Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟକୁ ନେଇ ଶାସକ ଦଳ ବିରୋଧରେ ବର୍ଷିଲେ ବିରୋଧୀ

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି (ବିଜେପି) ଓ କଂଗ୍ରେସ ରବିବାର ବିଜୁ ଜନତା ଦଳ (ବିଜେଡି) ଉପରେ ଜୋରଦାର ଆକ୍ରମଣ କରିଛନ୍ତି। ନବ ଦାସ ହତ୍ୟାକାଣ୍ଡରେ ସମ୍ପୃକ୍ତ ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ ସୁରକ୍ଷା ଦେଉଥିବା ଦଳ ଅଭିଯୋଗ କରିଛି। ବିଜେପି ଏହି…

ବିଜେଡିର ୧୧୭ ବିଧାୟକଙ୍କ ସହ ଯୋଗାଯୋଗରେ ଅଛୁ: ମନମୋହନ ସାମଲ

ଭୁବନେଶ୍ୱର: ସରକାରୀ ଭାବରେ ରାଜ୍ୟରେ ସାଧାରଣ ନିର୍ବାଚନ ଏବଂ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାରି ଭିତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି, ଶାସକ ଦଳର ଅନେକ ବିଧାୟକ ଅସନ୍ତୁଷ୍ଚ ରହିଛନ୍ତି ତାଙ୍କ ସହ ବିଜେପି…

ବିବାହ ଉତ୍ସବ ପାଳନ କରିବାକୁ ଯାଉଥିଲେ, ଦୁର୍ଘଟଣାରେ ପ୍ରାଣ ହରାଇଲେ ଡାକ୍ତର

ଭୁବନେଶ୍ୱର: ନିକଟରେ ବିବାହ କରିଥିବା ଜଣେ ଡାକ୍ତର ରବିବାର ପୂର୍ବାହ୍ନରେ ଭୁବନେଶ୍ୱରର ଫାୟାର ଷ୍ଟେସନ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ମୃତ ଡାକ୍ତର ମନୋଜ କୁମାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ କ୍ୟାନସର ବିଭାଗର ପ୍ରଫେସର ଭାବେ କାର୍ଯ୍ଯ କରୁଥିଲେ। ତିନି ମାସ ତଳେ…

ନୂଆ ସଂସଦ ଭବନ ଉଦଘାଟନ, ବିଜେଡି ସୁପ୍ରିମୋଙ୍କ ନିରବତା ଓ ଭର୍ତ୍ତୃହରିଙ୍କ ଫଟୋ ବଢ଼ାଇଲା ଚର୍ଚ୍ଚା

ଭୁବନେଶ୍ୱର: ନୂଆ ସଂସଦ ଭବନ ଉଦଘାଟନ ଅବସରରେ ଯଦିଓ ବିଜେଡି ଯୋଗ ଦେଇଛି ବୋଲି କହିଛି କିନ୍ତୁ ଏହାକୁ ନେଇ ଦଳ ଆନ୍ତରିକ ଭାବେ କେତେ ଖୁସି ଅଛି ତାହା ଏବେ ବଡ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି? କାରଣ ଉଦଘାଟନୀ ଉତ୍ସବରେ ବିଜେଡି ସାଂସଦ ଯୋଗ ଦେଇଥିଲେ ବୋଲି ଦଳ କହିଛି। କିନ୍ତୁ ଯେଉଁ ସାଂସଦ…

ପ୍ରତ୍ୟେକ ବୁଥ୍‌ରେ କଂଗ୍ରେସ ସେବା ଦଳ କର୍ମୀଙ୍କୁ ନିଯୁକ୍ତି ଦିଆଯିବ: ଶରତ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳ ପକ୍ଷରୁ ଆଜି ପୂର୍ବାହ୍ନରେ କଂଗ୍ରେସ ଭବନଠାରେ କଂଗ୍ରେସ ସେବାଦଳର ଜିଲ୍ଲା କର୍ମକର୍ତ୍ତା ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ସମ୍ମିଳନୀକୁ ଉଦଘାଟନ କରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ କହିଛନ୍ତି,…

ମୌସୁମୀ ପାଇଁ ଅନୁକୂଳ ହେଉଛି ପାଗ, ଆଉ ୫ ଦିନ କାଳବୈଶାଖୀ

ଭୁବନେଶ୍ୱର: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ ରହିଛି । ଆଗାମୀ ୨ ଦିନରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ ସହ ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଓ ନିକୋବର ଛୁଇଁବା ନେଇ ପାଗ ଅନୁକୂଳ ଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ…

ନୂଆ ସଂସଦ ଭବନର କର୍ମ ଗେଟରେ ଓଡ଼ିଶାର ‘କୋଣାର୍କ ଚକ୍ର’

ଭୁବନେଶ୍ୱର: ଆଜି ନୂଆ ସଂସଦ ଭବନ ଉଦଘାଟିତ ହେଉଛି । ଭାରତୀୟ ଗଣତନ୍ତ୍ରର ମନ୍ଦିର ସଂସଦ ଭବନରେ ସ୍ଥାନ ପାଇଛି କୋଣାର୍କ ଚକ୍ର । ନୂତନ ସଂସଦ ଭବନର କର୍ମ ଗେଟରେ କୋଣାର୍କ ସୂର୍ଯ୍ୟ ମନ୍ଦିରର କୋଣାର୍କ ଚକ୍ର ରହିଛି । ନୂଆ ସଂସଦ ଭବନରେ ୩ଟି ମୁଖ୍ୟ ଦ୍ୱାର ରହିଛି । ଯଥା- ଜ୍ଞାନ ଦ୍ୱାର,…

ଗଞ୍ଜେଇ ମାଫିଆ ବାପପୁଅଙ୍କ ୩ କୋଟି ମୂଲ୍ୟର ସମ୍ପତ୍ତି ବାଜ୍ୟାପ୍ତ

ପୁରୀ: ଗଞ୍ଜେଇ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ଗଞ୍ଜେଇ ବ୍ୟବସାୟ କରୁଥିବା ପୁରୀର ବାପପୁଅଙ୍କ ୩ କୋଟି ମୂଲ୍ୟର ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି । ବାଜ୍ୟାପ୍ତି କରାଯାଇଥିବା ସମ୍ପତ୍ତି ମଧ୍ୟରେ ୯ଟି ପ୍ଲଟ, ୪ଟି ଘର ସହ କାର ଓ ବାଇକ୍ ରହିଛି । ଗଞ୍ଜେଇ କାରବାରର ସମ୍ପୃକ୍ତ…

ପିଆଜ ଚାଷକୁ ପ୍ରୋତ୍ସାହନ, ଦର ବୃଦ୍ଧି ରୋକିବାକୁ ୫ ଜିଲ୍ଲାରେ ଗୋଦାମ ପାଇଁ ସରକାରଙ୍କ ଯୋଜନା

ଭୁବନେଶ୍ୱର: ଓଡ଼ିଶାରେ ପିଆଜ ଚାଷ କମ୍ ପରିମାଣରେ କରାଯାଉଥିବା ବେଳେ ଅନ୍ୟ ରାଜ୍ୟରୁ ଆମଦାନୀ ଉପରେ ନିର୍ଭର କରିବାକୁ ପଡ଼ୁଛି । ଏଭଳି ସ୍ଥିତିରେ ପିଆଜର ଦର ବୃଦ୍ଧି ଖାଉଟିଙ୍କ ପାଇଁ ବିଭିନ୍ନ ସମୟରେ ଚିନ୍ତାର କାରଣ ପାଲଟୁଛି । ଏସବୁ ସମସ୍ୟାକୁ ଦେଖି ସରକାର ରାଜ୍ୟର ୫ଟି ଜିଲ୍ଲାରେ ଗୋଦାମ…

୨୦୨୪ ନିର୍ବାଚନ ପ୍ରସ୍ତୁତି, ଗୋଟିଏ ସ୍ଥାନରେ ୩ ବର୍ଷ ପୂରଣ କରିଥିବା କର୍ମଚାରୀଙ୍କ ତାଲିକା ମାଗିଲେ ସରକାର

ଭୁବନେଶ୍ୱର: ସାଧାରଣ ନିର୍ବାଚନକୁ ପାଖାପାଖି ବର୍ଷେ ବାକିଥିବା ବେଳେ ଆରମ୍ଭ ହୋଇଛି ପ୍ରସ୍ତୁତି । ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଏକି ଚିଠି କରାଯାଇଛି ।…