Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତା କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର (CHSE) ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ପୂର୍ବାହ୍ନ ୧୧ଟାରେ ଯୁକ୍ତ ଦୁଇର ବିଜ୍ଞାନ, ବାଣିଜ୍ୟ  ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।…

୧୦୬ଟି ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ବଢ଼ିବ ୧୩ ହଜାର ଯୁକ୍ତ ୨ ସିଟ୍

ଭୁବନେଶ୍ୱର: ବଢ଼ିବ ଯୁକ୍ତ ୨ ସିଟ୍ । ଚଳିତବର୍ଷ ମାଟ୍ରିକ୍ ମାଟ୍ରିକ୍ ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ଯୁକ୍ତ ୨ ସିଟ୍ ବଢ଼ାଇବାକୁ ନିଷ୍ପତ୍ତି ନିଆଯାଇଛି । ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ସ୍କୁଲ୍ ଖୋଲାଯିବ ।  ୧୦୬ଟି ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ୧୩ ହଜାର ସିଟ୍ ରହିବ ବୋଲି…

ବାଲିଗୁଡ଼ାରେ ବାଘ ! ବନ ବିଭାଗ କହିଲା ଗୁଜବ

ବାଲିଗୁଡ଼ା:କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଖେଳି ଯାଇଛି ବାଘ ଆତଙ୍କ । ଭୟଭୀତ ହୋଇ  ପଡ଼ିଛନ୍ତି ଲୋକେ । ବାଲିଗୁଡା ସହରର ବଡଗାଁ ନିକଟ ଖଡଗ ନଦୀ କୂଳରେ ୨ଟି ବାଘ ବୁଲୁଥିବା ଖବର ପ୍ରଚାର ହେବା ପରେ ଏକପ୍ରକାର ଆତଙ୍କ ଖେଳି ଯାଇଛି । ହେଲେ ବନ ବିଭାଗ ଏପରି ଅଭିଯୋଗକୁ ଖଣ୍ଡନ କରିଛି । ବିନ…

ସାଢେ ୧୧ ସୁଦ୍ଧା ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର; ରାଜଧାନୀରେ ୩୭ ଛୁଇଁଲା ପାରଦ

ଭୁବନେଶ୍ୱର: ସକାଳୁ ସକାଳୁ ବଢୁଛି ତାତି । ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି । ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରି ଦେଉଛି । ଏମିତି ଦୃଶ୍ୟ ସାରା ରାଜ୍ୟରେ ଦେଖିବାକୁ ମିଳିଛି । ଆଜି ସକାଳୁ ରାଜଧାନୀର ତାତି ଅସମ୍ଭାଳ ହୋଇପଡିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ୩୩…

ବାଲିଗୁଡ଼ାରେ ମାତିଛନ୍ତି ବାଘ, ଅଳ୍ପକେ ବର୍ତ୍ତିଲେ ପମ୍ପ ହାଉସ୍‌ର ୨ କର୍ମଚାରୀ

କନ୍ଧମାଳ : ମାତିଛି ବାଘ । ବାଲିଗୁଡ଼ାରେ ଆତଙ୍କ ଖେଳାଇଛି ବାଘ । ଖଡ଼ଗ ନଦୀ କୂଳରେ ୨ଟି ବାଘ ବୁଲୁଥିବାର ସୂଚନା ମିଳିଛି । ପମ୍ପ ହାଉସ୍‌ର ୨ ଜଣ କର୍ମଚାରୀଙ୍କୁ ବାଘ ଆକ୍ରମଣ କରିବାକୁ ଗୋଡ଼ାଇଥିବା କହିଛିନ୍ତି । ସୂଚନା ଅନୁଯାୟୀ, ଗତକାଲି ରାତି ୯ଟା ସମୟରେ ପମ୍ପ ହାଉସ୍‌ର ୨ ଜଣ…

୧୨ ଲକ୍ଷ ଲାଞ୍ଚ ନେଇ ଗିରଫ ହେଲେ କରଞ୍ଜିଆ ତହସିଲଦାର

ଭୁବନେଶ୍ୱର:ଲାଞ୍ଚ ନେବା ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ  । ତହସିଲଦାର ନାୟକ ଜଣେ ବ୍ୟକ୍ତିଙ୍କଠାରୁ ୨ଟି ଚେକରେ ୧୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଧରା ପଡିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, କରଞ୍ଜିଆ ତହସିଲ ଅଧୀନ…

ବୋହୂ, କୁନି ନାତୁଣୀକୁ ଧରି ସ୍କୁଟିରେ ଡାକ୍ତରଖାନା ଯାଉଥିଲେ ଜେଜେବାପା; ଚାପିଦେଲା ଟ୍ରକ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଅନ୍ତର୍ଗତ ଚଷାପଡା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।  ସ୍କୁଟିରେ ଯାଉଥିଲେ  ବୋହୂ ଓ ୪ ବର୍ଷର ନାତୁଣୀଙ୍କୁ ବସାଇ ଯାଉଥିଲେ ଜେଜେବାପା । ଚାପିଦେଲା ଟ୍ରକ । ଦୁର୍ଘଟଣାରେ ଜେଜେ ବାପା ଗୁରୁତର ଆହତ ହୋଇଛନ୍ତି । ଏହାକୁ ନେଇ ଘଟଣା…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି, ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ରାଜାନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ମହାପ୍ରଭୁ ବିଜେ କରିବେ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ ।…

ପତ୍ନୀଙ୍କୁ ହତ୍ୟା କରି ଝୁଲି ପଡ଼ିଲେ ସ୍ୱାମୀ

ଧାମନଗର: ଭଦ୍ରକ ଜିଲ୍ଲା ଧାମନଗରରେ ଦେଖିବାକୁ ମିଳିଛି ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହାଣିବା ପରେ ନିଜେ ଗଛରେ ଝୁଲି ଆତ୍ମହତ୍ୟା କରିଛି ସ୍ୱାମୀ ।  ସ୍ଥାନୀୟ ମୌଲାନା ସାହିରେ ଘଟିଛି ଏପରି  ହୃଦୟବିଦାରକ ଘଟଣା  । ଘର ଭିତରେ  ପଡିଛି ସ୍ତ୍ରୀର କ୍ଷତବିକ୍ଷତ ରକ୍ତାକ୍ତ ମୃତଦେହ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ଆରମ୍ଭ ହେଲା କୁଇ ଓ ଦେଶିଆ ଭାଷାର ଜାତୀୟ କର୍ମଶାଳା

କୋରାପୁଟ: କୁଇ ଓ ଦେଶିଆ ଭାଷାଭାଷୀ ଶିକ୍ଷାର୍ଥୀମାନଙ୍କ ପାଇଁ ପ୍ରାରମ୍ଭିକ ଶିକ୍ଷା ସ୍ତରରେ କହିବା, ପଢ଼ିବା, ବୁଝିବା ଓ ଲେଖିବାର ଉଦ୍ଦେଶ୍ୟ ନେଇ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିବାକୁ ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପରୀକ୍ଷଣ ପରିଷଦ (NCERT), ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE),…