Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶାସ୍ତ୍ରୀୟ ନୃତ୍ୟର ମହାକୁମ୍ଭ କୋଣାର୍କ ମହୋତ୍ସବ ଉଦ୍‌ଘାଟିତ,ହୃଦୟକୁ ଛୁଇଁଲା ଭାରତନାଟ୍ୟମ

ପୁରୀ: ପ୍ରତିବର୍ଷ ପରି ଆଜିଠାରୁ କୋଣାର୍କ ସୂର୍ଯ୍ୟମନ୍ଦିର ପାଦ ଦେଶରେ ଆରମ୍ଭ ହୋଇଛି ଶାସ୍ତ୍ରୀୟ ନୃତ୍ୟର ମହାକୁମ୍ଭ କୋଣାର୍କ ମହୋତ୍ସବ । ଏହି ମହୋତ୍ସବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏକ ଭର୍ଚୁଆଲ୍ ମୋଡ୍ ରେ ଉଦ୍‌ଘାଟିତ ହୋଇଯାଇଛି । ପର୍ଯ୍ୟଟନ ବିଭାଗ ଏବଂ ଓଡିଶା ପର୍ଯ୍ୟଟନ…

କୋଣାର୍କ,ସୋନାପୁର,ଭିତରକନିକାରେ ଆରମ୍ଭ ହେଲା ଇକୋ ରିଟ୍ରିଟ୍‌

ଭୁବନେଶ୍ୱର: ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣ କୋଣାର୍କ,ସୋନାପୁର ଓ ଭିତରକନିକାଠାରେ ଉଦ୍‌ଘାଟିତ ହୋଇଯାଇଛି । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ୍‌ରେ ଉଦ୍‌ଘାଟନ କରିଥିଲେ । କ୍ରମାଗତ ଭାବରେ ସଫଳତାର ସହିତ ଚାରୋଟି ସଂସ୍କରଣର ଆୟୋଜନ କରିଛି ପର୍ଯ୍ୟଟନ ବିଭାଗ । ଓଡିଶା…

ପୂର୍ବତଟ ରେଳପଥର ସିପିଆରଓ ମୁଖ୍ୟ ହେଲ ଅଶୋକ କୁମାର ମିଶ୍ର

ଭୁବନେଶ୍ବର: ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବେ ଅଶୋକ କୁମାର ମିଶ୍ରଙ୍କ ଯୋଗଦାନ । ଭାରତୀୟ ରେଳ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ସେବା (ଆଇଆରଏସଇଇ) ର ୨୦୧୧ ବ୍ୟାଚ୍ ର ଅଧିକାରୀ ଅଶୋକ କୁମାର ମିଶ୍ର । ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ…

ବରମୁଣ୍ଡା ବସ୍ ଷ୍ଟାଣ୍ଡ ପରିଦର୍ଶନ କଲେ ୫-ଟି ଅଧ୍ୟକ୍ଷ, ଡିସେମ୍ବର ଶେଷ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି (ଶୁକ୍ରବାର) ବରମୁଣ୍ଡା ଠାରେ ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲ୍ (ଆଇଏସବିଟି) ବସ୍‌ ଷ୍ଟାଣ୍ଡ ପରିଦର୍ଶନ କରିଛନ୍ତି ନବୀନ ଓଡ଼ିଶା ଅଧ୍ୟକ୍ଷ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ । ବରମୁଣ୍ଡା ବସଷ୍ଟାଣ୍ଡରେ ଚାଲିଥିବା ନିର୍ମାଣ କାର୍ଯ୍ୟର ସମୀକ୍ଷା କରିବା ସହ ଏଥିରେ ନିୟୋଜିତ…

ପୁରୀ ଶ୍ରୀକ୍ଷେତକୁ ତୁଳସୀ ଯାତ୍ରା କଲା ରାଜ୍ୟ କଂଗ୍ରେସ

ଭୁବନେଶ୍ବର: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କଲା ‘ତୁଳସୀ ଯାତ୍ରା’ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସାରା ରାଜ୍ୟର ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଞ୍ଚାୟତରୁ ଶହଶହ କଂଗ୍ରେସ କର୍ମୀ ଓ ଶୁଭେଚ୍ଛୁମାନେ ଶ୍ରୀ ଜଗନ୍ନାଥ ମନ୍ଦିରର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ୪ ଓଡ଼ିଆ ଶ୍ରମିକ, ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା…

ଭୁବନେଶ୍ଵର: ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ । ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି…

ଜାନୁଆରୀ ୨ରୁ +୨ ପ୍ରାକ୍ଟିକାଲ, ଫେବୃୟାରୀ ୧୬ରୁ ହୋଇପାରେ ଥିଓରୀ ପରୀକ୍ଷା

ଭୁବନେଶ୍ବର : +୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ସୂଚନା। ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ୍‍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେବ। ଜାନୁଆରୀ ୨ତାରିଖରୁ ପ୍ରାକ୍ଟିକାଲ୍‍ ପରୀକ୍ଷା ଆରମ୍ଭ ହୋଇ ୧୨ ତାରିଖ ଯାଏ ଚାଲିବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର…

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସମାରୋହ ଉଦଘାଟିତ

ଭୁବନେଶ୍ବର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସମାରୋହ ଉଦଘାଟିତ ହୋଇଯାଇଛି। ସମାରୋହକୁ ଉଦଘାଟନ କରିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। କାର୍ଯ୍ୟକ୍ରମରେ ମନ୍ତ୍ରୀ କହିଛନ୍ତି…

ଝାରସୁଗୁଡା ଲଖନ୍‌ପୁରରେ ଆଇଟିଆଇ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ଲଖନ୍‌ପୁରଠାରେ ଆଇଟିଆଇ (ITI) ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ନବୀନ । ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ । ସୂଚନାଯୋଗ୍ୟ ଯେ,…