନ୍ଧ୍ରପ୍ରଦେଶରୁ ଫେରିବା ବାଟରେ ଦୁଇ ନାବାଳକଙ୍କ ମୃତ୍ୟୁ, ମାକପଦରେ ଶୋକର ଛାୟା

ରାୟଗଡା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ସି-ଫୁଡ୍ ପ୍ରୋସେସିଂ ପ୍ଲାଣ୍ଟରୁ କାମ ସାରି ଘରକୁ ଫେରିବା ବେଳେ ଦୁଇ ନାବାଳକ ଭାଇ ଗଙ୍ଗାଧର ମାଝୀ ଓ ମହେଶ୍ୱର ମାଝୀଙ୍କ ମୃତ୍ୟୁ ପରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକର ମାକପଦର ଗାଁରେ ଶୋକର ଛାୟା ଖେଳିଯାଇଛି। ଦୁଇ ଭାଇ ଫେରିବା ବାଟରେ ଏହି…

କଂଗ୍ରେସ ସାଂସଦ ଧୀରଜ ସାହୁଙ୍କର ୩୫୩.୫ କୋଟି ଟଙ୍କା ଜବତ କଲା ଆୟକର ଟିମ୍

ବଲାଙ୍ଗୀର: କଂଗ୍ରେସ ରାଜ୍ୟସଭା ସାଂସଦ ଧୀରଜ ପ୍ରସାଦ ସାହୁ ଓ ତାଙ୍କ ପରିବାର ନିକଟରୁ ୩୫୩.୫ କୋଟି ଟଙ୍କା ଜବତ କରିଛି ଆୟକର ବିଭାଗ। ୫୦ ବ୍ୟାଙ୍କ ଅଧିକାରୀ ଏବଂ ୪୦ ନୋଟ୍ ଗଣତି ମେସିନ୍ ଦ୍ୱାରା ପାଞ୍ଚ ଦିନ ଧରି କରାଯାଇଥିବା ଏହି ଅଭୂତପୂର୍ବ କାରବାର ଭାରତର କୌଣସି ଅନୁସନ୍ଧାନକାରୀ ସଂସ୍ଥା…

ଆସନ୍ତାକାଲି ଶ୍ରୀମନ୍ଦିରରେ ପାଳନ ହେବ ଦେବ ଦୀପାବଳି, ପ୍ରଜ୍ବଳିତ ହେବ ୧ ଲକ୍ଷ ଦୀପ

ପୁରୀ: ଆସନ୍ତାକାଲି (ମଙ୍ଗଳବାର) ଶ୍ରୀମନ୍ଦିରରେ ପାଳନ ହେବ ଦେବ ଦୀପାବଳି । ପବିତ୍ର ଦେବ ଦୀପାବଳିରେ ଶ୍ରୀମନ୍ଦିର ସିଂହଦ୍ଵାରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଏକ ଲକ୍ଷ ଦୀପ ପ୍ରଜ୍ବଳନ କରାଯିବ । ବିଶ୍ୱର ମଙ୍ଗଳ କାମନା କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆସନ୍ତାକାଲି ପବିତ୍ର ଦେବ…

ଦିବ୍ୟାଙ୍ଗଙ୍କ ମଧ୍ୟରେ ହେବ ମିଷ୍ଟର ଓ ମିସ ଇଣ୍ଡିଆ ପ୍ରତିଯୋଗିତା

ଭୁବନେଶ୍ୱର: ଦିବ୍ୟାଙ୍ଗମାନଙ୍କ ପ୍ରତିଭା ଅନ୍ୱେଷଣ ପାଇଁ ଆସନ୍ତା ବର୍ଷ ଜାନୁଆରୀ ଓ ଫେବୃଆରୀ ମାସରେ ମିଷ୍ଟର ଓ ମିସ୍ ଇଣ୍ଡିଆ ପ୍ରତିଯୋଗିତା ଓଡ଼ିଶାରେ ଆୟୋଜନ କରାଯିବ । ପରିବର୍ତ୍ତନ ଓ ସ୍ୱାଭିମାନ ସଂଗଠନ ପକ୍ଷରୁ ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରାଯାଇଛି । ଏହି…

ଶ୍ରୀ ନୃତ୍ୟୋତ୍ସବ ୨୦୨୩ ଉଦ୍‌ଯାପିତ , ଦଳଗତ ନୃତ୍ୟରେ ଦର୍ଶକ ବିଭୋର

ଭୁବନେଶ୍ୱର : ଭୁବନେଶ୍ୱରର ଏକ ପ୍ରତିଷ୍ଠିତ ନୃତ୍ୟ ଅନୁଷ୍ଠାନ ଶ୍ରୀ ଡ଼୍ୟାନ୍ସ ଏକାଡ଼େମୀ ଦ୍ୱାରା ଆୟୋଜିତ ଶ୍ରୀ ନୃତ୍ୟୋତ୍ସବ ୨୦୨୩ ଆଜି ଭଞ୍ଜ କଳା ମଣ୍ଡପରେ ଉଦ୍‌ଯାପିତ ହୋଇଯାଇଅଛି । ଉଦ୍‌ଯାପନୀ ସନ୍ଧ୍ୟାରେ ଓଡ଼ିଶୀ ନୃତ୍ୟର ଏକକ, ଦୈତ୍ୟ ଓ ଦଳଗତ ପର୍ଯ୍ୟାୟରେ ବିଶିଷ୍ଟ ଖ୍ୟାତନାମା…