Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ପଞ୍ଜୀକରଣ ଆବେଦନ ଖାରଜ

କଟକ: ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରତ୍ୟୁଷା ନନ୍ଦଙ୍କ ସହ ବିବାହ ପଞ୍ଜିକରଣ ପାଇଁ ତାଙ୍କ ଆବେଦନକୁ କଟକ ଜିଲ୍ଲା ସବ୍ ରେଜିଷ୍ଟ୍ରାର (ଡିଏସ୍ଆର) କାର୍ଯ୍ୟାଳୟ ପକ୍ଷରୁ ଖାରଜ କରି ଦିଆଯାଇଛି। ଡିଏସ୍ଆର୍ ଏହି ଆବେଦନରେ ତ୍ରୁଟି…

ରେଳଧାରଣା ଉପରେ ପଥର ଯୋଗୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ

କୋରାପୁଟ: ପୂର୍ବତଟ ରେଳପଥର ୱାଲଟିୟର ଡିଭିଜନ ଅନ୍ତର୍ଗତ ଆନ୍ଧ୍ରପ୍ରଦେଶର ଶିବଲିଙ୍ଗପୁରମ୍ ନିକଟରେ ଟ୍ରେନ୍‌ଲାଇନ୍‌ରେ ପଥର ପଡ଼ିଛି । ଫଳରେ କିରଣ୍ଡୁଲ-ଆରୁକୁ-ବିଶାଖାପାଟଣାକୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଆରୁକୁ-କୋଟାୱ୍ୱାଲସା ମଧ୍ୟରେ ଶିବଲିଙ୍ଗପୁରମ ନିକଟରେ ରେଳଧାରଣାରେ ପଥର…

ରାଜ୍ୟ କ୍ୟାବିନେଟରେ ୧୦ ପ୍ରସ୍ତାବକୁ ମଞ୍ଜୁରି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ୧୦ଟି ପ୍ରସ୍ତାବ ଉପରେ ଲାଗିଛି ମୋହର। ଗୋପାଳପୁରରେ ଶିଳ୍ପ କରିଡର ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ସେହିପରି ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା…

ତୁଷୁରା ଏୟାରଷ୍ଟ୍ରିପ୍ ନବୀକରଣ: ୬୫ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବଲାଙ୍ଗୀର ଜିଲ୍ଲାର ତୁଷୁରା ଏୟାରଷ୍ଟ୍ରିପ୍ ନବୀକରଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ସହ ଏୟାରଷ୍ଟ୍ରୀପର ନବୀକରଣ ପାଇଁ ୬୫ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶାର…

ଓଡ଼ିଶାରେ ପୁଅଙ୍କ ତୁଳନାରେ କମୁଛି ଝିଅଙ୍କ ସଂଖ୍ୟା

ଭୁବନେଶ୍ବର: ଉଦବେଗ ବଢାଇଲା ଗତ ୪ ବର୍ଷର ରିପୋର୍ଟ । ରାଜ୍ୟରେ ପୁଅଙ୍କ ତୁଳନାରେ କମୁଛି ଝିଅଙ୍କ ସଂଖ୍ୟା । ଝିଅ ସଂଖ୍ୟା ହ୍ରାସରେ ୬ ନମ୍ବର ସ୍ଥାନରେ ଓଡ଼ିଶା ଥିବା ରିପୋର୍ଟ କହୁଛି । ଗତ ୪ ବର୍ଷରେ ୨୩ ପ୍ରତିଶତ କମିଛି ଝିଅଙ୍କ ସଂଖ୍ୟା । ପ୍ରତି ୧ ହଜାର ପୁଅରେ ଝିଅଙ୍କ ସଂଖ୍ୟା ରହିଛି ୯୨୫…

କଂଗ୍ରେସରେ ଯୋଗଦେଲେ ଡାକ୍ତର ଶରତ ମିଶ୍ର

ଭୁବନେଶ୍ୱର: ବିଶିଷ୍ଠ ଅସ୍ଥିଶଲ୍ୟ ଚିକିତ୍ସକ ଡାକ୍ତର ଶରତ ମିଶ୍ର କଂଗ୍ରେସ ଦଳରେ ପୁନଃ ଯୋଗଦାନ କରିଛନ୍ତି । ଏହି ଅବସରରେ ଆଜି କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ…

ମକା କ୍ଷେତ୍ର ପ୍ରଦର୍ଶନରେ ଅହେତୁକ ଅଗ୍ରଗତି, ଫସଲ ଉତ୍ପାଦନରେ ୫୧ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷଙ୍କ ଭିକେ ପାଣ୍ଡିଆନ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିଛନ୍ତି ଏହା ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ପାନ ଚାଷୀ, କିଆଫୁଲ ଚାଷୀ ଓ ଲେମନ୍‌ଗ୍ରାସ ଚାଷୀମାନଙ୍କର ବିଭିନ୍ନ…

ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ମିଗଜୋମ୍’, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆନ୍ଧ୍ର ଉପକୂଳ ଛୁଇଁଲା ବାତ୍ୟା 'ମିଗଜୋମ୍' । ପ୍ରଚଣ୍ଡ ରୂପ ନେଇ ଦକ୍ଷିଣ ଆନ୍ଧ୍ରର ବାପାଟଲା ନିକଟରେ ଲ୍ୟାଣ୍ଡଫଲ୍ କଲା 'ମିଗଜୋମ୍' । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ଜାରି ରହିଛି ବର୍ଷା । 'ମିଗଜୋମ୍' ଘଣ୍ଟା ପ୍ରତି ବେଗ ୧୨ କିମି ବେଗରେ ଉତ୍ତର…

ଆଜି ସରିବ , ପୁଣି ଆରବର୍ଷକୁ ଅପେକ୍ଷା…

କଟକ : ୯ ଦିନ ହେଲା ଚାଲିଥିଲା ଯାତ୍ରା । ସନ୍ଧ୍ୟା ହେଲେ ଲାଗୁଥିଲା ଲୋକଙ୍କ ଗହଳି  । ହେଲେ ଆସନ୍ତାକାଲି ସେ ଗହଳି ନଥିବ କି ଯାତ୍ରା ବି ନଥିବ । ଆଉ ସେ ସିଲେଷ୍ଟ୍ରି ଆଇସକ୍ରିମ୍ ର ଗୋଟେ ସଙ୍ଗେ ଗୋଟେ ମାଗଣାର ଡାକ ଶୁଭିବନି କି ମସଲାରେ ଜବରଦସ୍ତ ଅଫରର ଡାକ । ପୁରା ଖାଁ ଖାଁ ହୋଇପଡିବ…

ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା: ‘ମୋ ପୋଲିସ୍’ ଏବେ ‘ବିଜେଡି ପୋଲିସ’ରେ ପରିଣତ ହୋଇଛି: ଇରାସିସ୍ ଆଚାର୍ଯ୍ୟ

ଭୁବନେଶ୍ୱର: ଶାନ୍ତିପ୍ରିୟ ଓଡିଶା ରାଜ୍ୟରେ ଦିନକୁ ଦିନ ଅପରାଧ ପ୍ରବଣତା ବଢି ଚାଲିଛି । ଅପରାଧିମାନଙ୍କ ଚରା ଭୁଇଁ ପାଲଟିବା ସହିତ ଭିତ୍ତିଭୂମି ସୁଦୃଢ ହେବାରେ ଲାଗିଛି । ସଦ୍ୟ ପ୍ରକାଶିତ ଏନ୍‌ସିଆର୍‌ବି ରିପୋର୍ଟରେ ଓଡିଶାରେ ବଢିଚାଲିଥିବା ଅପରାଧ ସମ୍ପର୍କିତ ତଥ୍ୟ ଚିନ୍ତାର କାରଣ ପାଲଟିଛି…