Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବରଙ୍ଗପୁରରେ ଡବଲ ମର୍ଡର, ୨ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କଲା ମଦ୍ୟପ ବାପ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ମୈଦଲପୁର ଥାନା ଅନ୍ତର୍ଗତ ବୁଜୁମାପଦର ଗ୍ରାମରେ ଡବଲ ମର୍ଡର । ଦୁଇ ବର୍ଷ ର ଛୁଆ କୁ ହତ୍ୟା କଲା ମଦ୍ୟପ ବାପ । ଏହା ସହ ମଦ୍ୟପ ଜଣଙ୍କ ପୋଡ଼ଶୀଙ୍କୁ ମଧ୍ୟ ହତ୍ୟାକରିଥିବା ଅଭିଯୋଗ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ଭିଜିଲାନ୍ସ ଟ୍ରାପରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସର କନିଷ୍ଠ କିରାଣି

ବାଲେଶ୍ବର: ଭିଜିଲାନ୍ସ ଜାଲରେ ବାଲେଶ୍ବର ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସର କନିଷ୍ଠ କିରାଣି। ଲାଞ୍ଚ ନେବାବେଳେ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ନାଥଙ୍କୁ ମାଡି ବସିଲା ଭିଜିଲାନ୍ସ ଟିମ୍। ଜଣେ ହିତାଧିକାରୀଙ୍କ ବାପାଙ୍କ ନାଁରେ ଥିବା ଜମିପଟ୍ଟା ରେକର୍ଡର ନକଲ ଦେବାପାଇଁ ୪୦୦୦ ଟଙ୍କା ଲାଞ୍ଚ…

ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା ଗିରଫ

ଭୁବନେଶ୍ଵର: ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା । ଦୀର୍ଘ ୨୩ ଦିନ ପରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା । ଅଭିଯୁକ୍ତକୁ ନେଇ ସିନ୍ ରିକ୍ରିଏଟ କରିଛି ଚନ୍ଦକା ଥାନା ପୋଲିସ । ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥିବା ଛୁରୀ ଜବତ କରିଛି ପୋଲିସ । ସୂଚନା ଅନୁସାରେ, ଗତ କିଛି…

ପାରାଦୀପ ଜାହାଜରୁ ୨୨ ପ୍ୟାକେଟ କୋକେନ ଜବତ: ଷ୍ଟିଲ ପ୍ଲେଟ ଆଣି ଆସୁଥିଲା MV DEBI ଜାହାଜ

ପାରାଦୀପ: ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଚାଞ୍ଚଲ୍ୟ । ଷ୍ଟିଲ ପ୍ଲେଟ ନେଇ ପାରାଦୀପ ଆସିଥିବା MV DEBI PANAMA ଜାହାଜରୁ ଆଜି ସକାଳେ ୨୨ଟି ସନ୍ଦିଗ୍ଧ ପ୍ୟାକେଟ ମିଳିଥିଲା । ଜାହାଜଟି ଇଣ୍ଡୋନେସିଆରୁ ଆସିଥିଲା । ଜାହାଜ ଭିତରୁ ସନ୍ଦେହଜନକ ପ୍ୟାକେଟ ମିଳିବା ଘଟଣାର ଯାଞ୍ଚ ବେଳେ ସେହି…

୧୭ ମହଲାରୁ ଉଦ୍ଧାର ହେଲା ଅଢେ଼ଇ ଫୁଟର ଢମଣା ସାପ, କିପରି ଏତେ ଉପରକୁ ଗଲା ସେନେଇ ସନ୍ଦେହ…

ଭୁବନେଶ୍ଵର: ୧୭ ମହଲାରୁ ଉଦ୍ଧାର ହେଲା ଅଢେ଼ଇ ଫୁଟର ଢମଣା ସାପ । ଭୁବନେଶ୍ୱର ସିଯୁଆ ସ୍ଥିତ ୧୮ ମହଲା ଉଚ୍ଚ ଭିପୁଲ୍ ଗ୍ରୀନ ଆପାର୍ଟମେଣ୍ଟର ୧୭ ମହଲାରେ ଥିବା ଏ-୧୭୦୧ ନମ୍ବର ଘର ଭିତରୁ ଏକ ଅଢେ଼ଇ ଫୁଟର ଢମଣା ସାପ ଉଦ୍ଧାର ହୋଇଛି । ଆଜି ସକାଳେ ଘର ଭିତରେ ଏକ ହଳଦିଆ ରଙ୍ଗର ସାପକୁ ଦେଖି…

ଭୁବନେଶ୍ୱରରେ ପହଞ୍ଚିଲେ ଉତ୍ତରକାଶୀ ଟନେଲରେ ଫସିଥିବା ୪ ଓଡ଼ିଆ ଶ୍ରମିକ

ଭୁବନେଶ୍ୱର: ଟନେଲରୁ ଉଦ୍ଧାର ହୋଇଥିବା ୪ ଓଡ଼ିଆ ଶ୍ରମିକ ଭୁବନେଶ୍ୱରରେ ପହଞ୍ଚିଲେ । ଆଜି ମଧ୍ୟାହ୍ନରେ ସେମାନେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଉତ୍ତରକାଶୀର ଟନେଲରେ ଫସିଥିବା ୪୧ ଶ୍ରମିକଙ୍କ ମଧ୍ୟରେ ୫ ଜଣ ଓଡ଼ିଆ ଶ୍ରମିକ ଥିଲେ । ତେବେ ୪ ଜଣ ଫେରିଥିବାବେଳେ ତପନ ମଣ୍ଡଳ…

ବାଲି ବୋଆ ସାପ କୁ ଜୀବନ୍ତ ଗିଳିଲା ନାଗ, ନାଗ ପେଟରୁ ବାହାରି ପୁଣି ବୁଲିଲା ବୋଆ ସାପ

ବରଗଡ: ଦେଢ଼ ଫୁଟର ବାଲି ବୋଆ ସାପ କୁ ଜୀବନ୍ତ ଗିଳିଦେଲା ସାଢେ ୩ ଫୁଟର ନାଗ । ଏପରି ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ଭେଡେନ ହସ୍ପିଟାଲ ରୋଡ ନିର୍ମଳ ମେହେରଙ୍କ ଘରେ । ସମ୍ବଲପୁରୀ ଭାଷାରେ ସେଇ ସାପ କୁ ଫୁତକା ସାପ କୁହାଯାଏ । ହଠାତ୍ ଘରେ ଜରି ଖଡ ଖଡ ଶବ୍ଦ ଶୁଣି ନିର୍ମଳ କବାଟ ଖୋଲି…

ବଙ୍ଗୋପସାଗରରେ ଅବପାତ : ଡିସେମ୍ବର ୩ରେ ବାତ୍ୟା , ୪ରେ ଛୁଇଁବ ଉପକୂଳ

ଭୁବନେଶ୍ବର : ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ  । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବ ରେ ଅବପାତରେ ପରିଣତ ହୋଇଛି । ପୁଡୁଚେରୀଠାରୁ ୭୯୦ , ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର…

ଆଜିଠୁ କୋଣାର୍କ ମହୋତ୍ସବ: ଶାସ୍ତ୍ରୀୟ ସଙ୍ଗୀତ , ବାଦ୍ୟ ଓ ଘୁଙ୍ଗୁରର ରୁଣୁଝୁଣୁ ଶଦ୍ଦରେ ଆନମନା ହେବେ ଦର୍ଶକ

କୋଣାର୍କ : ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା  । ଆରମ୍ଭ ହେବ ଅନ୍ତର୍ଜାତୀୟ କୋଣାର୍କ ମହୋତ୍ସବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି । ଆଜିଠୁ ପୁଣି ଚଳଚଞ୍ଚଳ ହୋଇପଡିବ କୋଣାର୍କ । ଶାସ୍ତ୍ରୀୟ ସଙ୍ଗୀତ, ବାଦ୍ୟ ଆଉ ଘୁଙ୍ଗୁରର…

ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା

ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରୁଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ  ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ ତୁଳସୀ ସଂଗ୍ରହ କରାଯିବ । ଜିଲ୍ଲା କଂଗ୍ରେସ ସଭାପତିଙ୍କ…